Base Word
קֶרֶס
Short Definitiona knob or belaying-pin (from its swelling form)
Long Definitionhook
Derivationfrom H7164
International Phonetic Alphabetk’ɛˈrɛs
IPA modkɛˈʁɛs
Syllableqeres
Dictionkeh-RES
Diction Modkeh-RES
Usagetache
Part of speechn-m

Exodus 26:6
ଏକ ବଡ ତମ୍ବୁ କରିବା ପାଇଁ ଏହାପରେ ପଚାଶଟି ସ୍ବର୍ଣ୍ଣକପଡା ରେ ପରଦାଗୁଡିକ ୟୋଡିବ।

Exodus 26:6
ଏକ ବଡ ତମ୍ବୁ କରିବା ପାଇଁ ଏହାପରେ ପଚାଶଟି ସ୍ବର୍ଣ୍ଣକପଡା ରେ ପରଦାଗୁଡିକ ୟୋଡିବ।

Exodus 26:11
ଏହାପରେ ପିତ୍ତଳର ପାଚାଶଟି କଡା ତିଆରି କର ଏବଂ ସହେି ତମ୍ବୁର ବସ୍ତ୍ର ସହିତ ଏହି କଡାଗୁଡିକୁ ୟୋଡି ଦିଅ, ଏହା ଗୋଟିଏ ତମ୍ବୁ ହବେ।

Exodus 26:11
ଏହାପରେ ପିତ୍ତଳର ପାଚାଶଟି କଡା ତିଆରି କର ଏବଂ ସହେି ତମ୍ବୁର ବସ୍ତ୍ର ସହିତ ଏହି କଡାଗୁଡିକୁ ୟୋଡି ଦିଅ, ଏହା ଗୋଟିଏ ତମ୍ବୁ ହବେ।

Exodus 26:33
ସୁବର୍ଣ୍ଣ କଡା ରେ ସହେି ପରଦା ଟାଙ୍ଗି ଦିଅ। ତା'ପରେ ପରଦାର ପଛପଟ ନିଯମ-ସିନ୍ଦୁକ ରଖ। ସହେି ପରଦାଟି ପବିତ୍ର ସ୍ଥାନରୁ ମହାପବିତ୍ର ସ୍ଥାନକୁ ପୃଥକ କରିବା ଉଚିତ୍।

Exodus 35:11
ତହିଁର ତମ୍ବୁ ଓ ଛାତ, ଘୁଣ୍ଡି, ପଟା ଓ ଅର୍ଗଳ, ସ୍ତମ୍ଭ ଓ ଚୁଙ୍ଗୀ,

Exodus 36:13
ଏହାପରେ ସମାନେେ ପଚାଶ ଗୋଟି ସ୍ବର୍ଣ୍ଣଘୁଣ୍ଡି କରି ୟବନିକା ସବୁ ୟୋଗ କଲେ। ତେଣୁ ପବିତ୍ର ତମ୍ବୁ ତିଆରି ହାଇେ ଗୋଟିଏ ହେଲା।

Exodus 36:13
ଏହାପରେ ସମାନେେ ପଚାଶ ଗୋଟି ସ୍ବର୍ଣ୍ଣଘୁଣ୍ଡି କରି ୟବନିକା ସବୁ ୟୋଗ କଲେ। ତେଣୁ ପବିତ୍ର ତମ୍ବୁ ତିଆରି ହାଇେ ଗୋଟିଏ ହେଲା।

Exodus 36:18
ଶିଳ୍ପୀମାନେ ପିତ୍ତଳର ପଚାଶଟି ମୁଦିଆ ତିଆରି କଲେ, ସହେି ୟବନିକାକୁ ଏକତ୍ର କରିବା ପାଇଁ ବା ଗୋଟିଏ ତମ୍ବୁ ନିର୍ମାଣ କରିବା ପାଇଁ।

Exodus 39:33
ଏହାପରେ ସମାନେେ ମାଶାଙ୍କେୁ ପବିତ୍ର ତମ୍ବୁ ଦଖାଇେଲେ। ଅର୍ଥାତ୍ ତମ୍ବୁ ଓ ତହିଁର ସକଳ ପାତ୍ର, ଘଣ୍ଟି ପଟା, ଅର୍ଗଳ ସ୍ତମ୍ଭ ଓ ଚୁଙ୍ଗୀ।

Occurences : 10

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்