Base Word
עָצֵל
Short Definitionindolent
Long Definitionsluggish, lazy
Derivationfrom H6101
International Phonetic Alphabetʕɔːˈt͡sˤel
IPA modʕɑːˈt͡sel
Syllableʿāṣēl
Dictionaw-TSALE
Diction Modah-TSALE
Usageslothful, sluggard
Part of speecha

Proverbs 6:6
ହେ ଅଳସୁଆ ଲୋକମାନେ ! ତୁମ୍ଭେ ପିମ୍ପୁଡ଼ି ନିକଟକୁ ୟାଅ। ଦେଖ, ପିମ୍ପୁଡ଼ିମାନେ କିପରି କର୍ମ କରୁଛନ୍ତି। ସମାନଙ୍କେଠାରୁ ଶିଖ ଓ ସମାନଙ୍କେର ଉଦାହରଣରୂପେ କାର୍ୟ୍ଯ କର।

Proverbs 6:9
ହେ ଅଳସୁଆ ଲୋକମାନେ, କେତକୋଳ ପର୍ୟ୍ଯନ୍ତ ତୁମ୍ଭମାନେେ ସଠାେ ରେ ପଡ଼ି ରହିବ ? ତୁମ୍ଭେ କେତକୋଳ ପର୍ୟ୍ଯନ୍ତ ତୁମ୍ଭର ନିଦ୍ରା ଭାଙ୍ଗି ଉଠିବ ?

Proverbs 10:26
ଯେପରି ଦନ୍ତକୁ କଟୁରସ ଓ ଚକ୍ଷୁକୁ ଧୂଆଁ ସହେିପରି ଆପଣା ପ୍ ରରକମାନଙ୍କେ ପ୍ରତି ଅଳସୁଆ,

Proverbs 13:4
ଅଳସୁଆ ଯାହା ଇଚ୍ଛା କରେ, ତାହା ପାଏ ନାହିଁ। ମାତ୍ର କର୍ମଶୀଳ ଲୋକ ବା ପରିଶ୍ରମୀ ଲୋକ ତା'ର ଇଚ୍ଛାନୁସା ରେ ଫଳ ଭୋଗ କରେ।

Proverbs 15:19
ଅଳସର ବାଟ କଣ୍ଟାବାଡ଼ ପରି, ମାତ୍ର ଗୋଟିଏ ସାଧୁ ଲୋକର ପଥ ଗୋଟିଏ ରାଜପଥ ପରି ଅଟେ।

Proverbs 19:24
ଅଳସୁଆ ଆପଣା ଥାଳି ରେ ହାତ ବୁଡ଼ାଇଲେ ଆଉଥରେ ତା'ର ମୁହଁକୁ ନବୋକୁ ଇଚ୍ଛା କରେ ନାହିଁ।

Proverbs 20:4
ଜଣେ ଅଳସୁଆ ତା'ର ଅଳସୁଆପଣ ଯୋଗୁଁ ଶସ୍ଯ ବୁଣେ ନାହିଁ। କିନ୍ତୁ ଫସଲ କଟା ସମୟରେ ସେ ଫସଲ ଖାଜେିଲେ ପାଏ ନାହିଁ।

Proverbs 21:25
ଅଳସୁଆର ବାଞ୍ଚିତ ବିଷଯ ତାହାର ମୃତ୍ଯୁ ଘଟାଏ। କାରଣ ତାହାର ହସ୍ତ କର୍ମ କରିବାକୁ ମନା କରେ।

Proverbs 22:13
ଆଳସ୍ଯ ଲୋକ କ ହେ, ବାହା ରେ ସିଂହ ଅଛି। ମୁଁ ସଡ଼କରେ ହତ ହବେି।

Proverbs 24:30
ମୁଁ ଅଳସୁଆର କ୍ଷେତ୍ର ଓ ନିର୍ ବୋଧ ଲୋକର ଦ୍ରାକ୍ଷାକ୍ଷେତ୍ର ଦଇେ ଗଲି।

Occurences : 14

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்