Base Word
מָכִיר
Short DefinitionMakir, an Israelite
Long Definitioneldest son of Manasseh by an Aramite or Syrian concubine and progenitor of a large family
Derivationfrom H4376; salesman
International Phonetic Alphabetmɔːˈkɪi̯r
IPA modmɑːˈχiːʁ
Syllablemākîr
Dictionmaw-KEER
Diction Modma-HEER
UsageMachir
Part of speechn-pr-m

Genesis 50:23
ଯୋଷଫେ ଇଫ୍ରାଯିର ତୃତୀୟ ପୁରୁଷ ପର୍ୟ୍ଯନ୍ତ ସନ୍ତାନ ସନ୍ତତି ଦେଖିଲେ। ଯୋଷଫେ ମନଃଶିର, ମାଖୀର୍ ନାମକ ପୁତ୍ରର ଶିଶୁ ସନ୍ତାନମାନଙ୍କୁ କୋଳ କଲେ।

Numbers 26:29
ମନଃଶି ପରିବାରଗୁଡିକ ହେଲେ: ମାଖୀରଠାରୁ ମାଖୀରୀଯ ଗୋଷ୍ଠୀ ମାଖୀରର ପୁତ୍ର ଗିଲିଯଦ, ଗିଲିଯଦଠାରୁ ଗିଲିଯଦୀଯ ଗୋଷ୍ଠୀ।

Numbers 26:29
ମନଃଶି ପରିବାରଗୁଡିକ ହେଲେ: ମାଖୀରଠାରୁ ମାଖୀରୀଯ ଗୋଷ୍ଠୀ ମାଖୀରର ପୁତ୍ର ଗିଲିଯଦ, ଗିଲିଯଦଠାରୁ ଗିଲିଯଦୀଯ ଗୋଷ୍ଠୀ।

Numbers 27:1
ଯୋଷଫଙ୍କେ ପୁତ୍ର ମନଃଶି, ମନଃଶିଙ୍କର ପୁତ୍ର ମାଖୀର , ମାଖୀରର ପ୍ରପୌତ୍ର ଗିଲିଯଦ, ଗିଲିଯଦର ପୌତ୍ର ହଫରେ ଓ ହଫରେର ପୁତ୍ର ସଲଫାଦ। ଏହି ସଲଫାଦର ପାଞ୍ଚଟି କନ୍ଯା ଥିଲେ। ସମାନେେ ହେଲେ ମହଲା, ନୋଯା, ହଗାଲା, ମଲ୍କା ଓ ତର୍ସା।

Numbers 32:39
ମାଖୀରର ଗୋଷ୍ଠୀ ମନଃଶିର ପୁତ୍ରଗଣ ଗିଲିଯଦ୍କୁ ଆକ୍ରମଣ କଲେ ଓ ଇ ମାରେୀଯମାନଙ୍କୁ ପରାସ୍ତ କଲେ ଓ ସମାନଙ୍କେର ଭୁମି ନଇଗେଲେ।

Numbers 32:40
ତହୁଁ ମାଶାେ ମନଃଶିର ପୁତ୍ର ମାଖୀରକୁ ଗିଲିଯଦ ଦେଲେ, ଆଉ ସେ ସଠାେରେ ବାସ କଲେ।

Numbers 36:1
ତା'ପରେ ଗିଲିଯଦ ପରିବାରବର୍ଗର ଅଧିପତିମାନେ ଆସିଲେ। ମାଖୀରର ପୁତ୍ର ଗିଲିଯଦ, ମନଃଶିର ପୁତ୍ର ମାଖୀର ଓ ମନଃଶି ୟୋଶଫଙ୍କେର ପୁତ୍ର ଥିଲେ, ମାଶାଙ୍କେ ଓ ଇଶ୍ରାୟେଲ ଲୋକମାନଙ୍କର ଅଧିପତିମାନେ ସମାନଙ୍କେ ସମ୍ମୁଖ ରେ ପ୍ରାସ୍ତାବ କଲେ।

Deuteronomy 3:15
ମୁ ଗିଲିଯଦ ମଖୀରକକ୍ସ୍ଟ ଦଲେି।

Joshua 13:31
ଅର୍ଦ୍ଧକେ ଗିଲିଯଦ, ଅଷ୍ଟାରୋତ୍, ଇଦ୍ରିଯୀ ସହ ଏହି ଦେଶ ସାମିଲ୍ ଥିଲା। ମନଃଶିର ପକ୍ସ୍ଟତ୍ର ମାଖୀରର ବଂଶଧରଗଣଙ୍କକ୍ସ୍ଟ ଏହିସବୁ ଦେଶ ଦିଆୟାଇଥିଲା। ଅର୍ଦ୍ଧକେ ଉତ୍ତରାଧିକାରୀ ଏହି ଦେଶ ପାଇଲେ।

Joshua 13:31
ଅର୍ଦ୍ଧକେ ଗିଲିଯଦ, ଅଷ୍ଟାରୋତ୍, ଇଦ୍ରିଯୀ ସହ ଏହି ଦେଶ ସାମିଲ୍ ଥିଲା। ମନଃଶିର ପକ୍ସ୍ଟତ୍ର ମାଖୀରର ବଂଶଧରଗଣଙ୍କକ୍ସ୍ଟ ଏହିସବୁ ଦେଶ ଦିଆୟାଇଥିଲା। ଅର୍ଦ୍ଧକେ ଉତ୍ତରାଧିକାରୀ ଏହି ଦେଶ ପାଇଲେ।

Occurences : 22

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்