Base Word
אָצַר
Short Definitionto store up
Long Definitionto store up, save, lay up
Derivationa primitive root
International Phonetic Alphabetʔɔːˈt͡sˤɑr
IPA modʔɑːˈt͡sɑʁ
Syllableʾāṣar
Dictionaw-TSAHR
Diction Modah-TSAHR
Usage(lay up in) store, (make) treasure(-r)
Part of speechv

2 Kings 20:17
ସମୟ ଆସୁଛି ତୁମ୍ଭ ଗୃହ ରେ ଥିବା ସମସ୍ତ ଦ୍ରବ୍ଯ ଓ ଏ ପର୍ୟ୍ଯନ୍ତ ତୁମ୍ଭ ପୂର୍ବପୁରୁଷଙ୍କ ସଞ୍ଚିତ ସମସ୍ତ ପଦାର୍ଥ ବାବିଲକୁ ନିଆୟିବ। ସଦାପ୍ରଭୁ କହନ୍ତି କୌଣସି ଜିନିଷ ଛଡା ୟିବ ନାହିଁ।

Nehemiah 13:13
ତହିଁରେ ମୁଁ ଶଲେିମିଯ ଯାଜକକୁ ଓ ଲେଖକ ସାଦୋକ ଓ ଲବେୀୟମାନଙ୍କ ମଧ୍ଯରୁ ପଦାଯକୁ ଭଣ୍ତାର ସମୂହର ଅଧ୍ଯକ୍ଷ କଲି। ଏବଂ ସକ୍କୂରର ପୁତ୍ର ହନାନ୍, ମତ୍ତନିଯର ପୁତ୍ର ସକ୍କୂର ସମାନଙ୍କେର ଅଧିନ ରେ କାର୍ୟ୍ଯ କଲେ। କାରଣ ସମାନେେ ବିଶ୍ବସ୍ତ ଥିଲେ। ଏଣୁ ଆପଣା ଭାତୃଗଣକୁ ବିତରଣ କରିବାର କାର୍ୟ୍ଯ ସମାନଙ୍କେର ହେଲା।

Isaiah 23:18
ମାତ୍ର ସୋର ଉପାର୍ଜିତ ଧନକୁ ସଞ୍ଚଯ କରିବ ନାହିଁ। ତା'ର ଭଡ଼ା ଓ ବାଣିଜ୍ଯ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ସମର୍ପିତ ହବେ। ସେ ସଦାପ୍ରଭୁଙ୍କ ଅନୁସରଣକାରୀମାନଙ୍କୁ ସେ ସଞ୍ଚିତ ଧନରୁ ଦିଆୟିବ। ସଦାପ୍ରଭୁଙ୍କ ସବେକ ପୂର୍ଣ୍ଣ ପ୍ରାଣ ରେ ଭକ୍ଷଣ କରିବେ ଓ ସହେି ପଇସା ରେ ସୁନ୍ଦର ପୋଷାକ ପରିଧାନ କରିବେ।

Isaiah 39:6
ଦେଖ, ଏକ ସମୟ ଆସୁଛି ଯେତବେେଳେ ତୁମ୍ଭ ଗୃହସ୍ଥିତ ସମସ୍ତ ଦ୍ରବ୍ଯ ଓ ଆଜି ପର୍ୟ୍ଯନ୍ତ ସଞ୍ଚିତ ତୁମ୍ଭ ପୂର୍ବପୁରୁଷଙ୍କ ଦ୍ରବ୍ଯ ବାବିଲକୁ ନିଆୟିବ।' ସର୍ବଶକ୍ତିମାନ ସଦାପ୍ରଭୁ କୁହନ୍ତି କୌଣସି ଦ୍ରବ୍ଯ ଛଡ଼ାୟିବ ନାହିଁ।

Amos 3:10
ଲୋକମାନେ ସଠାେ ରେ କିପରି ସାଧୁତ୍ବଭାବରେ ଜୀବନଧାରଣ କରିବାକୁ ହୁଏ, ଜାଣନ୍ତି ନାହିଁ। କାରଣ ସମାନଙ୍କେର ଗୋଦାମ ଘର ୟୁଦ୍ଧରୁ ଲୁଟିଥିବା ସମ୍ପତ୍ତି ରେ ପୁରିୟାଇଛି।

Occurences : 5

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்