Base Word
אָפַק
Short Definitionto contain, i.e., (reflexive) abstain
Long Definitionto hold, be strong, restrain, hold back
Derivationa primitive root
International Phonetic Alphabetʔɔːˈpɑk’
IPA modʔɑːˈfɑk
Syllableʾāpaq
Dictionaw-PAHK
Diction Modah-FAHK
Usageforce (oneself), restrain
Part of speechv

Genesis 43:31
ତା'ପରେ ସେ ନିଜକୁ ନିଯନ୍ତ୍ରଣ ରେ ରଖିଲେ ଓ ମୁହଁ ଧୋଇ ବାହାରକୁ ଆସିଲେ ଓ ତା'ପରେ କହିଲେ, ବର୍ତ୍ତମାନ ଖାଇବାର ସମୟ।

Genesis 45:1
ଯୋଷଫେ ନିଜକୁ ବେଶି ଦିନ ନିଯନ୍ତ୍ରଣ ରେ ରଖି ପାରି ନଥିଲେ। ଯୋଷଫେ ସମସ୍ତ ଲୋକଙ୍କୁ ସମ୍ମୁଖ ରେ ଡ଼ାକି କହିଲେ, ସମସ୍ତେ ଏଠାରୁ ଚାଲିୟାଅ। ତେଣୁ କହେି ନଥିଲା ବେଳେ ଯୋଷଫେ ନିଜକୁ ଭାଇମାନଙ୍କ ସମ୍ମୁଖ ରେ ପରିଚିତ କରାଇଲେ।

1 Samuel 13:12
ଏଥିପାଇଁ ମୁ ଭାବିଲି, 'ପଲେଷ୍ଟୀୟମାନେ ଗିଲ୍ଗଲ ଆସି ଆକ୍ରମଣ କରିବେ ମାତ୍ର ମୁ ସଦାପ୍ରଭୁଙ୍କର ଅନକ୍ସ୍ଟଗ୍ରହ ମାଗି ନାହିଁ। ତେଣୁ ମୁ ବାଧ୍ଯ ହାଇେ ହାମବେଳି ଉତ୍ସର୍ଗ କରିଛି।'

Esther 5:10
ତଥାପି ହାମନ ନିଜର କୋରଧକୁ ନିଯନ୍ତ୍ରଣ କଲା ଏବଂ ଗୃହକୁ ଗଲା। ତାପରେ ଆପଣା ମିତ୍ରଗଣକୁ ଓ ଆପଣା ଭାର୍ୟ୍ଯା ସରେଶକୁ ଡକାଇ ଆଣିଲା।

Isaiah 42:14
ଦୀର୍ଘକାଳ ଧରି ମୁଁ ନୀରବ ରହି ଆସୁଅଛି। ମୁଁ ତଥାପି ନୀରବ ଅଛି। ମାତ୍ର ବର୍ତ୍ତମାନ ଆମ୍ଭେ ପ୍ରସବକାରିଣୀ ସ୍ତ୍ରୀ ପରି ଚିତ୍କାର କରିବୁ। ଆମ୍ଭେ ଦୀର୍ଘ ନିଃଶ୍ବାସ ଏବଂ ଆକାଂକ୍ଷା ହବେୁ।

Isaiah 63:15
ବର୍ତ୍ତମାନ ସ୍ବର୍ଗ ଉପରୁ ଦେଖ, ତୁମ୍ଭ ପବିତ୍ରତା ଓ ତୁମ୍ଭ ପରାକ୍ରମର ବସତି ସ୍ଥାନରୁ ଦେଖ, ତୁମ୍ଭର ଶାଶ୍ବତ ପ୍ ରମେ କାହିଁ ? ତୁମ୍ଭର କୋହ ଓ ଦୟା କାହିଁ।

Isaiah 64:12
ହେ ସଦାପ୍ରଭୁ, ଏସବୁ ହେଲାପ ରେ ମଧ୍ଯ ତୁମ୍ଭେ କ'ଣ ନିଜକୁ ଆମ୍ଭଠାରୁ କ୍ଷାନ୍ତ କରି ରଖିବ ? ତୁମ୍ଭେ କ'ଣ ନୀରବ ରହି ଆମ୍ଭମାନଙ୍କୁ କ୍ଲେଶ ଦଇେ ଚାଲିବ ?

Occurences : 7

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்