Base Word
אֱלִיל
Short Definitiongood for nothing, by analogy vain or vanity; specifically an idol
Long Definitionof nought, good for nothing, worthless
Derivationapparently from H0408
International Phonetic Alphabetʔɛ̆ˈlɪi̯l
IPA modʔĕ̞ˈliːl
Syllableʾĕlîl
Dictioneh-LEEL
Diction Moday-LEEL
Usageidol, no value, thing of nought
Part of speecha-m

Leviticus 19:4
ଆଉ ତୁମ୍ଭମାନେେ ପ୍ରତିମାଗଣଙ୍କୁ ଉପାସନା କରିବା ଉଚିତ୍ ନୁହେଁ। କୌଣସି ଦବେତା ନିର୍ମାଣ କର ନାହିଁ। ମୁଁ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ଅଟେ।

Leviticus 26:1
ତୁମ୍ଭମାନେେ ନିଜ ପାଇଁ ଦବମେୂର୍ତ୍ତି ନିର୍ମାଣ କରିବ ନାହିଁ। କିମ୍ବା ନିଜ ପାଇଁ ଖାଦେିତ ପ୍ରତିମା କି ସ୍ତମ୍ଭ ସ୍ଥାପନ କରିବ ନାହିଁ, ଆଉ ତାହା ନିକଟରେ ଦଣ୍ତ ପ୍ରଣାମ କରିବା ନିମନ୍ତେ ତୁମ୍ଭମାନଙ୍କ ଦେଶର କୌଣସି ଖାଦେିତ ପ୍ରସ୍ତର ରଖିବ ନାହିଁ। କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ଅଟୁ।

1 Chronicles 16:26
କାହିଁକି ? କାରଣ ପୃଥିବୀର ସମସ୍ତ ଦବେତାଗଣ କବଳେ ମୂଲ୍ଯହୀନ ପ୍ରତିମାସକଳ ଅଟନ୍ତି। କିନ୍ତୁ ସଦାପ୍ରଭୁ ଆକାଶକୁ ନିର୍ମାଣ କଲେ।

Job 13:4
କିନ୍ତୁ ତୁମ୍ଭମାନେେ ଏକ କୁହୁକ ବିଦ୍ଯାକାରୀ ଏବଂ ମୂଲ୍ଯହୀନ ବୈଦ୍ଯ ଅଟ।

Psalm 96:5
ଅନ୍ୟ ସମସ୍ତ ଗୋଷ୍ଠୀଯମାନଙ୍କର ଦବଗେଣ କବଳେ ପ୍ରତିମା, କିନ୍ତୁ ସଦାପ୍ରଭୁ ଏହି ଆକାଶର ସୃଷ୍ଟିକର୍ତ୍ତା।

Psalm 97:7
ଲୋକମାନେ ତାଙ୍କର ମୂର୍ତ୍ତିଗୁଡ଼ିକୁ ପୂଜା କରନ୍ତି। ସମାନେେ ସମାନଙ୍କେର ଦବଗେଣଙ୍କ ବିଷଯରେ ବଡ଼ାଇ କରନ୍ତି। ସହେି ଲୋକମାନେ ଲଜ୍ଜିତ ହବେେ। ସମାନଙ୍କେର ସମସ୍ତ ଦବେତାଗଣ ସଦାପ୍ରଭୁଙ୍କ ଆଗରେ ମଥାନତ କରିବେ।

Isaiah 2:8
ଆଉମଧ୍ଯ ତୁମ୍ଭମାନଙ୍କର ଦେଶ ଲୋକମାନଙ୍କ ଦ୍ବାରା ପୂଜିତ ପ୍ରତିମା ରେ ପରିପୂର୍ଣ୍ଣ। ସହେି ପ୍ରତିମାଗୁଡ଼ିକ ଲୋକମାନଙ୍କ ସ୍ବହସ୍ତ ନିର୍ମିତ ଓ ସମାନେେ ସଗେୁଡ଼ିକୁ ପୂଜା କରୁଛନ୍ତି।

Isaiah 2:18
ପୁଣି ସମସ୍ତ ପ୍ରତିମା ଲୁପ୍ତ ହବେେ।

Isaiah 2:20
ସେତବେେଳେ ଲୋକମାନେ ତାଙ୍କ ଦ୍ବାରା ନିର୍ମାଣ କରିଥିବା ଓ ପୂଜା କରୁଥିବା ସୁନା ଓ ରୂପାର ପ୍ରତିମାଗୁଡ଼ିକୁ ଫିଙ୍ଗି ଦବେେ। ସମାନେେ ସହେି ପ୍ରତିମାଗୁଡ଼ିକୁ ମୂଷିକ ଓ ବାଦୁଡ଼ିମାନଙ୍କର ଗହ୍ବର ଭିତର ରେ ଫିଙ୍ଗି ଦବେେ।

Isaiah 2:20
ସେତବେେଳେ ଲୋକମାନେ ତାଙ୍କ ଦ୍ବାରା ନିର୍ମାଣ କରିଥିବା ଓ ପୂଜା କରୁଥିବା ସୁନା ଓ ରୂପାର ପ୍ରତିମାଗୁଡ଼ିକୁ ଫିଙ୍ଗି ଦବେେ। ସମାନେେ ସହେି ପ୍ରତିମାଗୁଡ଼ିକୁ ମୂଷିକ ଓ ବାଦୁଡ଼ିମାନଙ୍କର ଗହ୍ବର ଭିତର ରେ ଫିଙ୍ଗି ଦବେେ।

Occurences : 20

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்