Base Word
קְטַל
Short Definitionto kill
Long Definitionto slay, kill
Derivationcorresponding to H6991
International Phonetic Alphabetk’ɛ̆ˈt̪’ɑl
IPA modkɛ̆ˈtɑl
Syllableqĕṭal
Dictionkeh-TAHL
Diction Modkeh-TAHL
Usageslay
Part of speechv

Daniel 2:13
ରାଜାଜ୍ଞା ଘୋଷଣା କରାଗଲା ଯେ, ବିଦ୍ବାନ ଲୋକମାନେ ହତ ହବେେ। ଆଉ ରାଜାଙ୍କ ଲୋକମାନେ ଦାନିୟେଲ ଓ ତା'ର ସାଥୀମାନଙ୍କୁ ବଧ କରିବାକୁ ଅନ୍ବଷେଣ କଲେ।

Daniel 2:13
ରାଜାଜ୍ଞା ଘୋଷଣା କରାଗଲା ଯେ, ବିଦ୍ବାନ ଲୋକମାନେ ହତ ହବେେ। ଆଉ ରାଜାଙ୍କ ଲୋକମାନେ ଦାନିୟେଲ ଓ ତା'ର ସାଥୀମାନଙ୍କୁ ବଧ କରିବାକୁ ଅନ୍ବଷେଣ କଲେ।

Daniel 2:14
ଅରିଯୋକ୍ ନାମକ ଜଣେ ରାଜ ସନୋପତି ରାଜରକ୍ଷୀମାନଙ୍କର ନତେୃତ୍ବ ନେଲେ। ସେ ଯେତବେେଳେ ବାବିଲୀଯ ବିଦ୍ବାନମାନଙ୍କୁ ବଧ କରିବାକୁ ବାହାରିଲେ, ସେତବେେଳେ ଦାନିୟେଲ ତାଙ୍କୁ ଜ୍ଞାନ ରେ ଓ ସୁବିବଚେନା ରେ ଉତ୍ତର ଦେଲେ।

Daniel 3:22
ରାଜା ଆଜ୍ଞା କଲା ବେଳେ ଅତ୍ଯନ୍ତ କୋର୍ଧିତ ଥିଲେ ଓ ଅଗ୍ନିକୁଣ୍ତକୁ ଅତିଶଯ ଉତ୍ତପ୍ତ କରା ୟାଇଥିଲା। ତେଣୁ ଶଦ୍ରକ, ମୈଶକ୍ ଏବଂ ଅବେଦ୍-ନଗୋ ରେ ଫିଙ୍ଗିବାକୁ ୟାଇଥିବା ସୈନ୍ଯମାନେ ଅଗ୍ନି ଶିଖା ଦ୍ବାରା /E ମଲେ।

Daniel 5:19
ପରମେଶ୍ବର ତାଙ୍କୁ ଏପରି ମହିମାନ୍ବିତ କଲେ ଯେ ସକଳ ଗୋଷ୍ଠୀ, ନାନା ଦେଶୀଯ ଓ ଭାଷାବାଦୀ ଲୋକମାନେ ତାଙ୍କ ଛାମୁ ରେ କମ୍ପିତ ହାଇେ ଭୟ କଲେ। ସେ ଯାହାକୁ ମାରିବାକୁ ଚାହିଁଲେ ତାକୁ ବଧ କଲେ। ପୁଣି ଯାହାକୁ ବଞ୍ଚିବାକୁ ଚାହିଁଲେ, ସେ ଜୀବିତ ରହିଲା। ତାଙ୍କରି ଇଚ୍ଛାନୁସା ରେ ଜଣେ ଉନ୍ନତ ହେଲା ଓ ତାଙ୍କର ଇଚ୍ଛାନୁସା ରେ ଜଣେ ଅବନତ ହେଲା।

Daniel 5:30
ସହେି ରାତ୍ରି ରେ କଲଦୀଯମାନଙ୍କର ରାଜା ବଲେଶତ୍ସରଙ୍କୁ ବଧ କରାଗଲା।

Daniel 7:11
ମୁଁ ଦେଖିବା ରେ ଲାଗିଲି, ସହେି େଛାଟ ଶିଙ୍ଗର କଣ ହବେ। ଯେଉଁଟାକି ବହୁତ ଅହଂକାର କରୁଥିଲା। ଚତୁର୍ଥ ପଶୁଟି ମଲା ପର୍ୟ୍ଯନ୍ତ ଏବଂ ତାହାର ଶରୀର ଧ୍ବଂସ କରି ଅଗ୍ନି ମଧ୍ଯକୁ ଫିଙ୍ଗି ପାଉଁଶ କରି ଦିଆଗଲା।

Occurences : 7

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்