Base Word
פָּז
Short Definitionpure (gold); hence, gold itself (as refined)
Long Definitionrefined or pure gold
Derivationfrom H6338
International Phonetic Alphabetpɔːd͡z
IPA modpɑːz
Syllablepāz
Dictionpawdz
Diction Modpahz
Usagefine (pure) gold
Part of speechn-m

Job 28:17
ଜ୍ଞାନ ସୁନା ଓ ମୂଲ୍ଯବାନ ପଥରଠାରୁ ଅଧିମ ମୂଲ୍ଯବାନ। ମୂଲ୍ଯବାନ ସ୍ବଚ୍ଛ ଉଜ୍ଜଳ ସୁନା ମଧ୍ଯ ଜ୍ଞାନକୁ କିଣିପାରିବ ନାହିଁ।

Psalm 19:10
ସଦାପ୍ରଭୁଙ୍କର ନୀତିଶିକ୍ଷା ଶୁଦ୍ଧ ସୁବର୍ଣ୍ଣଠାରୁ ଅଧିକ ମୂଲ୍ଯବାନ। ସଗେୁଡ଼ିକ ମହୁଠାରୁ ଅଧିକ ମଧୁର, ଯେଉଁ ମହୁ କି ସିଧା ମହୁଫଣୋରୁ ଆସିଥାଏ।

Psalm 21:3
ହେ ସଦାପ୍ରଭୁ, ତୁମ୍ଭେ ପ୍ରକୃତରେ ରାଜାଙ୍କୁ ଆଶୀର୍ବାଦ କରିଛ। ତୁମ୍ଭେ ତା'ର ମସ୍ତକରେ ସୁବର୍ଣ୍ଣ ମୁକୁଟ ପିନ୍ଧାଇ ଦଇେଛ।

Psalm 119:127
ସଦାପ୍ରଭୁ ଶୁଦ୍ଧ ସୁବର୍ଣ୍ଣ ଅପେକ୍ଷା ମୁଁ ତୁମ୍ଭର ନିର୍ଦ୍ଦେଶକୁ ସ୍ନହେ କରେ।

Proverbs 8:19
ମାରେ ଫଳ ଶୁଦ୍ଧ ସୁବର୍ଣ୍ଣ ଅପେକ୍ଷା ଉତ୍ତମ ଅଟେ। ମାରେ ଆଯୁ ରୂପା ଅପେକ୍ଷା ଉତ୍ତମ ଅଟେ।

Song of Solomon 5:11
ତାଙ୍କର ମସ୍କ ଶୁଦ୍ଧ ସୁବର୍ଣ୍ଣ ତୁଲ୍ଯ। ତାଙ୍କର କେଶ କୁଞ୍ଚିତ ଓ ଡାମରା କୁଆପରି କୃଷ୍ଣବର୍ଣ୍ଣ।

Song of Solomon 5:15
ତାଙ୍କର ଗୋଡ଼ ଦୁଇଟି ସୁବର୍ଣ୍ଣ ମୂଳଦୁଆ ରେ ସ୍ଥାପିତ ଦୁଇଟି ମାର୍ବଲର ସ୍ତମ୍ବ ତୁଲ୍ଯ। ତାଙ୍କର ଆକୃତି ଲିବାନୋନ୍ ଏରସ ବୃକ୍ଷ ତୁଲ୍ଯ ଉତ୍କୃଷ୍ଟ।

Isaiah 13:12
ଦୁଲର୍‌ଲଭ ସୁବର୍ଣ୍ଣ ପରି ଅଳ୍ପ, କେତକେ ଉତ୍ତମ ଲୋକ ରହିବେ ଓ ସମାନେେ ଓଫୀରର ଶୁଦ୍ଧ ସୁବର୍ଣ୍ଣ ଅପେକ୍ଷା ଉଜ୍ଜ୍ବଳ ଭାବରେ ଦୀପ୍ତି ବିକାଶ କରିବେ।

Lamentations 4:2
ଶୁଦ୍ଧ ସୁବର୍ଣ୍ଣ ତୁଲ୍ଯ ସିୟୋନର ସନ୍ତାନଗଣ ଥିଲେ। ମାତ୍ର ଶତ୍ରୁମାନେ ସମାନଙ୍କେୁ କୁମ୍ଭକାରର ହସ୍ତକୃତ ମାଟି କଳସ ତୁଲ୍ଯ ଗଣନା କରିଛନ୍ତି।

Occurences : 9

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்