Base Word
עֵינָן
Short DefinitionEnan, an Israelite
Long Definitiona prince of the tribe of Naphtali at the census at Mount Sinai
Derivationfrom H5869; having eyes
International Phonetic Alphabetʕei̯ˈn̪ɔːn̪
IPA modʕei̯ˈnɑːn
Syllableʿênān
Dictionay-NAWN
Diction Moday-NAHN
UsageEnan
Part of speechn-pr-m

Numbers 1:15
ନପ୍ତାଲୀ ପରିବାରବର୍ଗର, ଐନରର ପୁତ୍ର ଅହୀର।

Numbers 2:29
ନପ୍ତାଲି ଗୋଷ୍ଠୀର ଛାଉଣୀ ଦାନ ଗୋଷ୍ଠୀ ପରେ ରହିବ। ଐନନର ପୁତ୍ର ଅହୀର ନପ୍ତାଲିର ଲୋକମାନଙ୍କର ଅଧିପତି ହବେ।

Numbers 7:78
ଦ୍ୱାଦଶ ଦିନ ନପ୍ତାଲି ସନ୍ତାନଗଣର ଅଧିପତି ଐନନର ପୁତ୍ର ଅହୀର ନିଜ ଉପହାର ଆଣିଲା।

Numbers 7:83
ପ୍ରତ୍ୟେକ ଅଧିପତି ପାପ ପାଇଁ ଗୋଟିଏ ଛାଗ ଉତ୍ସର୍ଗ କଲେ, ପ୍ରତ୍ୟେକ ଅଧିପତି ଶାନ୍ତି ବଳରୂପେ ଦୁଇଟି ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକବର୍ଷୀୟ ପାଞ୍ଚ ମେଷବତ୍ସ ଉତ୍ସର୍ଗ କଲେ।

Numbers 10:27
ତଦୁପରି ଅଗ୍ରସର ହେଲେ ନପ୍ତାଲି ଲୋକମାନଙ୍କର ବଂଶ ଐନନର ପୁତ୍ର ଅହୀର ସମାନଙ୍କେର ଅଗ୍ରଭାଗ ରେ ଥିଲେ।

Occurences : 5

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்