Base Word
לָקַט
Short Definitionproperly, to pick up, i.e., (generally) to gather; specifically, to glean
Long Definitionto pick up, gather, glean, gather up
Derivationa primitive root
International Phonetic Alphabetlɔːˈk’ɑt̪’
IPA modlɑːˈkɑt
Syllablelāqaṭ
Dictionlaw-KAHT
Diction Modla-KAHT
Usagegather (up), glean
Part of speechv

Genesis 31:46
ପୁଣି ଯାକୁବ ଆପଣା ନିଜ ଲୋକମାନଙ୍କୁ କହିଲା, ତୁମ୍ଭମାନେେ ପ୍ରସ୍ତର ସଂଗ୍ରହକର। ତହିଁରେ ସମାନେେ ପ୍ରସ୍ତର ଆଣି ଗୋଟିଏ ରାଶି କରନ୍ତେ ସମସ୍ତେ ସହେି ସ୍ଥାନ ରେ ସହେି ପଥରଗଦା ଉପରେ ଭୋଜନ କଲେ।

Genesis 47:14
ଆଉ ମିଶର ଦେଶ ରେ ଓ କିଣିନଦେଶ ରେ ଯେତେ ରୂପା ଥିଲା। ଲୋକମନେେ ତାହା ଦଇେ ଶସ୍ଯ କିଣିବାରୁ ଯୋଷଫେ ସେ ସବୁ ରୂପା ସଂଗ୍ରର କରି ଫାରୋଙ୍କର ଗୃହକୁ ଆଣିଲେ।

Exodus 16:4
ଏହାପରେ ସଦାପ୍ରଭୁ ମାଶାଙ୍କେୁ କହିଲେ, ଦେଖ ଆମ୍ଭେ ତୁମ୍ଭମାନଙ୍କ ପାଇଁ ଆକାଶ ମାର୍ଗରୁ ଖାଦ୍ୟଦ୍ରବ୍ଯ ବୃଷ୍ଟି କରିବା। ଲୋକମାନେ ପ୍ରତିଦିନ ବାହାରକୁ ୟାଇ ତାଙ୍କର ଆବଶ୍ଯକ ପରିମାଣ ରେ ଖାଦ୍ୟ ସଂଗ୍ରହ କରି ଆଣିବେ। ଏଥିରୁ ଜଣା ପଡିବ ଯେ ସମାନେେ ଆମ୍ଭର ବ୍ଯବସ୍ଥା ଅନୁସାରେ ଚଳୁଛନ୍ତି ନା ନାହିଁ।

Exodus 16:5
ପ୍ରେତ୍ୟକକ ଲୋକ ଦିନକ ପାଇଁ ଯେତିକି ଖାଦ୍ୟ ଦରକାର ସତେିକି ଖାଦ୍ୟ ସଂଗ୍ରହ କରିବେ। କିନ୍ତୁ ଶୁକ୍ରବାର ଦିନ, ଯେତବେେଳେ ଲୋକମାନେ ତାଙ୍କର ଖାଦ୍ୟ ପ୍ରସ୍ତୁତ କରିବେ, ସେତବେେଳେ ସମାନେେ ଦେଖିବେ ଯେ ତାହା ଦୁଇଗୁଣ ହାଇଯେିବ।

Exodus 16:16
ସଦାପ୍ରଭୁ କହନ୍ତି, 'ତୁମ୍ଭମାନେେ ପ୍ରେତ୍ୟକକ ଆପଣା ନିମନ୍ତେ ଯେତେ ଦରକାର ତାହା ସଂଗ୍ରହ କର। ତୁମ୍ଭମାନଙ୍କ ପ୍ରେତ୍ୟକକ ଜଣ ନିଜନିଜ ତମ୍ବୁସ୍ଥିତ ପ୍ରାଣୀମାନଙ୍କ ସଂଖ୍ଯା ଅନୁସାରେ ଏକ ଏକ ଜଣ ପାଇଁ ଏକ ଏକ ଓମର ପରିମାଣ ରେ ତାହା ସଂଗ୍ରହ କର।'

Exodus 16:17
ତେଣୁ ଇଶ୍ରାୟେଲର ଲୋକମାନେ ଏହିପରି କଲେ। ପ୍ରେତ୍ୟକକ ଲୋକ ଖାଦ୍ୟ ସଂଗ୍ରହ କଲେ। କିଛି ଲୋକ ଅନ୍ୟମାନଙ୍କଠାରୁ ଅଧିକ ଖାଦ୍ୟ ସଂଗ୍ରହ କଲେ।

Exodus 16:18
ଏହାପରେ ସମାନେେ ତାଙ୍କର ପରିବାର ରେ ଖାଦ୍ୟ ବଣ୍ଟନ କଲେ। ଏଥି ରେ ଯେଉଁମାନେ ଅଧିକ ସଂଗ୍ରହ କରିଥିଲେ ତାଙ୍କର ଖାଦ୍ୟ ବଳିଲା ନାହିଁ କି ଯେଉଁମାନେ କମ୍ ଖାଦ୍ୟ ସଂଗ୍ରହ କରିଥିଲେ ତାଙ୍କର ଅଭାବ ହେଲାନାହିଁ।

Exodus 16:21
ପ୍ରେତ୍ୟକକ ସକାଳେ ଲୋକମାନେ ସମାନଙ୍କେର ଖାଦ୍ୟ ସଂଗ୍ରହ କଲେ। ପ୍ରେତ୍ୟକକ ଲୋକ ସମାନଙ୍କେର ଆବଶ୍ଯକ ମୁତାବକ ଖାଦ୍ୟ ସଂଗ୍ରହ କଲେ। ମାତ୍ର ପ୍ରଚଣ୍ଡ ଖରା ରେ ତାହାସବୁ ତରଳିଗଲା।

Exodus 16:22
ଶୁକ୍ରବାର ଦିନ, ଖାଦ୍ୟର ଦୁଇଗୁଣ ସଂଗ୍ରହ କଲେ। ସମାନେେ ପ୍ରେତ୍ୟକକଙ୍କ ପାଇଁ ଦୁଇ ଦୁଇ ଓମର ଖାଦ୍ୟ ସଂଗ୍ରହ କଲେ। ତେଣୁ ସମସ୍ତ ପ୍ରାଚୀନବର୍ଗମାନେ ଆସି ମାଶାଙ୍କେୁ ଜଣାଇଲେ,

Exodus 16:26
ତୁମ୍ଭମାନେେ ଛଅଦିନ ତାହା ସଂଗ୍ରହ କରିବ, ମାତ୍ର ଶନିବାର ଦିନ ବିଶ୍ରାମବାର ଅଟେ। ତହିଁରେ କିଛି ମିଳିବ ନାହିଁ।

Occurences : 37

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்