Base Word
נוּא
Short Definitionto refuse, forbid, dissuade, or neutralize
Long Definitionto hinder, hold back, forbid, disallow, restrain, frustrate
Derivationa primitive root
International Phonetic Alphabetn̪uːʔ
IPA modnuʔ
Syllablenûʾ
Dictionnoo
Diction Modnoo
Usagebreak, disallow, discourage, make of none effect
Part of speechv

Numbers 30:5
ଯଦି ତା'ର ପିତା, ସେ କରିଥିବା ପ୍ରତିଜ୍ଞା ଓ ଶପଥ ପାଇଁ ଆପତ୍ତି କରେ, ସଗେୁଡିକ ପାଳନ କରାୟିବ ନାହିଁ। ସଦାପ୍ରଭୁ ତାକୁ କ୍ଷମା କରି ଦବେେ, ଯେ ହତେୁ ତା'ର ପିତା ତାକୁ ଏହା କରିବା ପାଇ ମନା କଲେ।

Numbers 30:5
ଯଦି ତା'ର ପିତା, ସେ କରିଥିବା ପ୍ରତିଜ୍ଞା ଓ ଶପଥ ପାଇଁ ଆପତ୍ତି କରେ, ସଗେୁଡିକ ପାଳନ କରାୟିବ ନାହିଁ। ସଦାପ୍ରଭୁ ତାକୁ କ୍ଷମା କରି ଦବେେ, ଯେ ହତେୁ ତା'ର ପିତା ତାକୁ ଏହା କରିବା ପାଇ ମନା କଲେ।

Numbers 30:8
ମାତ୍ର ଯଦି ତା'ର ସ୍ବାମୀ ଏ ବିଷଯ ରେ ଶୁଣେ ଓ ତାହାକୁ ତା'ର ପ୍ରତିଜ୍ଞା ତା'କୁ ପାଳନ କରିବାକୁ ବାରଣ କରେ, ତବେେ କରାୟାଇଥିବା ପ୍ରତିଜ୍ଞା ବାତିଲ ହୁଏ ଓ ସଦାପ୍ରଭୁ ଏଥିପାଇଁ ତାକୁ କ୍ଷମା କରନ୍ତି।

Numbers 30:11
ପୁଣି ତାହାର ସ୍ବାମୀ ତାହା ଶୁଣି ତାହା ପ୍ରତି ତୁନି ହାଇେ ରହେ ଓ ତାହାକୁ ନିଷଧେ ନକରେ, ତବେେ ତା'ର ସମସ୍ତ ପ୍ରତିଜ୍ଞା ପାଳନ ହବେ, ପୁଣି ସେ ଯେଉଁ ବ୍ରତଦ୍ବାରା ଆପଣା ପ୍ରାଣକୁ ଆବଦ୍ଧ କଲା, ତାହା ସବୁ ପାଳନ ହବେ।

Numbers 32:7
ସଦାପ୍ରଭୁ ଇଶ୍ରାୟେଲର ଲୋକମାନଙ୍କୁ ଯେଉଁ ଦେଶ ଦଇେଅଛନ୍ତି, ନଦୀ ପାର ହାଇେ ସେ ଦେଶକୁ ୟିବାପାଇଁ ତୁମ୍ଭମାନେେ କାହିଁକି ସମାନଙ୍କେୁ ନରୁତ୍ସାହିତ କରୁଛ?

Numbers 32:9
କାରଣ ସମାନେେ ଇଷ୍କୋଲ ଉପତ୍ୟକା ପର୍ୟ୍ଯନ୍ତ ଗମନ କରି ଦେଶ ଦେଖିଲେ ଓ ସଦାପ୍ରଭୁଙ୍କ ଦତ୍ତ ଦେଶକୁ ୟିବା ପାଇଁ ଇଶ୍ରାୟେଲ ଲୋକମାନଙ୍କର ମନକୁ ନିରୁତ୍ସାହିତ କଲେ।

Psalm 33:10
ସଦାପ୍ରଭୁ ସମସ୍ତଙ୍କ ଉପଦେଶକୁ ବ୍ଯର୍ଥ କରି ପାରନ୍ତି। ସେ ସମାନଙ୍କେ ସମସ୍ତ ଯୋଜନାକୁ ବ୍ଯର୍ଥ କରି ପାରନ୍ତି।

Psalm 141:5
ଗୋଟିଏ ଧାର୍ମିକ ଲୋକ ମାେତେ ସୁଧାରି ପାରେ। ତାହା ତାଙ୍କ ପ୍ରତି ବହୁତ ଦୟା ହବେ। ୟଦି ସେ ମାେତେ ସମାଲୋଚନା କରେ, ମୁଁ ଏହା ହାର୍ଦ୍ଦିକ ସ୍ବାଗତ ଭଳି ଗ୍ରହଣ କରିବି। କିନ୍ତୁ ମୁଁ ସର୍ବଦା ଦୁଷ୍ଟମାନେ କରୁଥିବା କୁକର୍ମ ବିରୁଦ୍ଧରେ ପ୍ରାର୍ଥନା କରେ।

Occurences : 8

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்