Base Word
נָשַׁק
Short Definitionto kiss, literally or figuratively (touch)
Long Definitionto put together, kiss
Derivationa primitive root (identical with H5400, through the idea of fastening up; compare H2388, H2836)
International Phonetic Alphabetn̪ɔːˈʃɑk’
IPA modnɑːˈʃɑk
Syllablenāšaq
Dictionnaw-SHAHK
Diction Modna-SHAHK
Usagearmed (men), rule, kiss, that touched
Part of speechv
Base Word
נָשַׁק
Short Definitionto kiss, literally or figuratively (touch); also (as a mode of attachment), to equip with weapons
Long Definitionto put together, kiss
Derivationa primitive root (identical with H5400, through the idea of fastening up; compare H2388, H2836)
International Phonetic Alphabetn̪ɔːˈʃɑk’
IPA modnɑːˈʃɑk
Syllablenāšaq
Dictionnaw-SHAHK
Diction Modna-SHAHK
Usagearmed (men), rule, kiss, that touched
Part of speechv

Genesis 27:26
ଏହାପରେ ଇସ୍ହାକ ତାଙ୍କୁ କହିଲେ, ମାରେ ପୁତ୍ର ମାେ ପାଖକୁ ଆସ ମାେତେ ଚୁମ୍ବନ ଦିଅ।

Genesis 27:27
ଯାକୁବ ତାଙ୍କର ପିତାଙ୍କ ନିକଟକୁ ଗଲା ଓ ତାଙ୍କୁ ନୁମ୍ବନ ଦଲୋ। ଇସ୍ହାକ ତାଙ୍କର ଗନ୍ଧ ବାରି ପାରିଲେ। ତାହା ଏଷୌର ପୋଷାକର ଗନ୍ଧ ଥିଲା। ଏବଂ ଇସ୍ହାକ ତାଙ୍କୁ ଆଶୀର୍ବାଦ ଦେଲେ।

Genesis 29:11
ଏହାପରେ ଯାକୁବ ତାଙ୍କୁ ଚୁମ୍ବନ ଦଲୋ ଏବଂ କାନ୍ଦିଲା।

Genesis 29:13
ଲାବନ ତାଙ୍କ ଭଉଣୀର ପୁତ୍ର ଯାକୁବ ବିଷଯ ରେ ସମସ୍ତ ଶୁଣିଲେ। ତେଣୁ ଲାବନ ତାଙ୍କୁ ଦେଖିବା ପାଇଁ ଦୌଡ଼ିଗଲେ, ଲାବନ ତାଙ୍କୁ ଆଲିଙ୍ଗନ କଲେ ଓ ଚିମ୍ବନ ଦେଲେ। ଏବଂ ତାଙ୍କୁ ତାଙ୍କ ସହିତ ତାଙ୍କ ଗୃହକୁ ଆଣିଲେ। ଯାକୁବ ଲାବନକୁ ସବୁକିଛି କହିଲା।

Genesis 31:28
ତୁମ୍ଭେ ମାରେ ନାତି ଓ କନ୍ଯାଗଣଙ୍କୁ ବିଦାଯ କାଳିନ ଚୁମ୍ବନ କରିବାକୁ ଦଲନୋହିଁ। ଏପରି ତୁମ୍ଭେ ଅଜ୍ଞାନ କର୍ମ କାହିଁକି କଲ!

Genesis 31:55
ଏହାପରେ ଲାବନ ପ୍ରଭାତ ରେ ଉଠି ଆପଣା କନ୍ଯାଙ୍କୁ ଓ ବାଳକମାନଙ୍କୁ ଚୁମ୍ବନ କରି ଆଶୀର୍ବାଦ କଲା। ଏହିରୂପେ ଲାବନ ସ୍ବସ୍ଥାନକୁ ଫରେିଗଲା।

Genesis 33:4
ସଯଲତଲବଲଳ ଏଲଷୗ ଯାକୁବକୁସଦଖିଲଲସସ ତାଙ୍କୁ ଭଲଟିବା ପାଇଁ ଦୌଡ଼ିଗଲଲ। ଏହାପଲରସସ ତା'ର ଗଳାଧରି ଆଲିଙ୍ଗନ ଓ ଚୁମ୍ବନ କଲଲ, ପୁଣି ଦୁସହଁ କାନ୍ଦିବାକୁ ଲାଗିଲଲ।

Genesis 41:40
ମୁଁ ମାରଦେେଶର ଦାଯିତ୍ବ ତୁମ୍ଭକୁ ଦଲେି, ଏବଂ ସମସ୍ତ ଲୋକ ତୁମ୍ଭର ଆଦେଶ ମାନିବେ। କବଳେ ମୁଁ ତୁମ୍ଭଠାରୁ ବଡ଼ ହବେି।

Genesis 45:15
ପୁଣି ଯୋଷଫେ ତାଙ୍କ ଅନ୍ୟ ସମସ୍ତ ଭାଇମାନଙ୍କୁ ଚୁମ୍ବନ କଲେ ଓ ସମାନଙ୍କେୁ ଧରି ରୋଦନ କଲେ। ଏହାପରେ ତାଙ୍କର ଭାଇମାନେ ତାଙ୍କ ସହିତ କଥା କହିଲେ।

Genesis 48:10
ଇଶ୍ରାୟେଲ ବହୁତ ବୃଦ୍ଧ ହାଇେଥିବାରୁ ତାଙ୍କୁ ଭଲ ଦଖାେ ଯାଉ ନଥିଲା। ତେଣୁ ଯୋଷଫେ ତାଙ୍କର ପୁତ୍ରମାନଙ୍କୁ ଇଶ୍ରାୟେଲଙ୍କ ନିକଟକୁ ନେଲେ। ଇଶ୍ରାୟେଲ ସମାନଙ୍କେୁ ଚୁମ୍ବନ ଦେଲେ ଓ କୋଳାଇ ନେଲେ।

Occurences : 35

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்