Base Word
פְּסַנְטֵרִין
Short Definitionpsalterion; a lyre
Long Definitiona stringed instrument (triangular)
Derivationor פְּסַנְתֵּרִין; a transliteration of the Greek
International Phonetic Alphabetpɛ̆.sɑn̪.t̪’eˈrɪi̯n̪
IPA modpɛ̆.sɑn.teˈʁiːn
Syllablepĕsanṭērîn
Dictionpeh-sahn-tay-REEN
Diction Modpeh-sahn-tay-REEN
Usagepsaltery
Part of speechn-m

Daniel 3:5
ଯେତବେେଳେ ତୁମ୍ଭମାନେେ ସମସ୍ତେ ଶିଙ୍ଗା, ବଂଶୀ, ବୀଣା, ଚତୁସ୍ତନ୍ତ୍ରୀ, ନବେଲ ମୃଦଙ୍ଗ ଓ ସବୁପ୍ରକାର ବାଦ୍ଯ ଶୁଣିବ, ସେତବେେଳେ ତୁମ୍ଭମାନେେ ରାଜା ନବୂଖଦ୍ନିତ୍ସରଙ୍କ ଦ୍ବାରା ସ୍ଥାପିତ ସୁବର୍ଣ୍ଣ ପ୍ରତିମାକୁ ନିଶ୍ଚଯ ପୂଜା କରିବ।

Daniel 3:7
ଏଣୁ ଯେତବେେଳେ ସମସ୍ତ ଲୋକ ଶିଙ୍ଗା, ବଂଶୀ, ବୀଣା, ଚତୁସ୍ତନ୍ତ୍ରୀ, ବବଲେ ଓ ସବୁପ୍ରକାର ବାଦ୍ଯ ଶୁଣିଲେ ସେତବେେଳେ ସମସ୍ତ ଲୋକ, ଗୋଷ୍ଠୀବର୍ଗ ଓ ଭାଷାବାଦୀମାନେ ରାଜା ନବୂଖଦ୍ନିତ୍ସରଙ୍କ ସ୍ଥାପିତ ପ୍ରତିମା ସମ୍ମୁଖ ରେ ମୁଣ୍ତ ନୁଆଁଇ ପ୍ରଣାମ କଲେ।

Daniel 3:10
ହେ ମହାରାଜ, ଆପଣ ଆଜ୍ଞା କରିଛନ୍ତି ଯେ କହେି ଶିଙ୍ଗା, ବଂଶୀ, ବୀଣା, ଚତୁସ୍ତନ୍ତ୍ରୀ, ନବେଲ, ମୃଦଙ୍ଗ ଓ ସବୁପ୍ରକାର ବାଦ୍ଯ ଶୁଣିବ, ସେ ମୁଣ୍ତ ନୁଆଁଇ ସୁବର୍ଣ୍ଣ ପ୍ରତିମାକୁ ପ୍ରଣାମ କରିବ।

Daniel 3:15
ଯେତବେେଳେ ଶିଙ୍ଗା, ବଂଶୀ, ବୀଣା, ଚତୁସ୍ତନ୍ତ୍ରୀ, ନବେଲ, ମୃଦଙ୍ଗ ଓ ସବୁପ୍ରକାର ବାଦ୍ଯ ଶୁଣ, ତୁମ୍ଭମାନେେ ସୁବର୍ଣ୍ଣ ପ୍ରତିମାକୁ ମୁଣ୍ତ ନୁଆଁଇ ପ୍ରଣାମ କରିବ। ଯଦି ତୁମ୍ଭମାନେେ ପୂଜା ନକର ତବେେ ତୁମ୍ଭମାନଙ୍କୁ ଜ୍ବଳନ୍ତ ଅଗ୍ନି କୁମ୍ତ ରେ ଫିଙ୍ଗା ୟିବ। ଆଉ ଏପରି କୌଣସି ଦବେତା ନାହିଁନ୍ତି ଯେ କି ମାଠାରୁେ ତୁମ୍ଭମାନଙ୍କୁ ଉଦ୍ଧାର କରିବ।

Occurences : 4

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்