Base Word
עֻמָּה
Short Definitionconjunction, i.e., society; mostly adverb or preposition (with prepositional prefix), near, beside, along with
Long Definitionjuxtaposition
Derivationfrom H6004
International Phonetic Alphabetʕumˈmɔː
IPA modʕuˈmɑː
Syllableʿummâ
Dictionoom-MAW
Diction Modoo-MA
Usage(over) against, at, beside, hard by, in points
Part of speechn-f

Exodus 25:27
ଏହି କଡାଗୁଡିକ ଭିତ ରେ ସାଙ୍ଗୀ ମଜେ ବହନ କରିବ। ଏବଂ ସଗେୁଡିକ ରିମ୍ର ପାଖାପାଖି ରହିବା ଉଚିତ୍।

Exodus 28:27
ଆହୁରି ଦୁଇଟୀ ସ୍ବର୍ଣ୍ଣ କଡା କରି ଏଫୋଦ ବସ୍ତ୍ରର ଦୁଇ ସ୍କନ୍ଦପଟି ତଳେ ତହିଁର ସମ୍ମୁଖ ଭାଗ ରେ ୟୋଡ ସ୍ଥାନ ରେ ଏଫୋଦର ଚିତ୍ରିତ ପଟୁକା ଉପରେ ତାହା ରଖିବ।

Exodus 37:14
ସେ ସହେି ସୁବର୍ଣ୍ଣର କଡାଗୁଡିକ ପାଖ ଢାଞ୍ଚା ପାଖାପାଖି ଲାଗି ଥିଲା। ଏହି କଡା ମଧିଅରେ ପୁରାଇଥିବା ସାଙ୍ଗୀ ଦ୍ବାରା ବୁହା ଯାଉଥିଲା।

Exodus 38:18
ପ୍ରାଙ୍ଗଣ ଦ୍ବାର ରେ ଆଚ୍ଛାଦନ ବସ୍ତ୍ର ନୀଳଧୂମ୍ର, ସିନ୍ଦୁରବର୍ଣ୍ଣ ଓ ବଳା ଶୁଭ୍ର କ୍ଷୋମ ସୂତ୍ର ରେ ଶିଳ୍ପ କର୍ମ ରେ ପରିପୂର୍ଣ୍ଣ ଥିଲା। ପ୍ରାଙ୍ଗଣର ପରଦା ପରି ତାହାର ର୍ଦୈଘ୍ଯ କୋଡିଏ ହାତ ଓ ପ୍ରସ୍ଥ ପାଞ୍ଚ ହାତ ଥିଲା।

Exodus 39:20
ସମାନେେ ଆଉ ଦୁଇ ସ୍ବର୍ଣ୍ଣକଡା କଲେ ଏବଂ ଏଫୋଦର ଦୁଇ ସ୍କନ୍ଦପଟି ତଳେ ଲଗାଇଲେ ଓ ଏଫୋଦର କଟୀବନ୍ଧନ ଉପରେ ତାହା ଲଗାଇଲେ।

Leviticus 3:9
ଏହାପରେ ସହେି ମଙ୍ଗଳାର୍ଥକ ନବୈେଦ୍ଯରୁ ଏକ ଅଂଶ ନବୈେଦ୍ଯ ସଦାପ୍ରଭୁଙ୍କ ପାଇଁ ଉପହାର ରୂପେ ହବେ। ସେ ତା'ର ମଦେ, ସମସ୍ତ ମଦମେଯ ଲାଙ୍ଗୁଳ, ମରେୁଦଣ୍ଡ ନିକଟରୁ କାଟି ନବେ। ସମସ୍ତ ମଦେ ଉପରିସ୍ଥ ଅଂଶ ଏବଂ ଏହାର ଅନ୍ତ ଅଂଶଗୁଡିକ ନବୈେଦ୍ଯ ହବେ।

2 Samuel 16:13
ଏହିରୂପେ ଦାଉଦ ଓ ତାଙ୍କର ଲୋକମାନେ ତାଙ୍କ ବାଟରେ ଗଲେ। କିନ୍ତୁ ଶିମିଯି ତାଙ୍କୁ ପର୍ବତର ଅନ୍ୟ ପାଖର ରାସ୍ତା ରେ ଅନକ୍ସ୍ଟସରଣ କରୁଥିଲେ ଓ ଅଭିଶାପ ଦେଉଥିଲେ। ଏବଂ ସେ ତାଙ୍କୁ ପଥର ଫିଙ୍ଗିଥାଏ ଓ ଧୂଳି ପକାଉ ଥାଏ।

2 Samuel 16:13
ଏହିରୂପେ ଦାଉଦ ଓ ତାଙ୍କର ଲୋକମାନେ ତାଙ୍କ ବାଟରେ ଗଲେ। କିନ୍ତୁ ଶିମିଯି ତାଙ୍କୁ ପର୍ବତର ଅନ୍ୟ ପାଖର ରାସ୍ତା ରେ ଅନକ୍ସ୍ଟସରଣ କରୁଥିଲେ ଓ ଅଭିଶାପ ଦେଉଥିଲେ। ଏବଂ ସେ ତାଙ୍କୁ ପଥର ଫିଙ୍ଗିଥାଏ ଓ ଧୂଳି ପକାଉ ଥାଏ।

1 Kings 7:20
ଆଉ ଦୁଇ ସ୍ତମ୍ଭର ଉପରି ଭାଗସର ମଧ୍ଯ ମୁଣ୍ତାଳି ଥିଲା ଓସସଗୁଡିକ ପାତ୍ର ଆକୃତି ଜାଲିର ଉପରକୁ ଥିଲା। ଅନ୍ୟ ମୁଣ୍ତାଳିସର ଚତୁର୍ଦ୍ଦିଗସର ଧାଡି ଧାଡିସହାଇ 200ଟି ଡାଳିମ୍ବାକୃତି ଥିଲା।

1 Chronicles 24:31
ସମାନେେ ବିଶଷେ କର୍ମ କରିବା ନିମନ୍ତେ ମନୋନୀତ ହାଇେଥିଲେ। ସମାନେେ ସମାନଙ୍କେର ଆତ୍ମୀଯ, ଯାଜକମାନଙ୍କ ପରି ଗୁଳାବାଣ୍ଟ କଲେ। ଯାଜକମାନେ ହାରୋଣଙ୍କ ବଂଶଧର ଥିଲେ। ସମାନେେ ରାଜା ଦାଉଦ, ସାଦୋକ, ଅହୀମଲକେ, ଯାଜକ ଏବଂ ଲବେୀୟ ବଂଶର ନେତାମାନଙ୍କ ସମ୍ମୁଖ ରେ ଗୁଳାବାଣ୍ଟ କଲେ। ଜେଷ୍ଠ ପରିବାର ଓ କନିଷ୍ଠ ପରିବାର ନିମନ୍ତେ ଯେତବେେଳେ କାର୍ୟ୍ଯ ସ୍ଥିର କରାଗଲା, ସେତବେେଳେ ସମାନଙ୍କେ ପ୍ରତି ସମାନ ବ୍ଯବହାର କରାଗଲା।

Occurences : 32

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்