Base Word
קָבַר
Short Definitionto inter
Long Definitionto bury
Derivationa primitive root
International Phonetic Alphabetk’ɔːˈbɑr
IPA modkɑːˈvɑʁ
Syllableqābar
Dictionkaw-BAHR
Diction Modka-VAHR
Usage× in any wise, bury(-ier)
Part of speechv

Genesis 15:15
ତଥାପି ତୁମ୍ଭ ନିମନ୍ତେ, ତୁମ୍ଭେ ଶାନ୍ତି ରେ ମରିବ ଏବଂ ତୁମ୍ଭର ପୂର୍ବପୁରୁଷଙ୍କ ସହିତ ମିଳିତ ହବେ ଏବଂ ତୁମ୍ଭେ ବହୁତ ବୃଦ୍ଧ ବଯସ ରେ କବର ପା୍ରପ୍ତ ହବେ।

Genesis 23:4
ମୁଁ ତୁମ୍ଭମାନଙ୍କ ଦେଶ ରେ ଏକା ବିଦେଶୀ ଅଟେ। ମାରେ ସ୍ତ୍ରୀକୁ କବର ଦବୋପାଇଁ ସ୍ଥାନ ମାରେ ନାହିଁ। ଦୟାକରି ମାେତେ ମାରେ ସ୍ତ୍ରୀ ପାଇଁ କବର ସ୍ଥାନ ରେ ଅଧିକାର ଦିଅନ୍ତୁ।

Genesis 23:6
ହେ ପ୍ରଭୋ, ତୁମ୍ଭେ ଆମ୍ଭମାନଙ୍କ ମଧିଅରେ ପରମେଶ୍ବରଙ୍କର ଏକମାତ୍ର ପରାକ୍ରାନ୍ତ। ତୁମ୍ଭେ ଆମ୍ଭମାନଙ୍କ କବର ସ୍ଥାନ ରେ ଯେ କୌଣସି ସ୍ଥାନ ରେ କବର ଦଇପୋରିବ। ତୁମ୍ଭର ସ୍ତ୍ରୀଙ୍କ କବର ପାଇଁ ଆମ୍ଭେ କହେି ଅଟକାଇବୁ ନାହିଁ।

Genesis 23:6
ହେ ପ୍ରଭୋ, ତୁମ୍ଭେ ଆମ୍ଭମାନଙ୍କ ମଧିଅରେ ପରମେଶ୍ବରଙ୍କର ଏକମାତ୍ର ପରାକ୍ରାନ୍ତ। ତୁମ୍ଭେ ଆମ୍ଭମାନଙ୍କ କବର ସ୍ଥାନ ରେ ଯେ କୌଣସି ସ୍ଥାନ ରେ କବର ଦଇପୋରିବ। ତୁମ୍ଭର ସ୍ତ୍ରୀଙ୍କ କବର ପାଇଁ ଆମ୍ଭେ କହେି ଅଟକାଇବୁ ନାହିଁ।

Genesis 23:8
ଅବ୍ରହାମ ସମାନଙ୍କେୁ କହିଲେ, ଯଦି ତୁମ୍ଭମାନେେ ମାରେ ସ୍ତ୍ରୀ କବର ଦବୋପାଇଁ ସାହାୟ୍ଯ କରିବାକୁ ଚାହୁଁଥାଅ। ତବେେ ତୁମ୍ଭମାନେେ ସୋହରର ପୁତ୍ର ଇଫ୍ରୋଣ ନିକଟରେ ନିବଦନେ କର।

Genesis 23:11
ନା ମୁନିବ, ସପରେି ହବେ ନାହିଁ। ମାେ କଥା ଶୁଣନ୍ତୁ ମୁଁ ଆପଣଙ୍କୁ ସହେି ସ୍ଥାନ ଓ ତନ୍ମଧ୍ଯସ୍ଥିତ ଗୁହା ଦଲେି। ମୁଁ ସ୍ବବଂଶୀଯ ସନ୍ତାନମାନଙ୍କ ସାକ୍ଷାତ ରେ ତାହା ଆପଣଙ୍କୁ ଦଲେି। ଆପଣ ନିଜ ସ୍ତ୍ରୀର ମୃତ ଦହକେୁ କବର ଦିଅନ୍ତୁ।

Genesis 23:13
ଅବ୍ରହାମ ଇଫ୍ରୋଣକୁ ସମସ୍ତଙ୍କୁ ଆଗ ରେ କହିଲେ, କିନ୍ତୁ ମୁଁ ତୁମ୍ଭକୁ ସହେି ସ୍ଥାନ ରେ ସମସ୍ତ ପଇସା ଦବୋକୁ ଚାହୁଁଅଛି। ମାରେଅର୍ଥକୁ ଗ୍ରହଣ କରନ୍ତୁ। ଏବଂ ମୁଁ ମାରେସ୍ତ୍ରୀର ମୃତ ଦହକେୁ କବର ଦବେି।

Genesis 23:15
ମହାଶୟ, ମାରେକଥା ଶୁଣନ୍ତୁ। ଭୂମି ଖଣ୍ଡକର ମୂଲ୍ଯ ତ ଚାରିଶହ ସକେଲ ରୂପା ତୁମ୍ଭ ମାେପାଇଁ କିଛି ନୁହେଁ। ଭୂମି ଗ୍ରହଣ କରନ୍ତୁ ଏବଂ ଆପଣଙ୍କର ମୃତ ସ୍ତ୍ରୀକୁ କବର ଦିଅନ୍ତୁ।

Genesis 23:19
ଏହାପରେ ଅବ୍ରହାମ ମକ୍ପଲୋ କ୍ଷେତ୍ରସ୍ଥିତ ଗୁହା ରେ ମମ୍ରିର ପାଶର୍ବ ରେ ହେବ୍ରୋଣ ମଧିଅରେ କିଣାନ ଦେଶ ରେ ନିଜର ସ୍ତ୍ରୀ ସାରାକୁ କବର ଦେଲେ। ସହେିସ୍ଥାନ କିଣାନ ଦେଶସ୍ଥ ଥିଲା।

Genesis 25:9
ତାଙ୍କର ପୁତ୍ର ଇସ୍ହାକ ଓ ଇଶ୍ମାଯଲେ ମମ୍ରିର ନିକଟରେ ହତେୀଯ ସହରର ପୁତ୍ର ଇଫ୍ରୋଣର କ୍ଷେତ୍ରସ୍ଥିତ ମକ୍ପଲୋ ନାମକ ଗୁହା ରେ ତାହାଙ୍କୁ କବର ଦେଲେ।

Occurences : 133

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்