Base Word
עַלִּיז
Short Definitionexultant
Long Definitionexultant, jubilant
Derivationfrom H5937
International Phonetic Alphabetʕɑlˈlɪi̯d͡z
IPA modʕɑˈliːz
Syllableʿallîz
Dictional-LEEDZ
Diction Modah-LEEZ
Usagejoyous, (that) rejoice(-ing)
Part of speecha

Isaiah 13:3
ପୁଣି ପରମେଶ୍ବର କହିଲେ,

Isaiah 22:2
ହେ ଆନନ୍ଦ ଧ୍ବନିପୂର୍ଣ୍ଣ, କୋଳାହଳ ପୂର୍ଣ୍ଣ, ଉଲ୍ଲସିତ ନଗରୀ, ତୁମ୍ଭର ଲୋକେ ଖଡ୍ଗ ରେ ନିହତ ହାଇେ ନାହାଁନ୍ତି କିନ୍ତୁ ୟୁଦ୍ଧ ରେ ମରି ନାହାଁନ୍ତି।

Isaiah 23:7
ଅତୀତ ରେ ସୋର ତୁମ୍ଭର ଆନନ୍ଦମଯୀ ନଗର ଥିଲା। ସହେି ପ୍ରାଚୀନ ନଗର ଅତି ପ୍ରାରମ୍ଭରୁ ଥିଲା। ସହେି ନଗରର ଲୋକେ ଦୂର ଦେଶ ରେ ବାସ କରିବାକୁ ୟାଇଛନ୍ତି।

Isaiah 24:8
ଲୋକାମନେ ଆନନ୍ଦ ଉଲ୍ଲାସରୁ ନିବୃତ୍ତ ହାଇେଛନ୍ତି। ସମସ୍ତ ଆନନ୍ଦ ଧ୍ବନି ନୀରବ ହାଇେଛି। ତବଲା ଓ ବୀଣାର ମଧୁର ସଙ୍ଗୀତ ନିବୃତ୍ତ ହାଇେଅଛି।

Isaiah 32:13
ମାରେଲୋକମାନଙ୍କ ଭୂମି କଣ୍ଟକ ଓ କାନକୋଳିକୁ ବୃକ୍ଷ ରେ ପୂର୍ଣ୍ଣ ହବୋ ନିମନ୍ତେ ଓ ନଗରର ଆନନ୍ଦ ଉଲ୍ଲାସପୂର୍ଣ୍ଣ ଗୃହଗୁଡ଼ିକ ପାଇଁ ବିଳାପ କର।

Zephaniah 2:15
ନୀନିବୀ ବର୍ତ୍ତମାନ ଗର୍ବିତ ଅଟେ। ଲୋକମାନେ ନିଜକୁ ଅତି ନିରାପଦ ମନେ କରନ୍ତି। ସମାନେେ ଭାବନ୍ତି ନୀନିବୀ ପୃଥିବୀ ରେ ସବୁଠାରୁ ମହାନ୍ ସ୍ଥାନ। କିନ୍ତୁ ସହେି ନଗରୀ ମଧ୍ଯ ଧ୍ବଂସ ହବେ। ଏହା ଏକ ଶୂନ୍ଯସ୍ଥାନ ହବେ ଯେଉଁଠା ରେ କବଳେ ବନ୍ଯପ୍ରାଣୀମାନେ ବିଶ୍ରାମ କରିବେ। ସହେି ବାଟ ଦଇେ ଯାଉଥିବା ଲୋକମାନେ ଶୁଶୁରି ବଜାଇବେ, ମୁଣ୍ତ ହଲାଇବେ ଯେତବେେଳେ ସମାନେେ ସହେି ନଗରୀଟିକୁ ଅତି ଶୋଚନୀଯ ଭାବରେ ଧ୍ବଂସ ହବୋର ଦେଖିବେ।

Zephaniah 3:11
ତା'ପ ରେ ହେ ୟିରୁଶାଲମ, ତୁମ୍ଭର ଲୋକମାନେ ଆମ୍ଭ ବିରୁଦ୍ଧ ରେ କରିଥିବା ଅପରାଧ ଲାଗି ଆଉ ଲଜ୍ଜିତ ହବେେ ନାହିଁ। ଏହି କାରଣ ବଶତଃ ଆମ୍ଭେ ସମସ୍ତ ଅନ୍ୟଥା ଲୋକଙ୍କୁ ୟିରୁଶାଲମରୁ ତଡି ଦଇେଛୁ। ଆମ୍ଭର ପବିତ୍ର ପର୍ବତ ରେ ଆଉ କୌଣସି ଦାମ୍ଭିକ ଲୋକ କବେେ ହେଲେ ରହିବେ ନାହିଁ।

Occurences : 7

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்