Base Word | |
מְנוֹרָה | |
Short Definition | a chandelier |
Long Definition | lamp stand |
Derivation | or מְנֹרָה; feminine of H4500 (in the original sense of H5216) |
International Phonetic Alphabet | mɛ̆.n̪oˈrɔː |
IPA mod | mɛ̆.no̞wˈʁɑː |
Syllable | mĕnôrâ |
Diction | meh-noh-RAW |
Diction Mod | meh-noh-RA |
Usage | candlestick |
Part of speech | n-f |
Exodus 25:31
ଏହାପରେ ତୁମ୍ଭମାନେେ ଏକ ଦୀପ ବୃକ୍ଷ ତିଆରି କରିବ। ଏହା ନିର୍ମଳ ସୁପର୍ଣ୍ଣ ରେ ପିଟା କର୍ମ ରେ ଏହାର ଗଣ୍ଡି ଓ ଶାଖା ନିର୍ମାଣ କର। ଆଉ ଗୋଲାଧାର ଓ କଳିକା ଓ ପୁଷ୍ପ ତହିଁରେ ସଂଲଗ୍ନ ରହିବ।
Exodus 25:31
ଏହାପରେ ତୁମ୍ଭମାନେେ ଏକ ଦୀପ ବୃକ୍ଷ ତିଆରି କରିବ। ଏହା ନିର୍ମଳ ସୁପର୍ଣ୍ଣ ରେ ପିଟା କର୍ମ ରେ ଏହାର ଗଣ୍ଡି ଓ ଶାଖା ନିର୍ମାଣ କର। ଆଉ ଗୋଲାଧାର ଓ କଳିକା ଓ ପୁଷ୍ପ ତହିଁରେ ସଂଲଗ୍ନ ରହିବ।
Exodus 25:32
ଏହି ଦୀପ ବୃକ୍ଷଟି ଛଅ ଶାଖା ବିଶିଷ୍ଟ ହବେ। ଏହାର ଏକ ପାଶର୍ବରୁ ତିନି ଦୀପଶାଖା ଓ ଅନ୍ୟ ପଶର୍ବରୁ ତିନି ଦୀପଶାଖା ବାହାରିବ।
Exodus 25:32
ଏହି ଦୀପ ବୃକ୍ଷଟି ଛଅ ଶାଖା ବିଶିଷ୍ଟ ହବେ। ଏହାର ଏକ ପାଶର୍ବରୁ ତିନି ଦୀପଶାଖା ଓ ଅନ୍ୟ ପଶର୍ବରୁ ତିନି ଦୀପଶାଖା ବାହାରିବ।
Exodus 25:33
ପ୍ରତି ଶାଖା ରେ ତିନୋଟି ଫୁଲ ରହିବ। ଏହି ଫୁଲଗୁଡିକ ବାଦାମ ପୁଷ୍ପାକୃତି ତିନି ଗୋଲାଧାର, କଳିକା ଓ ପୁଷ୍ପ ରହିବ।
Exodus 25:34
ଦୀପ ବୃକ୍ଷ ରେ ବାଦାମ ପୁଷ୍ପାକୃତି ଚାରି ଗୋଲାଧାର ଓ କଳିକା ପୁଷ୍ପ ରହିବ।
Exodus 25:35
ସହେି ଦୀପବୃକ୍ଷରୁ ଯେଉଁ ଛଅ ଶାଖା ହବେ ସମାନଙ୍କେ ଏକ ଶାଖା ଦ୍ବଯର ଏକ କଳିକା ଓ ଅନ୍ୟ ଶାଖା ଦ୍ବଯର ତଳେ ଏକ କଳିକା ଓ ଅନ୍ୟତର ଶାଖା ଦ୍ବଯର ତଳେ ଏକ କଳିକା ରହିବ।
Exodus 26:35
ପରଦାର ବାହାର ପାଶର୍ବ ରେ ମଜେ ରଖିବା ଉଚିତ୍ ଏବଂ ମଜେର ବିପରୀତ ପାଶର୍ବ ରେ ପବିତ୍ର ତମ୍ବୁର ଦକ୍ଷିଣକୁ ଦୀପ ରଖିବା ଉଚିତ୍। ପବିତ୍ର ତମ୍ବୁର ଉତ୍ତର ପାଶର୍ବକୁ ମଜେ ରଖ।
Exodus 30:27
ମଜେ ଓ ତହିଁର ସକଳ ପାତ୍ର ଓ ଦୀପବୃକ୍ଷ ଓ ତହିଁର ସକଳ ଅଂଶ, ଧୂପ ବଦେୀ,
Exodus 31:8
ମଜେ ଏବଂ ଏହା ଉପରିସ୍ଥ ସମସ୍ତ ବସ୍ତୁ,
Occurences : 42
எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்