Base Word
מִיכָא
Short DefinitionMica, the name of two Israelites
Long Definitionson of Mephibosheth
Derivationa variation for H4318
International Phonetic Alphabetmɪi̯ˈkɔːʔ
IPA modmiːˈχɑːʔ
Syllablemîkāʾ
Dictionmee-KAW
Diction Modmee-HA
UsageMicha
Part of speechn-pr-m

2 Samuel 9:12
ମଫୀବୋଶତ୍ର ଏକ ସାନ ପକ୍ସ୍ଟତ୍ର ଥିଲା। ଯାହାର ନାମ ଥିଲା ମୀଖା। ସୀବଃ ବଂଶର ପ୍ରେତ୍ୟକକ ଲୋକ ମଫୀବୋଶତ୍ର ଦାସ ହାଇେ ରହିଲେ।

1 Chronicles 9:15
ୟିରୁଶାଲମ ରେ ଆହୁରି ମଧ୍ଯ ଏହିମାନେ ବାସ କରୁଥିଲେ : ବକ୍ବକର, ହରେଶ, ଗାଲଲ୍ ଓ ମତ୍ତନିଯ। ମତ୍ତନିଯ ମୀଖାଙ୍କ ପୁତ୍ର ଥିଲେ। ମୀଖା ସିଖ୍ରିଙ୍କ ପୁତ୍ର ଥିଲେ। ସିଖ୍ରି ଆସଫ୍ଙ୍କ ପୁତ୍ର ଥିଲେ।

Nehemiah 10:11
ମୀଖା, ରହୋବ, ହଶବିଯ,

Nehemiah 11:22
ଉଷି ୟିରୁଶାଲମ ରେ ଲବେୀୟମାନଙ୍କର ନିରୀକ୍ଷକ ଥିଲେ। ଉଷି ବାନିର ପୁତ୍ର, ବାନି ହଶବିଯର ପୁତ୍ର, ହଶବିଯ ୟିଏକି ମତ୍ତନିଯର ପୁତ୍ର, ମତ୍ତନିଯ ୟିଏକି ମୀକାର ପୁତ୍ର ଥିଲେ। ଉଷି ପରମେଶ୍ବରଙ୍କ ମନ୍ଦିର ରେ ସବୋ କରୁଥିବା ଗାଯକର ଓ ଆସଫର ବଂଶଧର ଥିଲେ।

Occurences : 4

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்