Base Word
עָרֵב
Short Definitionto be agreeable
Long Definition(Qal) to be pleasant, be sweet, be pleasing
Derivationa primitive root (rather identical with H6148 through the idea of close association)
International Phonetic Alphabetʕɔːˈreb
IPA modʕɑːˈʁev
Syllableʿārēb
Dictionaw-RABE
Diction Modah-RAVE
Usagebe pleasant(-ing), take pleasure in, be sweet
Part of speechv

Psalm 104:34
ମୁଁ ଆଶାକରେ ମୁଁ ୟାହାସବୁ କହିଲି ତାହା ଆନନ୍ଦ ଦବେ। ମୁଁ ସଦାପ୍ରଭୁଙ୍କ ପାଇଁ ଆନନ୍ଦିତ ହବେି।

Proverbs 3:24
ଶଯନ ସମୟରେ ତୁମ୍ଭର ଭୟ ହବେ ନାହିଁ। ତୁମ୍ଭେ ଶଯନ କରିବ ଓ ତୁମ୍ଭର ନିଦ୍ରା ସୁଖଜନକ ହବେ।

Proverbs 13:19
ବାଞ୍ଛା ସିଦ୍ଧି ପ୍ରାଣକୁ ଆନନ୍ଦ ଦିଏ। ଏବଂ ମନ୍ଦ ତ୍ଯାଗ କରିବା ମୂର୍ଖ ଲୋକ ପାଇଁ ଘୃଣାର ବିଷଯ।

Jeremiah 6:20
ପୁଣି ସଦାପ୍ରଭୁ କହନ୍ତି, ଶିବା ଦେଶରୁ ଧୂପ ଓ ଦୂର ଦେଶରୁ ସୁଗନ୍ଧି ବତେ ଆଣିବାର ଫଳ କଅଣ ? ତୁମ୍ଭମାନଙ୍କର ହାମବେଳି ସବୁ ଗ୍ରହଣୀଯ ନୁହେଁ କିଅବା ତୁମ୍ଭମାନଙ୍କର ବଳିଦାନସବୁ ଆମ୍ଭର ତୁଷ୍ଟିଜନକ ନୁହେଁ।

Jeremiah 31:26
ଏହା ଶୁଣିଲା ଉତ୍ତା ରେ, ମୁଁ ସୁଖଦାୟକ ନିଦ୍ରାରୁ ଜାଗ୍ରତ ହାଇେ ଚାରିଆଡ଼କୁ ଚାହିଁଲି।

Ezekiel 16:37
ତେଣୁ ମୁଁ ତୁମ୍ଭର ସମସ୍ତ ପ୍ ରମେିକମାନଙ୍କୁ ଏକତ୍ରୀତ କରିବି, ଯେଉଁମାନଙ୍କୁ ତୁମ୍ଭେ ଘୃଣା କର ଓ ପ୍ ରମେ କର। ମୁଁ ସମାନଙ୍କେୁ ତୁମ୍ଭ ବିରୁଦ୍ଧ ରେ ଚାରିଆଡ଼ୁ ଏକତ୍ରୀତ କରିବି ଏବଂ ତୁମ୍ଭର ନଗ୍ନତା ସମାନଙ୍କେ ଆଗ ରେ ଅନାବୃତ କରିବି। ଏବଂ ସମାନଙ୍କେୁ ତୁମ୍ଭର ସମ୍ପୂର୍ଣ୍ଣ ନଗ୍ନତା ଦେଖିବାକୁ ଦବେି। ସମାନେେ ତୁମ୍ଭର ସମସ୍ତ ନଗ୍ନତା ଦେଖିବେ।

Hosea 9:4
ଇଶ୍ରାୟେଲୀୟମାନେ ସଦାପ୍ରଭୁଙ୍କୁ ଦ୍ରାକ୍ଷାରସ ନବୈେଦ୍ଯ ଉତ୍ସର୍ଗ କରିବେ ନାହିଁ। ସମାନେେ ତାଙ୍କୁ ବଳିଦାନ ଉତ୍ସର୍ଗ କରିବେ ନାହିଁ। ସମାନଙ୍କେର ବଳିଦାନ ଉତ୍ସର୍ଗ ଶ୍ରାଦ୍ଧ ରେ ଖାଦ୍ୟ ଭକ୍ଷଣ ପରି ହବେ। ଯେ ଏହାକୁ ଭକ୍ଷଣ କରିବ ସେ ଅପବିତ୍ର ହବେ। ସମାନଙ୍କେର ରୋଟୀ ସଦାପ୍ରଭୁଙ୍କ ମନ୍ଦିରକୁ ୟିବ ନାହିଁ। ସମାନେେ ନିଜେ ସହେି ରୋଟୀକୁ ଭକ୍ଷଣ କରିବେ।

Malachi 3:4
ତା'ପ ରେ ସଦାପ୍ରଭୁ ୟିରୁଶାଲମ ଓ ଯିହୁଦା ନିକଟରୁ ଭଟେି ଗ୍ରହଣ କରିବେ, ସେ ଯେପରି ପ୍ରାଚୀନ କାଳ ରେ କରିଥିଲେ।

Occurences : 8

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்