Base Word
עֶרְיָה
Short Definitionnudity
Long Definitionnudity, nakedness
Derivationfor H6172
International Phonetic Alphabetʕɛrˈjɔː
IPA modʕɛʁˈjɑː
Syllableʿeryâ
Dictioner-YAW
Diction Moder-YA
Usagebare, naked, × quite
Part of speechn-f

Ezekiel 16:7
ମୁଁ ତୁମ୍ଭକୁ ସହେି କ୍ଷେତ୍ର ରେ ଉଦ୍ଭିଦ ପରି ବଢ଼ାଇଲି। ତହିଁରେ ତୁମ୍ଭେ ବୃଦ୍ଧି ପାଇ ୟୁବତୀ ହେଲ। ତୁମ୍ଭର ଋତୁସ୍ରାବ ହେଲା, ତୁମ୍ଭର ସ୍ତନୟୁଗଳ ସୁଢ଼ୋଳ ଓ ତୁମ୍ଭର କେଶ ଦୀର୍ଘ ହେଲା, କିନ୍ତୁ ତୁମ୍ଭେ ତଥାପି ବିବସନା ଓ ଉଲଗ୍ନ ଥିଲ।

Ezekiel 16:22
ଏବଂ ତୁମ୍ଭର ସବୁ ଘୃଣ୍ଯ ଓ ବ୍ଯଭିଚାର କାର୍ୟ୍ଯ କଲା ବେଳେ ଆପଣା ୟୌବନାବସ୍ଥା ରେ ସହେି ବିବସନା ଓ ଉଲଗ୍ନା କଥା ମନେ ପକାଇଲ ନାହିଁ। ଆଉ ରକ୍ତ ରେ କିପରି ଛଟପଟ ହେଉଛିଲା ତାହା ସ୍ମରଣ କଲ ନାହିଁ।

Ezekiel 16:39
ଆଉ ମଧ୍ଯ ଆମ୍ଭେ ତୁମ୍ଭକୁ ତୁମ୍ଭ ପ୍ ରମେିକମାନଙ୍କ ହସ୍ତ ରେ ସମର୍ପଣ କରିବା। ତହିଁରେ ସମାନେେ ତୁମ୍ଭର ପୂଜା ସ୍ଥାନସବୁ ଭାଙ୍ଗି ପକାଇବେ ଓ ଉଚ୍ଚସ୍ଥଳୀଗୁଡ଼ିକୁ ଉତ୍ପାଟନ କରିବେ। ପୁଣି ସମାନେେ ତୁମ୍ଭକୁ ବିବସନା କରି ତୁମ୍ଭର ସୁନ୍ଦର ଅଳଙ୍କାର ସବୁ ଅପହରଣ କରିବେ। ଆଉ ସମାନେେ ତୁମ୍ଭକୁ ବିବସନା ଉଲଗ୍ନତା କରି ଛାଡ଼ି ଦବେେ।

Ezekiel 23:29
ଆଉ ସମାନେେ ତୁମ୍ଭକୁ ଘୃଣ୍ଯ ଭାବରେ ବ୍ଯବହାର କରିବେ ଓ ତୁମ୍ଭର ସମସ୍ତ ପରିଶ୍ରମର ଫଳ ହରଣ କରିବେ। ପୁଣି ତୁମ୍ଭକୁ ଉଲଗ୍ନା ଓ ବିବସନା କରି ଛାଡ଼ି ଦବେେ। ତଦ୍ଦ୍ବାରା ତୁମ୍ଭର ବ୍ଯଭିଚାର ଜନିତ ଉଲଗ୍ନତା, ତୁମ୍ଭର ଲମ୍ଫଟତା ଓ ତୁମ୍ଭର ବେଶ୍ଯାବୃତ୍ତି ପ୍ରକାଶ ପାଇବ।

Micah 1:11
ହେ ଶାଫୀର ନିବାସୀଗଣ, ଉଲଗ୍ନ ଓ ଲଜ୍ଜିତ ହାଇେ ତୁମ୍ଭମାନଙ୍କର ରାସ୍ତା ଅତିକ୍ରମ କର। ହେ ସାନନ ନିବାସୀଗଣ, ତୁମ୍ଭମାନେେ ବାହାରକୁ ବାହାରିବ ନାହିଁ। ହେ ବୈଥେତ୍ସଲର ନିବାସୀଗଣ, ତୁମ୍ଭମାନଙ୍କଠାରୁ ତୁମ୍ଭମାନଙ୍କର ସୁରକ୍ଷା କାଢି ନିଆ ହବୋ ପରି ତୁମ୍ଭମାନେେ ଶାେକ କରିବ।

Habakkuk 3:9
ତା'ପ ରେ ତୁମ୍ଭେ ଧନୁ କାଢିଲ। ଶପଥ ପୂର୍ବକ ତୀରଗୁଡିକୁ ନିକ୍ଷପେ କଲ। ତୁମ୍ଭେ ପୃଥିବୀକୁ ନଦୀମାନଙ୍କ ଦ୍ବାରା ଭାଗ କଲ।

Occurences : 6

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்