Base Word
קָלוֹן
Short Definitiondisgrace; (by implication) the pudenda
Long Definitionshame, disgrace, dishonor, ignominy
Derivationfrom H7034
International Phonetic Alphabetk’ɔːˈlon̪
IPA modkɑːˈlo̞wn
Syllableqālôn
Dictionkaw-LONE
Diction Modka-LONE
Usageconfusion, dishonour, ignominy, reproach, shame
Part of speechn-m

Job 10:15
ମୁଁ ଯେତବେେଳେ ପାପ କରେ, ମୁଁ ଦୋଷୀ ହୁଏ ଏବଂ ତାହା ମାେ ପ୍ରତି ବହୁତ ଖରାପ। ଯଦିଓ ମୁଁ ନିର୍ଦ୍ ଦୋଷ ମୁଁ ମୁଣ୍ଡ ଟକେି ପା ରେ ନାହିଁ। ମୁଁ ଏତେ ଲଜ୍ଜିତ ଓ ବିଚଳିତ ହୁଏ।

Psalm 83:16
ହେ ପରମେଶ୍ବର, ସମାନେେ ୟପରେି ତୁମ୍ଭର ନାମ ଅନ୍ବଷେଣ ନ କରିବା ପର୍ୟ୍ଯନ୍ତ ସମାନଙ୍କେୁ ଲଜ୍ଜାରେ ଆଚ୍ଛାଦନ କର।

Proverbs 3:35
ଜ୍ଞାନବାନ୍ଙ୍କର ଜୀବନ ସମାନଙ୍କେୁ ସମ୍ମାନ ଦିଏ। ମାତ୍ର ଅଜ୍ଞାନମାନଙ୍କର ଜୀବନ ସମାନଙ୍କେୁ ଲଜ୍ଯା ଦିଏ।

Proverbs 6:33
ଲୋକମାନେ ଏଥିପାଇଁ ନିଜର ସମସ୍ତ ସମ୍ମାନ ହରନ୍ତି। ତା'ର କଳଙ୍କ ମାର୍ଜିତ ହବେ ନାହିଁ।

Proverbs 9:7
ଜଣେ ୟିଏ ଗୋଟିଏ ମନୁଷ୍ଯକୁ ଭତ୍ସନା କରେ, ୟିଏ ଅନ୍ୟମାନଙ୍କୁ ଅପମାନିତ କରେ, ସେ ନିଜେ ଅପମାନ ପାଇବ। ଯେ ଦୁଷ୍ଟକୁ ଗାଳି ଦିଏ, ସେ ନିଜେ କଳଙ୍କ ପାଏ।

Proverbs 11:2
ଗର୍ବ ଲଜ୍ଜା ଆଣେ, କିନ୍ତୁ ନମ୍ରତା ଜ୍ଞାନ ଆଣେ।

Proverbs 12:16
ଅଜ୍ଞାନର ବିରକ୍ତି ହଠାତ୍ ପ୍ରକାଶ ପାଏ ; କିନ୍ତୁ ବିଜ୍ଞ ମନୁଷ୍ଯ ଅପମାନକୁ ଉପେକ୍ଷା କରେ।

Proverbs 13:18
ଯେଉଁ ଜନ ଶାସନ ଅଗ୍ରାହ୍ଯ କରେ, ସେ ଦରିଦ୍ରତା ଓ ଲଜ୍ଜ୍ଯା ପାଏ। ମାତ୍ର ଯେ ଅନୁୟୋଗ ଗ୍ରହଣ କରେ, ସେ ମର୍ୟ୍ଯାଦା ପାଏ।

Proverbs 18:3
ଦୁଷ୍ଟ ଆସିଲେ ଅବଜ୍ଞା ଆ ସେ। ପୁଣି ଅପମାନ ସଙ୍ଗେ ଦୁର୍ନାମ ଆ ସେ।

Proverbs 22:10
ନିନ୍ଦକକୁ ବାହାର କରି ଦିଅ, ତହିଁରେ ବିବାଦ ଓ ଅପମାନ ବନ୍ଦ ହବେ।

Occurences : 17

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்