Base Word
עָנָו
Short Definitiondepressed (figuratively), in mind (gentle) or circumstances (needy, especially saintly)
Long Definitionpoor, humble, afflicted, meek
Derivationor (by intermixture with H6041) עָנָיו; from H6031
International Phonetic Alphabetʕɔːˈn̪ɔːw
IPA modʕɑːˈnɑːv
Syllableʿānāw
Dictionaw-NAW
Diction Modah-NAHV
Usagehumble, lowly, meek, poor
Part of speechn-m

Numbers 12:3
ମାଶାେ ପୃଥିବୀସ୍ଥ ସମସ୍ତ ଲୋକମାନଙ୍କ ମଧିଅରେ ଅତି ନମ୍ର ଥିଲେ।

Job 24:4
ସମାନେେ ଗରିବ ଲୋକର ଗୃହରୁ ତଡ଼ିଦଇେ ଏଣତେଣେେ ବୁଲିବାକୁ ଛାଡ଼ି ଦିଅନ୍ତି। ଏହି ଗରିବମାନେ ସମାନଙ୍କେ କୋପରୁ ରକ୍ଷା ପାଇବାକୁ ଲୁଚି ବୁଲନ୍ତି।

Psalm 9:12
ସଦାପ୍ରଭୁ ତାଙ୍କ ନିକଟକୁ ସାହାୟ୍ଯ ପାଇଁ ୟାଇଥିବା ଲୋକମାନଙ୍କୁ ମନେ ରଖନ୍ତି। ସହେି ଗରିବ ଲୋକମାନେ ସାହାୟ୍ଯ ପାଇଁ ଆକୁଳ ନିବଦନେ କରନ୍ତି ଓ ସଦାପ୍ରଭୁ ସମାନଙ୍କେ କଥା ଭୁଲି ପାରନ୍ତି ନାହିଁ।

Psalm 9:18
େ ବେଳବେଳେ ଏହା ଜଣାପଡ଼େ ୟେ ପରମେଶ୍ବର ବିପଦରେ ପଡ଼ିଥିବା ଲୋକମାନଙ୍କୁ ଭୁଲି ୟାଆନ୍ତି। ଏହାର ଅର୍ଥ ନୁହେଁ ୟେ ସହେି ଗରିବ ବ୍ଯକ୍ତିମାନଙ୍କର କୌଣସି ଆଶା ନ ଥାଏ। କନ୍ତୁ ପରମେଶ୍ବର ସର୍ବଦା ସମାନଙ୍କେୁ ଭୁଲନ୍ତି ନାହିଁ।

Psalm 10:12
ହେ ସଦାପ୍ରଭୁ ତୁମ୍ଭେ ଜାଗ୍ରତ ହୁଅ, ଏବଂ ଆମ୍ଭମାନଙ୍କ ପାଇଁ କିଛି କର। ହେ ପରମେଶ୍ବର ସହେି ଦୁଷ୍ଟମାନଙ୍କୁ ଦଣ୍ଡ ଦିଅ !ଗରିବ ଲୋକମାନଙ୍କୁ ଭୁଲି ୟାଅ ନାହିଁ।

Psalm 10:17
ହେ ସଦାପ୍ରଭୁ, ତୁମ୍ଭେ ସହେି ନିରୀହ ଲୋକମାନଙ୍କର ଡ଼ାକ ଶୁଣିଛ ବା ସମାନେେ ୟାହା ଚାହୁଁଛନ୍ତି ଜାଣିପାରୁଛ। ସମାନଙ୍କେର ପ୍ରାର୍ଥନା ଶୁଣ ଓ ସମାନେେ ୟାହା ଚାହୁଁଛନ୍ତି ତାହା ପ୍ରଦାନ କର।

Psalm 22:26
ଗରିବ ଲୋକମାନେ ଆସ, ଖାଅ ଓ ତୃପ୍ତ ହୁଅ। ତୁମ୍ଭେ ଯେଉଁ ଲୋକମାନେ ସଦାପ୍ରଭୁଙ୍କ ଦର୍ଶନ ପାଇଁ ଆସିଅଛ ତାଙ୍କର ଜଯଗାନ କର। ତୁମ୍ଭର ହୃଦଯ ଚିରଦିନ ପାଇଁ ଜୀବନ୍ତ ରହୁ।

Psalm 25:9
ସେ ଶୋଚନୀଯ ଲୋକକୁ ବିଚାର ମାର୍ଗ ଦଖାେନ୍ତି ଓ ନମ୍ର ଲୋକମାନଙ୍କୁ ତାଙ୍କ ପଥରେ ଚାଲିବାକୁ ପ୍ରରେିତ କରନ୍ତି।

Psalm 25:9
ସେ ଶୋଚନୀଯ ଲୋକକୁ ବିଚାର ମାର୍ଗ ଦଖାେନ୍ତି ଓ ନମ୍ର ଲୋକମାନଙ୍କୁ ତାଙ୍କ ପଥରେ ଚାଲିବାକୁ ପ୍ରରେିତ କରନ୍ତି।

Psalm 34:2
ବିନଯୀ ଲୋକମାନେ ଶୁଣ ଓ ଆନନ୍ଦିତ ହୁଅ। ମାରେ ଆତ୍ମା ସଦାପ୍ରଭୁଙ୍କ ଧ୍ଯାନରେ ବ୍ଯାକୁଳ ହେଉଅଛି।

Occurences : 25

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்