Base Word
מְעַט
Short Definitiona little or few (often adverbial or comparative)
Long Definitionlittleness, few, a little, fewness
Derivationor מְעָט; from H4591
International Phonetic Alphabetmɛ̆ˈʕɑt̪’
IPA modmɛ̆ˈʕɑt
Syllablemĕʿaṭ
Dictionmeh-AT
Diction Modmeh-AT
Usagealmost (some, very) few(-er, -est), lightly, little (while), (very) small (matter, thing), some, soon, × very
Part of speechn-m

Genesis 18:4
ମୁଁ କିଛି ଜଳ ରେ ଆପଣମାନଙ୍କୁ ପଦଧେ ୗତ କରିବି ଓ ଆପଣମାନେ ଏହି ବୃକ୍ଷ ମୂଳ ରେ ଟିକେ ବିଶ୍ରାମ କରନ୍ତୁ।

Genesis 24:17
ଏହାପରେ ସହେି ଦାସଜଣକ ତାଙ୍କ ପାଖକୁ ଗଲା ଏବଂ କହିଲା, ଦୟାକରି ତୁମ୍ଭ ପାତ୍ରରୁ ମାେତେ କିଛି ଜଳ ପାନ କରିବାକୁ ଦିଅ।

Genesis 24:43
ମୁଁ ସହେି କୂପ ନିକଟରେ ଠିଆ ହଲିେ ଏବଂ ଜଣେ ନିରୁପିତ କନ୍ଯାକୁ ଅପେକ୍ଷା କଲି, ୟିଏ ଏଠାକୁ ପାଣି ପାଇଁ ଆସିବ। ଏହାପରେ ମୁଁ କହିଲି, ଦୟାକରି ମାେତେ ତୁମ୍ଭ ପାତ୍ରରୁ ଜଳପ୍ନ କରିବାକୁ ଦିଅ।

Genesis 26:10
ଅବିମଲକେ କହିଲା, ତୁମ୍ଭେ ଆମ୍ଭକୁ ଖରାପ ବ୍ଯବହାର କଲ। ଯଦି କୌଣସି ଲୋକ ତୁମ୍ଭ ସ୍ତ୍ରୀ ସଂଗ ରେ ଅନ୍ଯାଯାସ ରେ ଶଯନ କରି ଥାଆନ୍ତା। ତାହାହେଲେ ସେ ପାପରେ ଭାଗିଦାର ହାଇେଥାନ୍ତା।

Genesis 30:15
ଲୟୋ ଉତ୍ତର ଦଲୋ, ତୁମ୍ଭେ ମାେ ସ୍ବାମୀକୁ ହରଣ କରିଛ ତୁମ୍ଭେ ମାରେ ପୁତ୍ରର ଦୂଦାଫଳ ହରଣ କରିବାକୁ ଚେଷ୍ଟା କରୁଛ।

Genesis 30:30
ଯେତବେେଳେ ମୁଁ ଆସିଲି ତୁମ୍ଭର ଖୁବ କମ ସମ୍ପତ୍ତି ଥିଲା। ବର୍ତ୍ତମାନ ବହୁତ ବୃଦ୍ଧି ପାଇଛି, ସଦାପ୍ରଭୁ ମାେ କାରଣରୁ ତୁମ୍ଭକୁ ଆଶୀର୍ବାଦ କରିଛନ୍ତି। ବର୍ତ୍ତମାନ ମାରେନିଜ ପରିବାରକୁ ଯୋଗଇବା ପାଇଁ ସମୟ ଆସିଛି।

Genesis 43:2
ଯାକୁବର ପରବାର ମିଶରରୁ ଆଣିଥିବା ସମସ୍ତ ଖାଦ୍ୟ ଦ୍ରବ୍ଯ ଖାଇ ଦେଲେ। ଯେତବେେଳେ ସହେି ଶସ୍ଯସବୁ ସରିଗଲା। ଯାକୁବ ତା'ର ପୁତ୍ରମାନଙ୍କୁ କହିଲେ, ମିଶରକୁ ୟାଇ ଆମ୍ଭମାନଙ୍କ ପାଇଁ ଆଉ କିଛି ଶସ୍ଯ ଖାଇବା ପାଇଁ ଆଣ।

Genesis 43:11
ଏହାପରେ ତାଙ୍କର ପିତା ଇଶ୍ରାୟେଲ କହିଲେ, ଯଦି ଏହା ସତ୍ଯ ତବେେ ବିନ୍ଯାମୀନକୁ ତୁମ୍ଭ ସହିତ ନଇୟୋଅ। କିନ୍ତୁ ତାଙ୍କର କର୍ତ୍ତାଙ୍କ ପାଇଁ କିଛି ଉପହାର ନଇୟୋଅ। ତାଙ୍କ ନିକଟକୁ କିଛି ମହୁ, ପେସ୍ତାବାଦାମ, ଗୁଗ୍ଗୁଳ ଓ ଗନ୍ଧରସ ନଇେ ୟାଅ।

Genesis 43:11
ଏହାପରେ ତାଙ୍କର ପିତା ଇଶ୍ରାୟେଲ କହିଲେ, ଯଦି ଏହା ସତ୍ଯ ତବେେ ବିନ୍ଯାମୀନକୁ ତୁମ୍ଭ ସହିତ ନଇୟୋଅ। କିନ୍ତୁ ତାଙ୍କର କର୍ତ୍ତାଙ୍କ ପାଇଁ କିଛି ଉପହାର ନଇୟୋଅ। ତାଙ୍କ ନିକଟକୁ କିଛି ମହୁ, ପେସ୍ତାବାଦାମ, ଗୁଗ୍ଗୁଳ ଓ ଗନ୍ଧରସ ନଇେ ୟାଅ।

Genesis 44:25
ଏହାପରେ, ଆମ୍ଭର ପିତା କହିଲେ, 'ତୁମ୍ଭମାନେେ ୟାଇ କିଛି ଖାଦ୍ୟ ଆମ୍ଭମାନଙ୍କ ପାଇଁ ଆଣ।'

Occurences : 101

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்