Strong's Hebrew Concordance
Strong's Hebrew #6071
| Base Word | |
| עָסִיס | |
| Short Definition | must or fresh grape-juice (as just trodden out) |
| Long Definition |
sweet wine, wine, pressed out juice |
| Derivation | from H6072 |
| International Phonetic Alphabet | ʕɔːˈsɪi̯s |
| IPA mod | ʕɑːˈsiːs |
| Syllable | ʿāsîs |
| Diction | aw-SEES |
| Diction Mod | ah-SEES |
| Usage | juice, new (sweet) wine |
| Part of speech | n-m |
Bible Verses (5 occurrences)
ମୁଁ ତୁମ୍ଭକୁ ପଥ କଢ଼ାଇ ଆପଣା ମାତାଙ୍କ ଗୃହକୁ ନଇୟୋନ୍ତି। ସେ ମାେତେ ଶିକ୍ଷା ଦିଅନ୍ତେ। ମୁଁ ତୁମ୍ଭକୁ ସୁଗନ୍ଧି ମିଶ୍ରିତ ଦ୍ରାକ୍ଷାରସ, ମାହେର ଡ଼ାଳିମ୍ବ ରସ ପାନ କରାନ୍ତି।
ପୁଣି ଆମ୍ଭେ ତୁମ୍ଭର ଉପଦ୍ରବକାରୀମାନଙ୍କୁ ସମାନଙ୍କେର ନିଜ ମାଂସ ଭୋଜନ କରାଇବା ; ସୁମିଷ୍ଟ ଦ୍ରାକ୍ଷାରସ ରେ ସମାନେେ ମତ୍ତ ହେଲାପରି ସମାନେେ ନିଜ ରକ୍ତ ରେ ମତ୍ତ ହବେେ ; ତାହା ହେଲେ ଆମ୍ଭେ ଯେ ତୁମ୍ଭର ସଦାପ୍ରଭୁ, ତୁମ୍ଭର ତ୍ରାଣକର୍ତ୍ତା ଓ ତୁମ୍ଭର ମୁକ୍ତିଦାତା, ଯାକୁବର ବଳଦାତା, ଏହା ସମସ୍ତ ପ୍ରାଣୀ ଜାଣିବେ।
ହେ ମଦ୍ଯପଗଣ, ଉଠ ଓ ରୋଦନ କର। ତୁମ୍ଭେ ସମସ୍ତେ ଯେଉଁମାନେ ମଦ୍ଯପାନ କରିଛ, କ୍ରନ୍ଦନ କର। କାରଣ ତୁମ୍ଭର ସହେି ମଧୁର ଦ୍ରାକ୍ଷାରସ ଶଷେ ହାଇେଛି। ତୁମ୍ଭମାନେେ ଆଉ ତା'ର ସ୍ବାଦ ପାଇବ ନାହିଁ।
ସହେିଦିନ ପର୍ବତଗୁଡିକ ମଧୁର ଦ୍ରାକ୍ଷାରସ କ୍ଷରଣ କରିବେ। ପାହାଡଗୁଡିକରୁ ଦୁଗ୍ଧ ପ୍ରବାହିତ ହବେ। ଯିହୁଦାର ସମସ୍ତ ଶୁଷ୍କ ନଦୀଗୁଡିକ ଜଳପୂର୍ଣ୍ଣ ହବେେ। ସଦାପ୍ରଭୁଙ୍କ ମନ୍ଦିରରୁ ଏକ ଝରଣା ନିର୍ଗତ ହବେ। ତାହା ଶିଟୀମର ଉପତ୍ୟକାକୁ ଜଳମଯ କରିବ।
ସଦାପ୍ରଭୁ ପୁଣି କୁହନ୍ତି, ସମୟ ଆସୁଛି ଯେତବେେଳେ ପ୍ରଚୁର ଅମଳ ହବେ ଏବଂ ତାହା ଶସ୍ଯ ଲଗାଇବା ସମୟ ପର୍ୟ୍ଯନ୍ତ ମଧ୍ଯ କ୍ଷେତ୍ର ରେ ଥିବ। ଏତେ ଦ୍ରାକ୍ଷାଫଳ ହବେ ଯେ, ନୂତନ ଦ୍ରାକ୍ଷାଲତା ଲଗାଇବା ସମୟ ପୂର୍ବରୁ ତଥାପି ଦ୍ରାକ୍ଷାରସ ପ୍ରସ୍ତୁତ ହାଇେ ପାରିବ ନାହିଁ। ଏବଂ ମଧୁର ଦ୍ରାକ୍ଷାରସ ପର୍ବତରୁ ବହିବ।
Occurences : 5