Base Word
לֹא
Short Definitionnot (the simple or abs. negation); by implication, no; often used with other particles
Long Definitionnot, no
Derivationor לוֹא; or לֹה; (Deuteronomy 3:11), a primitive particle
International Phonetic Alphabetloʔ
IPA modlo̞wʔ
Syllablelōʾ
Dictionloh
Diction Modloh
Usage× before, + or else, ere, + except, ig(-norant), much, less, nay, neither, never, no(-ne, -r, -thing), (× as though..., for) (can-)not (out of), of nought, otherwise, out of, + surely, + as truly as, + of a truth, + verily, for want, + whether, without
Part of speechadv

Genesis 2:5
ସହେି ସମୟରେ କୌଣସି ବୁଦା ବା ଘାସ ବଢ଼ିନଥିଲା, ସଦାପ୍ରଭୁ ପୃଥିବୀ ରେ ବର୍ଷା କରାଇ ନଥିଲେ। କାରଣ ପୃଥିବୀର ଯତ୍ନ ନବୋପାଇଁ କହେି ନଥିଲେ।

Genesis 2:17
କିନ୍ତୁ ସତ୍ ଓ ଅସତ୍ ଜ୍ଞାନଦାୟକ ବୃକ୍ଷର ଫଳ ଭୋଜନ କରିବ ନାହିଁ। ଯଦି ତୁମ୍ଭେ ସହେି ବୃକ୍ଷର ଫଳ ଖାଇବ ତୁମ୍ଭେ ସହେି ଦିନ ମରିବ!

Genesis 2:18
ଏହାପରେ ସଦାପ୍ରଭୁ ପରମେଶ୍ବର କହିଲେ, ମୁଁ ଦେଖି ପାରୁଛି ଯେ ମନୁଷ୍ଯ ଏକାକୀ ଥିବା ଭଲ ନୁହେଁ, ମୁଁ ଆଉ ଜଣେ ଉପୟୁକ୍ତ ସହକାରିଣୀ ନିର୍ମାଣ କରିବି।

Genesis 2:20
ମନୁଷ୍ଯ ବଡ଼ ପ୍ରାଣୀମାନଙ୍କର ନାମ, ଆକାଶ ରେ ଉଡୁଥିବା ପକ୍ଷୀ ଏବଂ ପ୍ରେତ୍ୟକକ ଜୀବିତ ପ୍ରାଣୀଙ୍କର ନାମ ରଖିଲା। କିନ୍ତୁ ତା' ଭିତରୁ କାହାକୁ ତାଙ୍କର ଅନୁରୂପ ସହକାରିଣୀ ଭାବେ ବାଛି ପାରି ନଥିଲେ।

Genesis 2:25
ମନୁଷ୍ଯ ଓ ତାଙ୍କର ସ୍ତ୍ରୀ ଉଲଗ୍ନ ଥିଲେ, କିନ୍ତୁ ସମାନେେ ଲଜ୍ଜାବୋଧ କରୁନଥିଲେ।

Genesis 3:1
ସଦାପ୍ରଭୁ ପରମେଶ୍ବରଙ୍କର ସୃଷ୍ଟି କରିଥିବା ପ୍ରାଣୀମାନଙ୍କ ମଧିଅରେ ସର୍ପ ସମସ୍ତଙ୍କଠାରୁ ଚ଼ତୁର ଥିଲା। ସର୍ପଟି ସ୍ତ୍ରୀ ଲୋକଟିକୁ କହିଲା, ଏହା କ'ଣ ସତ୍ଯ ଯେ ପରମେଶ୍ବର ଉଦ୍ୟାନର କୌଣସି ବୃକ୍ଷର ଫଳ ନଖାଇବା ପାଇଁ ତୁମ୍ଭଙ୍କୁ କହିଲେ?

Genesis 3:3
କିନ୍ତୁ ଉଦ୍ୟାନ ମଧ୍ଯସ୍ଥ ଗୋଟିଏ ବୃକ୍ଷରୁ ଫଳ ଖାଇବାକୁ ମନା! ପରମେଶ୍ବର ଆମ୍ଭମାନଙ୍କୁ କହିଲେ, 'ତୁମ୍ଭେ ଉଦ୍ୟାନ ମଝି ରେ ଥିବା ବୃକ୍ଷରୁ ଫଳ ଖାଇବ ନାହିଁ। ଏପରିକି ତୁମ୍ଭେ ସେ ବୃକ୍ଷକୁ ଛୁଇଁବ ନାହିଁ। ଯଦି ଏପରି କର ତବେେ ମରିବ।

Genesis 3:3
କିନ୍ତୁ ଉଦ୍ୟାନ ମଧ୍ଯସ୍ଥ ଗୋଟିଏ ବୃକ୍ଷରୁ ଫଳ ଖାଇବାକୁ ମନା! ପରମେଶ୍ବର ଆମ୍ଭମାନଙ୍କୁ କହିଲେ, 'ତୁମ୍ଭେ ଉଦ୍ୟାନ ମଝି ରେ ଥିବା ବୃକ୍ଷରୁ ଫଳ ଖାଇବ ନାହିଁ। ଏପରିକି ତୁମ୍ଭେ ସେ ବୃକ୍ଷକୁ ଛୁଇଁବ ନାହିଁ। ଯଦି ଏପରି କର ତବେେ ମରିବ।

Genesis 3:4
କିନ୍ତୁ ସର୍ପ ସ୍ତ୍ରୀ ଲୋକଟିକୁ କହିଲା, ତୁମ୍ଭେ ମରିବ ନାହିଁ।

Genesis 3:17
ଏହାପର ସଦାପ୍ରଭୁ ପରମେଶ୍ବର ମନୁଷ୍ଯକୁ କହିଲେ, ମୁଁ ତୁମ୍ଭକୁ ସହେି ବୃକ୍ଷର ଫଳ ନ ଖାଇବା ପାଇଁ ନିର୍ଦ୍ଦେଶ ଦଇେଥିଲି କିନ୍ତୁ ତୁମ୍ଭେ ତୁମ୍ଭର ସ୍ତ୍ରୀଙ୍କ କଥା ଶୁଣିଲ ଏବଂ ସହେି ଫଳ ଖାଇଲ। ତେଣୁ ତୁମ୍ଭ ଯୋଗୁଁ ଭୂମି ଶାପଗ୍ରସ୍ଥ ହେଲା, ତୁମ୍ଭେ ତୁମ୍ଭର ୟାବଜ୍ଜୀବନ କ୍ଲେଶ ରେ ତହିଁରୁ ଭକ୍ଷ କରିବ।

Occurences : 5188

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்