Base Word
עָזַז
Short Definitionto be stout (literally or figuratively)
Long Definitionto be strong
Derivationa primitive root
International Phonetic Alphabetʕɔːˈd͡zɑd͡z
IPA modʕɑːˈzɑz
Syllableʿāzaz
Dictionaw-DZAHDZ
Diction Modah-ZAHZ
Usageharden, impudent, prevail, strengthen (self), be strong
Part of speechv

Judges 3:10
ସଦାପ୍ରଭୁଙ୍କର ଆତ୍ମା ତାଙ୍କଠା ରେ ପ୍ରବେଶ କଲାରକ୍ସ୍ଟ, ସେ ଇଶ୍ରାୟେଲର ଲୋକମାନଙ୍କର ବିଗ୍ଭର କଲେ, ଓ ୟକ୍ସ୍ଟଦ୍ଧ କରିବାକୁ ଆଗଇେ ଆସିଲେ। ଏବଂ ସଦାପ୍ରଭୁ କୂଶନ ରିଶିଯାଥଯିମକକ୍ସ୍ଟ ଅରାମୀଯର ରାଜାଙ୍କକ୍ସ୍ଟ ହରାଇବା ରେ ଅତ୍ନୀଯଲଙ୍କେ ସାହାୟ୍ଯ କରିଥିଲେ ଓ ସେ ତାଙ୍କୁ ଆଯତ କଲେ।

Judges 6:2
ମିଦିଯନୀଯମାନେ ବହକ୍ସ୍ଟ ପରାକ୍ରମଶାଳୀ ହେଲେ ଏବଂ ସମାନେେ ଇଶ୍ରାୟେଲର ଲୋକମାନଙ୍କର ବିରୋଧି ହାଇଗେଲେ। ଯେଉଁଥି ପାଇଁ ଇଶ୍ରାୟେଲ ସନ୍ତାନଗଣ ପର୍ବତ ଫାଟକରେ ଗକ୍ସ୍ଟମ୍ଫା ରେ ଓ ନିରାପଦ ସ୍ଥାନମାନଙ୍କ ରେ ଲକ୍ସ୍ଟଚି ରହିଲେ।

Psalm 9:19
ହେ ସଦାପ୍ରଭୁ ତୁମ୍ଭେ ଜାଗ୍ରତ ହୁଅ। ସହେି ଜାତିମାନଙ୍କୁ ନ୍ଯାଯ ପ୍ରଦାନ କର। ଲୋକମାନଙ୍କୁ ଭାବିବାକୁ ସୁଯୋଗ ଦିଅ ନାହିଁ ୟେ ସମାନେେ ଶକ୍ତିଶାଳୀ ଅଟନ୍ତି।

Psalm 52:7
ଦେଖ ତାଙ୍କୁ କ'ଣ ହେଲା। ସେ ରକ୍ଷା ପାଇବା ପାଇଁ ପରମେଶ୍ବରଙ୍କୁ ବିଶ୍ବାସ କଲା ନାହିଁ। ସେ ଭାବିଲା, ତା'ର ଧନ ଏବଂ ମିଥ୍ଯା ତାକୁ ଉଦ୍ଧାର କରିବ।

Psalm 68:28
ହେ ପରମେଶ୍ବର, ଆମ୍ଭକୁ ଆପଣାର ଶକ୍ତି ଦଖାେଅ, ୟାହାର ଉପ ଭୋଗ ତୁମ୍ଭେ ଆମ୍ଭ ପାଇଁ ବିତିୟାଇଥିବା ଦିନରେ କରିଥିଲ।

Psalm 89:13
ତୁମ୍ଭେ ପରାକ୍ରାନ୍ତ। ତୁମ୍ଭର ଶକ୍ତି ମହାନ୍। ସର୍ବଦା ତୁମ୍ଭର ଦକ୍ଷିଣ ହସ୍ତ ଉଚ୍ଚରେ ସ୍ଥାପିତ।

Proverbs 7:13
ସହେି ସ୍ତ୍ରୀ ଜଣକ ସହେି ୟୁବକକୁ ଧରିଲା ଓ ତାକୁ ଚୁମ୍ବନ କଲା। ଆଉ ନିର୍ଲଜ ମୁଖ ରେ କହିଲା,

Proverbs 8:28
ସେ ମେଘକୁ ଆକାଶ ରେ ଝୁଲାଇଲେ, ଯେତବେେଳେ ସେ ସମୁଦ୍ରର ଉତ୍ସକୁ ପୂର୍ଣ୍ଣ କଲେ।

Proverbs 21:29
ଦୁଷ୍ଟ ଲୋକ ଆପଣା ମୁଖ କଠିନ କରେ। ମାତ୍ର ସରଳ ଲୋକ ଆପଣା ବାଟ ଜାଣିଥାଏ।

Ecclesiastes 7:19
ନଗର ରେ ଥିବା ଦଶଜଣ ଶାସନକର୍ତ୍ତା ଅପେକ୍ଷା ଜ୍ଞାନ, ଜ୍ଞାନୀ ବ୍ଯକ୍ତିକୁ ଅଧିକ ଶକ୍ତି ଦିଏ।

Occurences : 12

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்