Base Word
עַכְבּוֹר
Short DefinitionAkbor, the name of an Idumaean and of two Israelites
Long Definitionfather of king Baal-hanan of Edom
Derivationprobably for H5909
International Phonetic Alphabetʕɑkˈbor
IPA modʕɑχˈbo̞wʁ
Syllableʿakbôr
Dictionak-BORE
Diction Modak-BORE
UsageAchbor
Part of speechn-pr-m

Genesis 36:38
ଶୌଲର ମୃତ୍ଯୁପରେ ଅକ୍ବୋରର ପୁତ୍ର ବାଲ୍ହାନନ୍ ତାହା ପଦ ରେ ରାଜତ୍ବ କଲେ।

Genesis 36:39
ଏହାପରେ ଅକ୍ବୋରର ପୁତ୍ର ବାଲ୍ହାନନ୍ର ମୃତ୍ଯୁପରେ ହଦର ତାହା ପଦ ରେ ରାଜତ୍ବ କଲେ। ତାଙ୍କର ରାଜଧାନୀର ନାମ ପାଉ ଓ ତା'ର ସ୍ତ୍ରୀର ନାମ ମ ହଟେବେଲ୍ ଥିଲା। ସେ ଥିଲେ ମଟ୍ ରଦେର ପୁତ୍ରୀ ଓ ମଷୋହବର ପୌତ୍ରୀ।

2 Kings 22:12
ତା'ପରେ ରାଜା ହିଲକିଯ ଯାଜକକୁ, ଶାଫନ୍ର ପୁତ୍ର ଅହୀକାମକୁ, ମିଖାଯର ପୁତ୍ର ଅକ୍ବୋରକୁ, ଶାଫନ୍ ସମ୍ପାଦକ ଓ ଅସାଯ ନାମକ ରାଜ ଭୃତ୍ଯକୁ ଏହି ଆଜ୍ଞା ଦଇେ କହିଲେ।

2 Kings 22:14
ଏଣୁ ହିଲକିଯ ଯାଜକ, ଅହୀକାମ୍, ଅକ୍ବୋର, ଶାଫନ ଓ ଅସାଯ ବସ୍ତ୍ରାଗାର ରକ୍ଷକ ହର୍ହସର ପୌତ୍ର, ତିକ୍ବର ପୁତ୍ର ଶଲ୍ଲୁମର ଭାର୍ୟ୍ଯା ହୁଲଦା ଭବିଷ୍ଯଦ୍ବକ୍ତା ନିକଟକୁ ଗଲେ। ୟିଏ ଯାଜକର ଲୁଗାର ଯତ୍ନ ନେଲେ। ସେ ୟିରୁଶାଲମର ଦ୍ବିତୀୟ କୋଠରୀ ରେ ବାସ କରୁଥିଲା। ସମାନେେ ତା' ସହିତ କଥାବାର୍ତ୍ତା ହେଲେ।

1 Chronicles 1:49
ଶୌଲ୍ଙ୍କର ମୃତ୍ଯୁ ପରେ କ୍ବୋର ପୁତ୍ର ବାଲ୍ହାନନ୍ ନୂତନ ରାଜା ହେଲେ।

Jeremiah 26:22
ମାତ୍ର ରାଜା ଯିହାୟୋଦାରକୀମ୍ ଅକବୋରର ପୁତ୍ର ଇଲନାଥନକୁ ଓ ତାଙ୍କ ସହିତ ଅନ୍ୟ କେତକେ ଲୋକଙ୍କୁ ମିଶରକୁ ପଠାଇଲା।

Jeremiah 36:12
ସେତବେେଳେ ସେ ସଦାପ୍ରଭୁଙ୍କ ବାକ୍ଯ ଶୁଣି ରାଜଗୃହକୁ ଓହ୍ଲାଇ ଲେଖକର କଠାେରୀକୁ ଗଲା, ସେତବେେଳେ ସେ ସ୍ଥାନ ରେ ସମସ୍ତ ଅଧିପତି, ଯଥା : ଇଲୀଶାମା ଲେଖକ, ଶମଯିଯର ପୁତ୍ର ଦଲଯିଯ, ଅକବୋରର ପୁତ୍ର ଇଲନାଥନ୍, ଶାଫନର ପୁତ୍ର ଗମରିଯ ଓ ହନାନିଯର ପୁତ୍ର ସିଦିକିଯ ଉପବିଷ୍ଟ ଥିଲେ।

Occurences : 7

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்