Base Word
לִבָּה
Short Definitionthe heart
Long Definitionheart
Derivationfeminine of H3820
International Phonetic Alphabetlɪb̚ˈbɔː
IPA modliˈbɑː
Syllablelibbâ
Dictionlib-BAW
Diction Modlee-BA
Usageheart
Part of speechn-f

Psalm 7:9
ଦୁଷ୍ଟ ଲୋକମାନଙ୍କୁ ଦଣ୍ଡ ଦିଅ। ସାଧୁ ସନ୍ଥ ଲୋକଙ୍କୁ ସାହାୟ୍ଯ କର। ହେ ପରମେଶ୍ବର ତୁମ୍ଭେ ଅତ୍ଯନ୍ତ ମହାନ୍ ଏବଂ ଲୋକଙ୍କ ହୃଦଯକୁ ସହଜରେ ଚିହ୍ନିପାର।

Psalm 125:4
ସଦାପ୍ରଭୁ, ଉତ୍ତମ ଲୋକମାନଙ୍କ ପ୍ରତି ମଙ୍ଗଳ କର। ପବିତ୍ର ହୃଦଯ ସହିତ ଲୋକମାନଙ୍କର ମଙ୍ଗଳ କର।

Proverbs 15:11
ମୃତ୍ଯୁ ଓ ବିନାଶ ସଦାପ୍ରଭୁଙ୍କ ଆଗ ରେ ଖାେଲା ପଡ଼ିଥାଏ। ଲୋକମାନଙ୍କର ହୃଦଯର ଅଭିପ୍ରାଯ ତା ଅପେକ୍ଷା ତାହାଠାରୁ ଅଧିକ ସ୍ପଷ୍ଟା

Proverbs 17:3
ନିଆଁ ରେ ସୁନା ଓ ରୂପାର ବିଶୁଦ୍ଧତା ପରୀକ୍ଷା କରାୟାଏ। ମାତ୍ର ସଦାପ୍ରଭୁ ଅନ୍ତଃକରଣର ପରୀକ୍ଷା କରନ୍ତି।

Proverbs 21:2
ମନୁଷ୍ଯ ଯାହା କର୍ମ କରେ ତାହା ତା'ର ଦୃଷ୍ଟି ରେ ଠିକ୍ ଅଟେ। ମାତ୍ର ସଦାପ୍ରଭୁ ହୃଦଯ ସବୁ ତୌଲନ୍ତି।

Proverbs 24:12
ତୁମ୍ଭେ ଏପରି କୁହ ନାହିଁ, ଏହା ମାରେ କର୍ତ୍ତବ୍ଯ ନୁହେଁ। ଯେ ହତେୁ ସଦାପ୍ରଭୁ ସମସ୍ତ ବିଷଯ ଜାଣନ୍ତି। ସଦାପ୍ରଭୁ ତୁମ୍ଭର ପ୍ରେତ୍ୟକକ କର୍ମକୁ ଦେଖୁଛନ୍ତି। ତୁମ୍ଭେ କ'ଣସବୁ କରୁଅଛ। ତେଣୁ ସଦାପ୍ରଭୁ ତୁମ୍ଭର ଉତ୍ତମ କାର୍ୟ୍ଯ ପାଇଁ ତୁମ୍ଭକୁ ପୁରସ୍କୃତ କରିବେ।

Isaiah 44:18
ସସହିସଲାକମାଲନ କ'ଣ କରୁଛନ୍ତି ଜାଣନ୍ତି ନାହିଁ କି ବିଚାର କରନ୍ତି ନାହିଁ।ସସମାଲନସଯପରିସଦଖି ନ ପାରିଲବ ଏଥିପାଇଁସସମାନଙ୍କର ଚକ୍ଷୁ ଓସସମାଲନସଯପରି ବୁଝି ନ ପାରିଲବ, ଏଥିପାଇଁସସମାନଙ୍କର ଚିତ୍ତସସ ମୁଦ୍ରିତ କରିଛନ୍ତି।

Ezekiel 16:30
ତୁମ୍ଭର ଇଚ୍ଛା କେତେ ଦୁର୍ବଳ, ଯେତବେେଳେ ତୁମ୍ଭେ ସ୍ବେଚ୍ଛାଚାରିଣୀ ବେଶ୍ଯା ସ୍ତ୍ରୀ ପରି ଏହିସବୁ କାର୍ୟ୍ଯ କରିଅଛ। ଏହା ସଦାପ୍ରଭୁ ମାରେ ପ୍ରଭୁ କହନ୍ତି।

Occurences : 8

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்