Base Word
עֲרָבָה
Short Definitiona desert; especially (with the article prefix) the (generally) sterile valley of the Jordan and its continuation to the Red Sea
Long Definitiondesert plain, steppe, desert, wilderness
Derivationfrom H6150 (in the sense of sterility)
International Phonetic Alphabetʕə̆.rɔːˈbɔː
IPA modʕə̆.ʁɑːˈvɑː
Syllableʿărābâ
Dictionuh-raw-BAW
Diction Moduh-ra-VA
UsageArabah, champaign, desert, evening, heaven, plain, wilderness
Part of speechn-f

Numbers 22:1
ତା'ପରେ ଇଶ୍ରାୟେଲର ଲୋକମାନେ ମାୟୋବର ୟର୍ବ୍ଦନର ସମତଳ ଭୂମିକୁ ୟାତ୍ରା କଲେ। ସମାନେେ ୟର୍ବ୍ଦନ ନିକଟସ୍ଥ ଯିରୀହାଠାେ ରେ ସମାନଙ୍କେର ଛାଉଣୀ ସ୍ଥାପନ କଲେ।

Numbers 26:3
ମାଶାେ ଓ ଇଲିଯାସର ଯାଜକ ଯିରିହାରେ ନିକଟସ୍ଥିତ ୟର୍ଦ୍ଦନ ସମୀପର ଇଶ୍ରାୟେଲର ଲୋକମାନଙ୍କୁ ମାଯାେବ ପଦା ରେ ଏହା କହିଲେ।

Numbers 26:63
ଯିରୀହାେ ନିକଟସ୍ଥ ୟର୍ଦ୍ଦନ ସୀମାର ମାୟୋବ ପଦା ରେ ଇଶ୍ରାୟେଲର ଲୋକମାନଙ୍କୁ ମାଶାେ ଓ ଯାଜକ ଇଲିଯାସର ଗଣନା କଲେ।

Numbers 31:12
ପୁଣି ସମାନେେ ଯିରୀହାେ ନିକଟବର୍ତ୍ତୀ ୟର୍ଦ୍ଦନତୀରସ୍ଥ ମାୟୋବ ପଦା ରେ ସ୍ଥାପିତ ଛାଉଣୀକୁ ଆଣିଲେ। ସମାନେେ ସମାନଙ୍କେୁ ମାଶାଙ୍କେ ନିକଟକୁ, ଯାଜକ ଇଲିଯାସର ନିକଟକୁ ଓ ଇଶ୍ରାୟେଲର ସମସ୍ତ ଲୋକମାନଙ୍କ ନିକଟକୁ ଆଣିଲେ।

Numbers 33:48
ପୁଣି ସମାନେେ ଅବାରୀମ ପର୍ବତରୁ ବାହାରି ଯିରୀହାେ ସପୋରି ରେ ୟର୍ଦ୍ଦନ ନିକଟବର୍ତ୍ତୀ ମାୟୋବ ପଦା ରେ ଛାଉଣୀ ସ୍ଥାପନ କଲେ।

Numbers 33:49
ସମାନେେ ୟର୍ଦ୍ଦନ ପାଶର୍‌ବବର୍ତ୍ତୀ ବୈତୟିଶୀମାେତ ଠାରୁ ଆବଲେ ଶିଟୀମ ପର୍ୟ୍ଯନ୍ତ ମାୟୋବ ପଦା ରେ ସମାନଙ୍କେର ଛାଉଣୀ ସ୍ଥାପନ କଲେ।

Numbers 33:50
ଯିରୀହାେସ୍ଥିତ ୟର୍ଦ୍ଦନ ସପୋରି ରେ ମାୟୋବ ପଦା ରେ ସଦାପ୍ରଭୁ ମାଶାଙ୍କେୁ କହିଲେ,

Numbers 35:1
ଅନନ୍ତର ସଦାପ୍ରଭୁ ମାଯାେବ ପଦା ରେ ଯିରୀହାେ ନିକଟସ୍ଥ ୟର୍ଦ୍ଦନ ନଦୀ ଆରପାରି ରେ ମାଶାଙ୍କେୁ କହିଲେ,

Numbers 36:13
ସଦାପ୍ରଭୁ ଯିରୀହାେ ନକଟସ୍ଥ ୟର୍ଦ୍ଦନ ସମୀପରେ ମାୟୋବ ପଦା ରେ ମାଶାଙ୍କେୁ ବ୍ଯବସ୍ଥା ଦେଲେ। ଇଶ୍ରାୟେଲ ଲୋକମାନଙ୍କ ନିମନ୍ତେ ସଦାପ୍ରଭୁ ଏହିସବୁ ଆଜ୍ଞା ଓ ଶାସନ ଆଦେଶ ଦଇେଥିଲେ।

Deuteronomy 1:1
ମାଶାେ ଇଶ୍ରାୟେଲର ସମସ୍ତ ଲୋକମାନଙ୍କୁ ଏହା କହିଲେ। ଯେତବେେଳେ ସୂଫ ସପୋରିସ୍ଥିତ ପାରଣ, ତାଫେଲ, ଲାବନ, ହତ୍େସରୋତ୍ ଓ ଦୀଷାହବର ମଧିଅରେ ସମାନେେ ୟର୍ଦ୍ଦନ ନଦୀର ପୂର୍ବପାରସ୍ଥିତ ପ୍ରାନ୍ତରକୁ ପାର ହେଉଥିବା ସମୟରେ ମାଶାେ ଏହି ବାର୍ତ୍ତାସବୁ କହିଥିଲେ।

Occurences : 60

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்