Base Word
נְצִיב
Short Definitionsomething stationary, i.e., a prefect, a military post, a statue
Long Definitionset over, something placed, pillar, prefect, garrison, post
Derivationor נְצִב; from H5324
International Phonetic Alphabetn̪ɛ̆ˈt͡sˤɪi̯b
IPA modnɛ̆ˈt͡siːv
Syllablenĕṣîb
Dictionneh-TSEEB
Diction Modneh-TSEEV
Usagegarrison, officer, pillar
Part of speechn-m

Genesis 19:26
ସହେି ସମୟରେ ଲୋଟର ସ୍ତ୍ରୀ ପଛଆଡ଼କୁ ଅନାଇବାରୁ ସେ ଲବଣ ସ୍ତମ୍ଭ ହେଲେ।

1 Samuel 10:5
ତା'ପରେ ତୁମ୍ଭମାନେେ ଗିବିଯୋଥ ଓ ଲୋହିମକକ୍ସ୍ଟ ୟିବ। ସଠାେରେ ପଲେଷ୍ଟୀୟମାନଙ୍କ ପ୍ରହରୀଗଣ ଅଛନ୍ତି। ଯେତବେେଳେ ତୁମ୍ଭେ ସହରର ପ୍ରବେଶ ଦ୍ବାର ନିକଟରେ ପହଞ୍ଚିବ, ଉପାସନା ସ୍ଥଳରକ୍ସ୍ଟ ଦଳେ ଯାଜକ ଭବିଷ୍ଯତ ବାକ୍ଯ ପ୍ରଗ୍ଭର କରି ବଇଁଶୀ, ତମ୍ବୁରା ଓ ବୀଣା ବଜାଇ ଆସକ୍ସ୍ଟଥିବାର ଦେଖିବ।

1 Samuel 13:3
ଯୋନାଥନ ଗବୋସ୍ଥିତ ପଲେଷ୍ଟୀୟ ପ୍ରହରୀ ସୈନ୍ଯଦଳକକ୍ସ୍ଟ ସଂହାର କରନ୍ତେ, ପଲେଷ୍ଟୀୟମାନେ ତାହା ଶକ୍ସ୍ଟଣି କହିଲେ, ଏବ୍ରୀଯ ଲୋକମାନେ ବିଦ୍ରୋହ କରିଛନ୍ତି।

1 Samuel 13:4
ସମସ୍ତ ଇଶ୍ରାୟେଲୀୟ ଏ ସମ୍ବାଦ ଶୁଣିଲେ। ସମାନେେ କହିଲେ, ଶାଉଲ ପଲେଷ୍ଟୀୟ ନେତାଙ୍କୁ ହତ୍ଯା କରିଛନ୍ତି। ବର୍ତ୍ତମାନ ପଲେଷ୍ଟୀୟମାନେ ପ୍ରକୃତ ରେ ଇଶ୍ରାୟେଲୀୟମାନଙ୍କୁ ଘୃଣା କରନ୍ତି।

2 Samuel 8:6
ତା'ପରେ ଦାଉଦ ଦମ୍ମେଶକର ଅରାମ ସୀମା ରେ ସୈନ୍ଯଦଳମାନଙ୍କୁ ମୃତଯନ କଲେ। ଏବଂ ଅରାମୀଯମାନେ ଦାଉଦଙ୍କର ସବେକ ହାଇଗେଲେ। ସମାନେେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ। ଏହିଭଳି ଭାବରେ ଦାଉଦ ଯେଉଁ ଆଡକକ୍ସ୍ଟ ଗଲେ ସଦାପ୍ରଭୁ ତାଙ୍କୁ ବିଜଯୀ କଲେ।

2 Samuel 8:14
ଦାଉଦ ଦକ୍ସ୍ଟର୍ଗ ରକ୍ଷକ ସନୋଙ୍କକ୍ସ୍ଟ ଇଦୋମ ରେ ମୃତଯନ କଲେ। ସେ ଇଦୋମ ସାରା ବହକ୍ସ୍ଟତ ଦକ୍ସ୍ଟର୍ଗ ରକ୍ଷକ ସନୋଙ୍କକ୍ସ୍ଟ ମୃତଯନ କଲେ। ସମସ୍ତ ଇଦୋମୀଯଗଣ ଦାଉଦଙ୍କର ଦାସ ହେଲ। ଦାଉଦ ଯେଉଁଠିକି ଗଲେ ସଦାପ୍ରଭୁ ତାଙ୍କୁ ବିଜଯୀ କଲେ।

2 Samuel 8:14
ଦାଉଦ ଦକ୍ସ୍ଟର୍ଗ ରକ୍ଷକ ସନୋଙ୍କକ୍ସ୍ଟ ଇଦୋମ ରେ ମୃତଯନ କଲେ। ସେ ଇଦୋମ ସାରା ବହକ୍ସ୍ଟତ ଦକ୍ସ୍ଟର୍ଗ ରକ୍ଷକ ସନୋଙ୍କକ୍ସ୍ଟ ମୃତଯନ କଲେ। ସମସ୍ତ ଇଦୋମୀଯଗଣ ଦାଉଦଙ୍କର ଦାସ ହେଲ। ଦାଉଦ ଯେଉଁଠିକି ଗଲେ ସଦାପ୍ରଭୁ ତାଙ୍କୁ ବିଜଯୀ କଲେ।

1 Kings 4:19
ଇମାରେୀୟମାନଙ୍କ ରାଜା ସୀହାନରେ ଓ ବାଶନର ରାଜା ଓଗର ଗିଲିଯଦ ଦେଶ ରେ ଊରିର ପୁତ୍ର ଗବରେ; ସେ ଦେଶ ରେ ସେ ଏକମାତ୍ର ଦଶାେଧ୍ଯକ୍ଷ ଥିଲା।

1 Chronicles 11:16
ଆଉଥରେ, ଦାଉଦ ଦୁର୍ଗ ମଧିଅରେ ଥିଲେ ଓ ପଲେଷ୍ଟୀୟ ସୈନ୍ଯମାନଙ୍କର ଏକ ଦଳ ବୈଥଲହମେ ରେ ଥିଲେ।

1 Chronicles 18:13
ଅବୀଶଯ ଇଦୋମ ରେ ମଧ୍ଯ ଦୁର୍ଗମାନ ନିର୍ମାଣ କଲେ ଓ ସମସ୍ତ ଇଦୋମୀଯ ଲୋକ ଦାଉଦଙ୍କ ଦାସ ହେଲେ। ଦାଉଦ ଯେଉଁସବୁ ସ୍ଥାନକୁ ଗଲେ, ସହେିଠା ରେ ସଦାପ୍ରଭୁ ତାଙ୍କୁ ବିଜଯ ପ୍ରଦାନ କଲେ।

Occurences : 11

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்