Base Word
אֶלְיָדָע
Short DefinitionEljada, the name of two Israelites and of an Aramaean leader
Long Definitiona son of David
Derivationfrom H0410 and H3045; God (is) knowing
International Phonetic Alphabetʔɛl.jɔːˈd̪ɔːʕ
IPA modʔɛl.jɑːˈdɑːʕ
Syllableʾelyādāʿ
Dictionel-yaw-DAW
Diction Model-ya-DA
UsageEliada
Part of speechn-pr-m

2 Samuel 5:16
ଇଲୀଶାମା, ଇଲୀଯାଦା ଓ ଇଲୀଫଲଟେ ନାମ ରେ ଜଣା।

1 Kings 11:23
ପୁଣି ପରମେଶ୍ବର ଇଲିଯାଦାର ପୁତ୍ର ରଷୋଣକୁ ଶଲୋମନଙ୍କର ଅନ୍ୟ ଏକ ବିପକ୍ଷ କରି ଉତ୍ପନ୍ନ କଲେ। ସେ ଲୋକ ଆପଣା ପ୍ରଭୁ ସୋବାର ରାଜା ହଦଦଷେର ନିକଟରୁ ପଳାଇ ୟାଇଥିଲା।

1 Chronicles 3:8
ନଫେଗ୍, ୟାଫୀଯ, ଇଲୀଯାଦା, ଇଲୀଶାମା ଓ ଇଲୀଫଲେଟ୍।

2 Chronicles 17:17
ବିନ୍ଯାମୀନ୍ ଗୋଷ୍ଠୀର ଏହିମାନେ ସନୋଧ୍ଯକ୍ଷ ଥିଲେ : ଇଲିଯାଦାଙ୍କର 2,00,000 ଜଣ ସୈନ୍ଯ ଥିଲେ, ଯେଉଁମାନେ ଧନୁ, ତୀର ଓ ଢ଼ାଲ ବ୍ଯବହାର କରୁଥିଲେ। ଇଲିଯାଦା ଜଣେଅତି ସାହସୀ ସୈନ୍ଯ ଥିଲେ।

Occurences : 4

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்