Base Word
כַּפֹּרֶת
Short Definitiona lid (used only of the cover of the sacred Ark)
Long Definitionmercy-seat, place of atonement
Derivationfrom H3722
International Phonetic Alphabetkɑpːoˈrɛt̪
IPA modkɑ.po̞wˈʁɛt
Syllablekappōret
Dictionkahp-poh-RET
Diction Modka-poh-RET
Usagemercy seat
Part of speechn-f

Exodus 25:17
ଏହାପରେ ତୁମ୍ଭମାନେେ ଶୁଦ୍ଧ ସୁବର୍ଣ୍ଣ ରେ ଅଢଇେ ହାତ ଲମ୍ବା ଦେଢ ହାତ ପ୍ରସ୍ଥ ଓ ଏକ ପାପାଚ୍ଛାଦନ ନିର୍ମାଣ କରିବ।

Exodus 25:18
ଏହାପରେ ତୁମ୍ଭମାନେେ ପିଟା ସୁବର୍ଣ୍ଣରୁ ଦୁଇଟି କିରୁବ ଦୂତ କରିବ। ଏବଂ ସଗେୁଡିକୁ ସହେି ପାପାଚ୍ଛାଦନର ଦୁଇ ମୁଣ୍ଡ ରେ ଦବେ।

Exodus 25:19
ଏକ ଦୂତକୁ ଗୋଟିଏ ମୁଣ୍ଡ ରେ ଓ ଆଉ ଗୋଟିଏକୁ ଅନ୍ୟ ମୁଣ୍ଡ ରେ ସ୍ଥାପନ କର। ଦୁଇ ଦୂତଙ୍କୁ ଆଚ୍ଛାଦନ ସହିତ ସଂଲଗ୍ନ କର।

Exodus 25:20
ସହେି ଦୂତମାନେ ନିଯମ-ସିନ୍ଦୁକକୁ ସମାନଙ୍କେର ଡଣୋ ଦ୍ବାରା ଆଚ୍ଛାଦନ କରିବେ, ଯାହାକି ଆକାଶ ଆଡକୁ ଉେଠ। ଆଚ୍ଛାଦକ ଆଡକୁ ଅନାଇ ଦୂତମାନେ ସାମ୍ନାସାମ୍ନି ରହିବା ଉଚିତ୍।

Exodus 25:20
ସହେି ଦୂତମାନେ ନିଯମ-ସିନ୍ଦୁକକୁ ସମାନଙ୍କେର ଡଣୋ ଦ୍ବାରା ଆଚ୍ଛାଦନ କରିବେ, ଯାହାକି ଆକାଶ ଆଡକୁ ଉେଠ। ଆଚ୍ଛାଦକ ଆଡକୁ ଅନାଇ ଦୂତମାନେ ସାମ୍ନାସାମ୍ନି ରହିବା ଉଚିତ୍।

Exodus 25:21
ତୁମ୍ଭେ ଏହି ପାପାଚ୍ଛାଦନ ସହେି ସିନ୍ଦୁକ ଉପରେ ରଖିବ। ପୁଣି ଆମ୍ଭେ ତୁମ୍ଭକୁ ଯେଉଁ ଚୁକ୍ତିପତ୍ର ଦବୋ ତାହା ସହେି ସିନ୍ଦୁକ ମଧ୍ଯର ଥୋଇବ।

Exodus 25:22
ଆଉ ମୁଁ ଯେତବେେଳେ ତୁମ୍ଭକୁ ସାକ୍ଷାତ କରେ ଓ ପାପାଚ୍ଛାଦନର ଉପରି ଭାଗରୁ ଅର୍ଥାତ୍ ଚୁକ୍ତି ସିନ୍ଦୁକର ଉପରିସ୍ଥ କିରୂବଦୂତଗଣ ମଧ୍ଯରୁ ତୁମ୍ଭ ସଙ୍ଗେ ଆଳାପ କରି ଇଶ୍ରାୟେଲ ସନ୍ତାନଗଣ ବିଷଯକ ମୁଁ ସମସ୍ତ ଆଜ୍ଞା ତୁମ୍ଭକୁ ଜଣାଇବି।

Exodus 26:34
ତୁମ୍ଭେ ନିଯମ-ସିନ୍ଦୁକର ଆଚ୍ଛାଦନ ମହାପବିତ୍ର ସ୍ଥାନ ଭିତ ରେ ରଖିବ।

Exodus 30:6
ମୁଁ ତୁମ୍ଭକୁ ଯେଉଁ ସ୍ଥାନ ରେ ସାକ୍ଷାତ କରିବି ତାହା ନିଯମ-ସିନ୍ଦୁକର ସମ୍ମୁଖ ରେ ଅଛି। ଯେଉଁଟାକି ପରଦା ପାଶର୍‌ବ ରେ ନିଯମ-ସିନ୍ଦୁକ ଆଚ୍ଛାଦକର ଆଗ ରେ ଅଛି।

Exodus 31:7
ସମାଗମ ତମ୍ବୁ, ନିଯମ-ସିନ୍ଦୁକ,

Occurences : 27

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்