Base Word
קַדְמִיאֵל
Short DefinitionKadmiel, the name of three Israelites
Long Definitiona Levite, descendant of Hodaviah, and head of a family of returning exiles; also oversaw the work on the temple and also was one of the leaders of the people who led the people in the public confession
Derivationfrom H6924 and H0410; presence of God
International Phonetic Alphabetk’ɑd̪.mɪi̯ˈʔel
IPA modkɑd.miːˈʔel
Syllableqadmîʾēl
Dictionkahd-mee-ALE
Diction Modkahd-mee-ALE
UsageKadmiel
Part of speechn-pr-m

Ezra 2:40
ଲବେୀୟ ପରିବାରବର୍ଗରୁ ହୋଦବିଯର ପରିବାର ମଧ୍ଯରୁ ଯଶୂେଯ ଓ କଦ୍ମୀଯଲରେ ବଂଶଧର 74 ଜଣ।

Ezra 3:9
ସେତବେେଳେ ୟୋଶୂଯ, ତାହାର ପୁତ୍ର ଓ ଭାତୃଗଣ, କଦ୍ମୀଯଲେ ଓ ତା'ର ପୁତ୍ରଗଣ ଯିହୁଦାର ପୁତ୍ରଗଣ ପରମେଶ୍ବରଙ୍କ ମନ୍ଦିର ରେ କର୍ମକାରୀମାନଙ୍କ ତତ୍ତ୍ବବଧାରଣ ରେ ଭାରପ୍ରାପ୍ତ ହବୋ ପାଇଁ ଏକତ୍ର ଠିଆ ହେଲେ। ହନୋଦଦର ପୁତ୍ରଗଣ ସମାନଙ୍କେର ପୁତ୍ର ଓ ଭାତୃଗଣ ଏ ସମସ୍ତେ ଲବେୀୟ ଥିଲେ।

Nehemiah 7:43
କଦ୍ମୀଯଲଙ୍କେ ଦ୍ବାରା ହଦେବାର ମାଧ୍ଯମ ରେ ଯଶୂେଯ ପରିବାରବର୍ଗରୁ ଆସିଥିବା ଲବେୀୟମାନଙ୍କର ସଂଖ୍ଯା 74 ଜଣ।

Nehemiah 9:4
ଏହାପରେ, ଯଶୂେଯ, ବାନି, କଦ୍ମୀଯେଲ୍, ଶବନିଯ, ବୁନ୍ନି, ଶେ ରବେିଯ, ବାନି ଓ କନାନି ଲବେୀୟମାନଙ୍କ ପଛ ରେ ଛିଡା ହାଇେ ସଦାପ୍ରଭୁ ସମାନଙ୍କେର ପରମେଶ୍ବରଙ୍କଠା ରେ ଉଚ୍ଚସ୍ବର ରେ କ୍ରନ୍ଦନ କଲେ।

Nehemiah 9:5
ଏହାପରେ ଲବେୀୟମାନେ: ଯଶୂେଯ, କଦମୀଯଲେ, ବାନି, ହଶବନିଯ, ଶେ ରବେିଯ, ହାଦେିୟ, ଶବନିଯ, ଓ ପଥାଦିଯ କହିଲେ, ଉଠ ଅନାଦିକାଳରୁ ଅନନ୍ତ କାଳସ୍ଥାଯୀ ସଦାପ୍ରଭୁ ତୁମ୍ଭ ପରମେଶ୍ବରଙ୍କର ଧନ୍ଯବାଦ କର।

Nehemiah 10:9
ଲବେୀୟଗଣ ଯଥା: ଅସନିଯର ପୁତ୍ର ଯଶୂେଯ, ହନୋଦଦର ସନ୍ତାନଗଣ ମଧ୍ଯରୁ ବିନ୍ନୁଯି ଓ କଦ୍ମିଯେଲ୍।

Nehemiah 12:8
ଲବେୀୟମାନେ ଯଥା: ଯଶୂେଯ, ବିନୁଯି, କଦ୍ମୀଯଲେ, ଶେ ରବେିଯ, ଯିହୁଦା ଓ ମତ୍ତନିଯ। ଏହି ମତ୍ତନିଯ ଓ ତାହାର ଭାତୃଗଣ ପ୍ରଶଂସାର୍ଥକ ଗୀତର ମୁଖ୍ଯ ଥିଲେ।

Nehemiah 12:24
ଲବେୀୟମାନଙ୍କ ପ୍ରଧାନଗଣ, ହଶବିଯ, ଶେ ରବେିଯ ଓ କଦ୍ମୀଯଲରେ ପୁତ୍ର ଯେଶଯ ଓ ସମାନଙ୍କେ ସମ୍ମୁଖସ୍ଥ ଭାତୃଗଣ ପରମେଶ୍ବରଙ୍କ ଲୋକ ଦାଉଦଙ୍କର ଆଜ୍ଞା ଅନୁସାରେ ଦଳଦଳ ହାଇେ ପ୍ରଶଂସା ଓ ଧନ୍ଯବାଦ ଉତ୍ସର୍ଗ କରିବାକୁ ନିୟୁକ୍ତ ହେଲେ।

Occurences : 8

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்