Base Word
עֲמָשַׂי
Short DefinitionAmasai, the name of three Israelites
Long Definitiona warrior and chief of the captains of Judah and Benjamin who joined David at Ziklag
Derivationfrom H6006; burdensome
International Phonetic Alphabetʕə̆.mɔːˈɬɑi̯
IPA modʕə̆.mɑːˈsɑi̯
Syllableʿămāśay
Dictionuh-maw-SAI
Diction Moduh-ma-SAI
UsageAmasai
Part of speechn-pr-m

1 Chronicles 6:25
ଇଲକାନାଙ୍କ ପୁତ୍ରମାନେ ଥିଲେ ଅମାସଯ ଓ ଅହୀମାେତ୍।

1 Chronicles 6:35
ତୋହ ସୂଫ୍ଙ୍କ ପୁତ୍ର ଥିଲେ। ସୂଫ୍ ଇଲ୍କାନାଙ୍କ ପୁତ୍ର ଥିଲେ। ଇଲ୍କାନା ମାହତ୍ଙ୍କ ପୁତ୍ର ଥିଲେ। ମାହତ୍ ଅମାସଯଙ୍କ ପୁତ୍ର ଥିଲେ।

1 Chronicles 12:18
ଅମାସଯ ତିରିଶ ବୀରଙ୍କର ନେତା ଥିଲେ। ଏହାପରେ, ଆତ୍ମା ଅମାସଯଙ୍କ ଉପରେ ଅବତରଣ କଲେ, ଓ ସେ କହିଲେ,

1 Chronicles 15:24
ଶବନିଯ, ୟୋଶାଫଟ୍, ନଥନଲେ, ଅମାସଯ, ଜିଖରିଯ, ବନାଯ ଓ ଇଲୀଯଷେର, ଏମାନଙ୍କର କାର୍ୟ୍ଯ ଥିଲା, ନିଯମସିନ୍ଦୁକର ସମ୍ମୁଖ ରେ ତୂରୀ ବଜାଇବା। ଓବେଦ୍-ଇଦୋମ୍ ଓ ୟିହିଯ ନିଯମସିନ୍ଦୁକର ଦ୍ବାରପାଳ ଥିଲେ।

2 Chronicles 29:12
ଯେଉଁ ଲବେୀୟମାନେ କାର୍ୟ୍ଯ କରିବାକୁ ଆରମ୍ଭ କଲେ, ସମାନଙ୍କେର ତାଲିକା ଏହି : କହାତ୍ ବଂଶର ଅମାସଯଙ୍କ ପୁତ୍ର ମାହତ୍ ଓ ଅସରିଯଙ୍କ ପୁତ୍ର ଯାୟେଲ୍ ଥିଲେ। ମରାରି ବଂଶଧରର ବବ୍ଦିଙ୍କ ପୁତ୍ର କୀଶ୍ ଓ ୟିହୋଲିଲଲଙ୍କେ ପୁତ୍ର ଅସରିଯ ଥିଲେ।

Occurences : 5

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்