Base Word
מַכְבֵּר
Short Definitiona grate
Long Definitiongrating, lattice-work
Derivationfrom H3527 in the sense of covering (compare H3531)
International Phonetic Alphabetmɑkˈber
IPA modmɑχˈbeʁ
Syllablemakbēr
Dictionmahk-BARE
Diction Modmahk-BARE
Usagegrate
Part of speechn-m

Exodus 27:4
ପିତ୍ତଳ ରେ ଏକ ଜାଲି କରିବ ଓ ତା' ଉପରେ ଚାରି କୋଣ ରେ ପିତ୍ତଳର ଚାରକଡା କରିବ।

Exodus 35:16
ନବୈେଦ୍ଯ ଉତ୍ସର୍ଗ ନିମନ୍ତେ ୟଜ୍ଞବଦେୀ ତାର କଂସା ଜାଲି, ସାଙ୍ଗୀ ଓ ତାର ସାମଗ୍ରୀ, ପ୍ରକ୍ଷାଳନ ପାତ୍ର ଏବଂ ତାର ଆଧାର।

Exodus 38:4
ଏହାପରେ ସେ ୟଜ୍ଞବଦେୀ ପାଇଁ କଂସାର ଜାଲି ପ୍ରସ୍ତୁତ କଲେ ଏବଂ ୟଜ୍ଞବଦେୀର ଧାର ରେ ବାନ୍ଧିଲେ। ଯାହାକି ୟଜ୍ଞବଦେୀର ମଝି ପର୍ୟ୍ଯନ୍ତ ଆସିଲା।

Exodus 38:5
ଏହାପରେ ସେ କଂସାର କଡା ତିଆରି କଲେ। ଏହି କଡା ମଧିଅରେ ସାଙ୍ଗୀ ପୁ ରଇେ ବଦେୀ ବୁହାଗଲା। ସେ କଂସା ଜାଲିର ଚାରି ପାଖ ରେ ଚାରୋଟୀ କଡା ଲଗାଇଲେ।

Exodus 38:30
ଏଣୁ ସେ ପିତ୍ତଳ ଦ୍ବାର ସମାଗମ ତମ୍ବୁ ଦ୍ବାରର ଚୁଙ୍ଗୀ ପିତ୍ତଳ ୟଜ୍ଞବଦେୀ ଓ ତହିଁର ପିତ୍ତଳର ଝାଞ୍ଜରୀ ଏବଂ ୟଜ୍ଞବଦେୀର ସମସ୍ତ ପାତ୍ର ନିର୍ମାଣ କଲେ।

Exodus 39:39
କଂସାର ୟଜ୍ଞବଦେୀ, କଂସାର ଜଞ୍ଜିର, ତା'ର ସାଙ୍ଗୀ ଓ ସକଳ ଆସବାବ ପତ୍ର, ପ୍ରକ୍ଷାଳନ ପାତ୍ର ଓ ତହିଁର ଆଧାର।

Occurences : 6

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்