Base Word
נֶכֶס
Short Definitiontreasure
Long Definitionriches, treasures
Derivationfrom an unused root meaning to accumulate
International Phonetic Alphabetn̪ɛˈkɛs
IPA modnɛˈχɛs
Syllablenekes
Dictionneh-KES
Diction Modneh-HES
Usageriches, wealth
Part of speechn-m

Joshua 22:8
ସେ କହିଲେ, ତୁମ୍ଭମାନେେ, ତୁମ୍ଭମାନଙ୍କର ବହକ୍ସ୍ଟତ ଧନ ସଐଦ ଓ ପଶକ୍ସ୍ଟଗଣ ସହିତ ଘରକକ୍ସ୍ଟ ୟାଅ। ତୁମ୍ଭମାନଙ୍କର ବହକ୍ସ୍ଟତ ଦାମି ସକ୍ସ୍ଟନାରୂପା ଅଳଙ୍କାର ଇତ୍ଯାଦି ଅଛି। ତୁମ୍ଭମାନଙ୍କର ବହକ୍ସ୍ଟତ ସକ୍ସ୍ଟନ୍ଦର ପୋଷାକ ମଧ୍ଯ ଅଛି। ଯେଉଁଗକ୍ସ୍ଟଡାକ କି ତୁମ୍ଭମାନେେ ତକ୍ସ୍ଟମ୍ଭ ଶତୃମାନଙ୍କଠାରକ୍ସ୍ଟ ଛଡାଇ ଆଣିଲେ। ଗୃହକକ୍ସ୍ଟ ଫରେିୟାଅ ଏବଂ ସଗେକ୍ସ୍ଟଡିକ ତୁମ୍ଭର ନିଜ ନିଜ ଭାତୃଗଣଙ୍କ ମଧିଅରେ ବାଣ୍ଟି ଦିଅ।

2 Chronicles 1:11
ପରମେଶ୍ବର ଶ ଲୋମନଙ୍କୁ କହିଲେ, ଆମ୍ଭେ ଏହା କରିବା କାରଣ ଏହା ତୁମ୍ଭର ଇଚ୍ଛା ଥିଲା। ତୁମ୍ଭେ ଧନ, ସମ୍ପତ୍ତି ବା ସମ୍ମାନ ମାଗିଲ ନାହିଁ। ତୁମ୍ଭ ଶତ୍ରୁମାନଙ୍କର ବିନାଶ ତୁମ୍ଭେ ଚାହିଁଲ ନାହିଁ। ପୁଣି ତୁମ୍ଭର ଦୀର୍ଘାଯୁ ମଧ୍ଯ ତୁମ୍ଭେ ମାଗିଲ ନାହିଁ। ତୁମ୍ଭେ କବଳେ ଜ୍ଞାନ ଓ ବୁଦ୍ଧି ମାଗିଲ, ଯେପରି ତୁମ୍ଭେ ମାରେ ଲୋକମାନଙ୍କୁ ବୁଦ୍ଧିମାନ ରେ ନିଷ୍ପତ୍ତି ଦଇପୋର, ଯେଉଁ ଲୋକମାନଙ୍କୁ ଶାସନ କରିବା ନିମନ୍ତେ ଆମ୍ଭେ ତୁମ୍ଭକୁ ମନୋନୀତ କରିଛୁ।

2 Chronicles 1:12
ଏଣୁ ଆମ୍ଭେ ତୁମ୍ଭକୁ ଜ୍ଞାନ ଓ ବୁଦ୍ଧି ରେ ପୂର୍ଣ୍ଣ କରିବା। ଆଉ ମଧ୍ଯ ଆମ୍ଭେ ତୁମ୍ଭକୁ ଧନ, ସମ୍ପତ୍ତି ଓ ସମ୍ମାନ ପ୍ରଦାନ କରିବା। ତୁମ୍ଭ ପୂର୍ବରୁ କୌଣସି ରାଜାର ଏପରି ଧନ ବା ସମ୍ମାନ ନ ଥିଲା। ଏବଂ ଭବିଷ୍ଯତ ରେ ମଧ୍ଯ କୌଣସି ରାଜାର ଏପରି ଧନସମ୍ମାନ ରହିବ ନାହିଁ।

Ecclesiastes 5:19
ଆହୁରି ପରମେଶ୍ବର କୌଣସି ବ୍ଯକ୍ତିକୁ ଧନସମ୍ପତ୍ତି ଦାନ କରି ତାହା ଭୋଗ କରିବାକୁ ଓ ଆପଣା ଅଂଶ ଗ୍ରହଣ କରିବାକୁ ଓ ଆପଣା ପରିଶ୍ରମ ରେ ଆନନ୍ଦ କରିବାକୁ କ୍ଷମତା ଦେଲେ। ଏହା ହିଁ ପରମେଶ୍ବରଙ୍କର ଦାନ ଅଟେ।

Ecclesiastes 6:2
ପରମେଶ୍ବର କେତକଙ୍କେୁ ଧନ, ସମ୍ପତ୍ତି ଓ ସମ୍ମାନ ଦିଅନ୍ତି, ସହେି ବ୍ଯକ୍ତି ଅନ୍ୟ କିଛି ଆଶା କରିବା ପାଇଁ ତା'ର କିଛି ଅଭାବ ନ ଥାଏ। କିନ୍ତୁ ପରମେଶ୍ବର ସହେି ବ୍ଯକ୍ତିକୁ ଏସବୁ ଉପ ଭୋଗ କରିବା ପାଇଁ ଅନୁମତି ଦିଅନ୍ତି ନାହିଁ। ତା ବଦଳ ରେ ଅନ୍ୟ ଜଣେ ଏହା ଉପ ଭୋଗ କଲେ। ଏହା ଅସାର ଅଟେ ଓ ଏକ ମନ୍ଦ ବ୍ଯାଧି ସ୍ବରୂପ ଅଟେ।

Occurences : 5

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்