Base Word
צוֹפַר
Short DefinitionTsophar, a friend of Job
Long Definitionthe 3rd friend of Job
Derivationfrom H6852; departing
International Phonetic Alphabett͡sˤoˈpɑr
IPA modt͡so̞wˈfɑʁ
Syllableṣôpar
Dictiontsoh-PAHR
Diction Modtsoh-FAHR
UsageZophar
Part of speechn-pr-m

Job 2:11
ଆୟୁବର ତିନି ଜଣ ବନ୍ଧୁ ଥିଲେ। ସମାନେେ ହେଲେ ତୈମନୀଯ, ଇଲୀଫସ୍, ଶୂହୀଯ ବିଲ୍ଦଦ୍ ଓ ନାମାଥୀଯ ସୋଫର। ଏହି ତିନି ବନ୍ଧୁ ଆୟୁବ ଉପରେ ପଡ଼ିଥିବା ସମସ୍ତ ବିପଦ କଥା ଶୁଣିଲେ। ସହେି ତିନି ବନ୍ଧୁ ନିଜର ଘର ଛାଡ଼ିଲେ ଏବଂ ଏକତ୍ରୀତ ହେଲେ। ସମାନେେ ତା'ର ଦୁଃଖ ସମୟରେ ଆୟୁବକୁ ସାନ୍ତ୍ବନା ତଥା ସମବଦନୋ ଜଣାଇବାକୁ ମନସ୍ଥ କଲେ।

Job 11:1
ଏହାପରେ ନାମଥାଯ ସୋଫର ଆୟୁବକୁ ଉତ୍ତର ଦଇେ କହିଲା।

Job 20:1
ତା'ପରେ ନାମାଥୀଯ ସୋଫର ଉତ୍ତର ଦଇେ କହିଲା,

Job 42:9
ତେଣୁ ତୈମନୀଯ ଇଲୀଫସ୍, ଶୂହୀଯ ବିଲଦଦ୍ ଓ ନାମାଥୀଯ ସୋଫର ସଦାପ୍ରଭୁଙ୍କୁ ମାନିଲେ। ତା'ପରେ ସଦାପ୍ରଭୁ ଆୟୁବର ପ୍ରାର୍ଥନାର ଉତ୍ତର ଦେଲେ।

Occurences : 4

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்