Base Word
צָמַד
Short Definitionto link, i.e., gird; figuratively, to serve, (mentally) contrive
Long Definitionto bind, join, fasten
Derivationa primitive root
International Phonetic Alphabett͡sˤɔːˈmɑd̪
IPA modt͡sɑːˈmɑd
Syllableṣāmad
Dictiontsaw-MAHD
Diction Modtsa-MAHD
Usagefasten, frame, join (self)
Part of speechv

Numbers 25:3
ଇଶ୍ରାୟେଲ ନିଜକୁ ବାଲପଯୋରଙ୍କ ସହିତ ଯୋଗ ଦଇେଥିଲେ। ଏଣୁ ସଦାପ୍ରଭୁ ଇଶ୍ରାୟେଲ ସହିତ ବହୁତ କୋରଧ କଲେ।

Numbers 25:5
ତେଣୁ ମାଶାେ ଇଶ୍ରାୟେଲର ନତେୃବର୍ଗମାନଙ୍କୁ କହିଲେ, ପ୍ରେତ୍ୟକକ ପରିବାର ବାଲପିୟୋର ସହିତ ଯୋଗ ଦଇେଥିବା ଲୋକମାନଙ୍କୁ ବାହାର କର ଓ ସମାନଙ୍କେୁ ହତ୍ଯା କର।

2 Samuel 20:8
ସମାନେେ ଗିବିଯୋନସ୍ଥ ବୃହତ ପ୍ରସ୍ତର ନିକଟରେ ଉପସ୍ଥିତ ହେଲା ବେଳେ ଅମାସା ସମାନଙ୍କେର ସମ୍ମକ୍ସ୍ଟଖକକ୍ସ୍ଟ ଆସିଲା। ବର୍ତ୍ତମାନ ଯୋୟାବ ଆପଣା ପରିହିତ ୟକ୍ସ୍ଟଦ୍ଧବସ୍ତ୍ର ଭିଡି ପିନ୍ଧିଥିଲା। ତହିଁ ଉପରେ ଏକ କଟିବନ୍ଧନ ଓ କୋଷବଦ୍ଧ ଖଡ୍ଗ ତାହାର କଟି ଦେଶ ରେ ବନ୍ଧାଥିଲା। ପକ୍ସ୍ଟଣି ସେ ଯାଉ ଯାଉ ତାହା ପଡିଗଲା। ତେଣୁ ଯୋୟାବ ଏହାକକ୍ସ୍ଟ ଉଠାଇଲା ଓ ଧରିଲା।

Psalm 50:19
ତୁମ୍ଭମାନେେ ସର୍ବଦା ମନ୍ଦକାର୍ୟ୍ଯ କର ଓ ମିଥ୍ଯା କୁହ।

Psalm 106:28
ଏହାପରେ ପରମେଶ୍ବରଙ୍କ ଲୋକମାନେ ବାଲ୍-ପିୟୋର ସବୋ କଲେ। ସମାନେେ ଅନ୍ୟ ଦବେତାମାନଙ୍କଠାରେ ବଳି ଦିଆୟାଇଥିବା ପଶୁମାନଙ୍କର ମାଂସ ଭକ୍ଷଣ କଲେ।

Occurences : 5

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்