Base Word
מִצְרַיִם
Short DefinitionMitsrajim, i.e., Upper and Lower Egypt
Long Definition(n pr loc) a country at the northeastern section of Africa, adjacent to Palestine, and through which the Nile flows
Derivationdual of H4693
International Phonetic Alphabetmɪt͡sˤ.rɑˈjɪm
IPA modmit͡s.ʁɑˈjim
Syllablemiṣrayim
Dictionmits-ra-YIM
Diction Modmeets-ra-YEEM
UsageEgypt, Egyptians, Mizraim
Part of speechn-pr

Genesis 10:6
ହାମର ସନ୍ତାନଗଣ ଥିଲେ। କୂଶ୍, ମିଶର, ପୂଟ୍ ଓ କିଣାନ।

Genesis 10:13
ମିଶରୀଯମ ଲୂଦୀଯ, ଅନାମୀଯ, ଲହାବୀଯ ଓ ନପ୍ତୁହୀଯ ଲୋକମାନଙ୍କର ପିତା ଥିଲେ।

Genesis 12:10
ସହେି ସମୟରେ ସହେି ଦେଶର ଭୟଙ୍କର ଦୁର୍ଭିକ୍ଷ ପଡ଼ିଲା। ତେଣୁ ଅବ୍ରାମ ବାସ କରିବା ପାଇଁ ମିଶର ଦେଶକୁ ୟାତ୍ରା କଲେ।

Genesis 12:11
ସେ ଯେତବେେଳେ ମିଶର ଦେଶର ନିକଟବର୍ତ୍ତୀ ହେଲେ ଅବ୍ରାମ ନିଜର ସ୍ତ୍ରୀ ସାରୀଙ୍କୁ କହିଲେ, ମୁଁ ଜାଣେ ତୁମ୍ଭେ ଦେଖିବାକୁ ବହୁତ ସୁନ୍ଦର।

Genesis 12:14
ଯେତବେେଳେ ଅବ୍ରାମ ମିଶରକୁ ପ୍ରବେଶ କଲେ, ମିଶରୀଯମାନେ ସହେି ସୁନ୍ଦରୀ ସ୍ତ୍ରୀଲୋକ ସାରୀଙ୍କୁ ଦେଖିଲେ।

Genesis 13:1
ତେଣୁ ଅବ୍ରାମ ମିଶର ପରିତ୍ଯାଗ କଲେ। ସେ ତାଙ୍କର ସ୍ତ୍ରୀ ଓ ତାଙ୍କର ସବୁ ନିଜର ସମସ୍ତ ଜିନିଷଧରି ଲୋଟ ସହିତ ନଗେଭେକୁ ୟାତ୍ରା କଲେ।

Genesis 13:10
ଲୋଟ ୟର୍ଦ୍ଦନ ନଦୀର ଉପତ୍ୟକା ଆଡ଼େ ନିରୀକ୍ଷଣ କଲେ। ଲୋଟ ଦେଖିଲେ ସଠାେରେ ବହୁତ ଜଳ ଥିଲା। ସଦାପ୍ରଭୁ ସଦୋମ ଓ ହ ମାରୋକୁ ଧ୍ବଂସ କରିବା ପୂର୍ବରୁ ଏହାଥିଲା। ସହେି ସମୟରେ ୟର୍ଦ୍ଦନ ଉପତ୍ୟକା ସୋଯର ପର୍ୟ୍ଯନ୍ତ ସମସ୍ତ ପ୍ରାନ୍ତର ସଦାପ୍ରଭୁଙ୍କ ଉଦ୍ୟାନପରି ସଜଳ ଓ ମିଶର ଦେଶ ତୁଲ୍ଯ ଥିଲା।

Genesis 15:18
ସହେିଦିନ ସଦାପ୍ରଭୁ ଅବ୍ରାମଙ୍କ ସହିତ ଏକ ଚୁକ୍ତି କଲେ। ସେ କହିଲେ, ମୁଁ ଏହି ଦେଶ ତୁମ୍ଭର ବଂଶଧରଙ୍କୁ ଦଲେି। ମିଶରୀଯ ନଦୀଠାରୁ ମହାନ ନଦୀ ଫରାତ୍ ପର୍ୟ୍ଯନ୍ତ ଏହି ଦେଶ ତୁମ୍ଭର ପରିବାରକୁ ମୁଁ ଦଲେି।

Genesis 21:21
ତାଙ୍କର ମା ତାଙ୍କ ପାଇଁ ଏକ ସ୍ତ୍ରୀ ମିଶର ରେ ଠିକ୍ କଲେ। ସମାନେେ ପାରଣ ନାମକ ମରୁଭୂମିରେ ବାସ କଲେ।

Genesis 25:18
ଏହାପରେ ତାହାର ବଂଶଧରମାନେ ହବୀଲାରୁ ମିଶରର ପାଖ ରେ ଶୂରକୁ ଅଶ୍ବରିଯା ଦିଗ ରେ ବସତି କଲେ। ସମାନେେ ନିଜ ନିଜ ପାଖ ରେ ବାସ କଲେ ଏବଂ ଇଶ୍ମାଯଲେ ଆପଣଙ୍କର ବଂଶଧରମାନେ ଭାଇମାନଙ୍କ ସମ୍ମୁଖ ରେ ବସତି କଲେ।

Occurences : 676

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்