Base Word
רֶגַע
Short Definitiona wink (of the eyes), i.e., a very short space of time
Long Definition(n m) a moment
Derivationfrom H7280
International Phonetic Alphabetrɛˈɡɑʕ
IPA modʁɛˈɡɑʕ
Syllableregaʿ
Dictionreh-ɡA
Diction Modreh-ɡA
Usageinstant, moment, space, suddenly
Part of speechn-m

Exodus 33:5
କାହିଁକି? କାରଣ ସଦାପ୍ରଭୁ ମାଶାଙ୍କେୁ କହିଲେ, ଇଶ୍ରାୟେଲ ଲୋକମାନଙ୍କୁ କୁହ, 'ତୁମ୍ଭମାନେେ ଶକ୍ତଗ୍ରୀବ ଲୋକ। ମୁଁ ଯଦି ଅଳ୍ପ ସମୟ ପାଇଁ ତୁମ୍ଭମାନଙ୍କ ସହିତ ୟିବି ଦବେେ ତୁମ୍ଭମାନଙ୍କୁ ଧ୍ବଂସ କରିବି। ତେଣୁ ଆପଣା ଶରୀରରୁ ସୁବର୍ଣ୍ଣ ବାହାର କର। ଏହାପରେ ତୁମ୍ଭମାନଙ୍କ ପାଇଁ କ'ଣ କରାୟିବ ବିଗ୍ଭର କରିବା।'

Numbers 16:21
ତୁମ୍ଭମାନେେ ଏହି ମଣ୍ତଳୀଠାରୁ ପୃଥକ ହୁଅ, ଆମ୍ଭେ ଏକ ନିମିଷ ରେ ସମାନଙ୍କେ ସଂହାର କରିବା।

Numbers 16:45
ତୁମ୍ଭମାନେେ ଏହି ମଣ୍ତଳୀ ମଧ୍ଯରୁ ଉଠିୟାଅ, ଆମ୍ଭେ ଏକା ନିମିଷ ରେ ସମାନଙ୍କେୁ ସଂହାର କରିବା। ଏଥି ରେ ମାଶାେ ଓ ହାରୋଣ ମୁହଁ ମାଡି ପଡିଲେ।

Ezra 9:8
ଆମ୍ଭମାନଙ୍କ ପରମେଶ୍ବର ଯେପରି ଆମ୍ଭମାନଙ୍କ ମୁଖ ପ୍ରସନ୍ନ କରିବେ ଓ ଆମ୍ଭମାନଙ୍କ ନିର୍ବାସୀତ ଅବସ୍ଥା ରେ ଆମ୍ଭମାନଙ୍କୁ ନିଶ୍ଚିଚ ଆଶ୍ବାସନା ଦବେେ। ଆମ୍ଭମାନଙ୍କୁ ରକ୍ଷା କରିବା ପାଇଁ ଆପଣା ପବିତ୍ରସ୍ଥାନ ରେ ଆମ୍ଭମାନଙ୍କୁ ଏକ ଖୁଣ୍ଟି ଦବୋକୁ ବର୍ତ୍ତମାନ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ବରଙ୍କଠାରୁ କ୍ଷଣକାଳ ଅନୁଗ୍ରହ ପାଇଅଛୁ।

Job 7:18
କାହିଁକି ମଣିଷକୁ ତୁମ୍ଭେ ପ୍ରେତ୍ୟକକ ସକାଳ ରେ ସାକ୍ଷାତ କର ଏବଂ ତା'ର ପ୍ରେତ୍ୟକକ ମୁହୂର୍ତ୍ତକୁ ପରୀକ୍ଷା କର।

Job 20:5
ଏହା ସତ୍ଯ ବହୁ ସମୟରୁ ଯେ ତବେଳଠାରୁେ ଆଦମ ଏ ପୃଥିବୀ ରେ ରଖାୟାଇଥିଲା। ଯେଉଁ ବ୍ଯକ୍ତି ପରମେଶ୍ବରଙ୍କ ବିନା ବାସ କରେ, ସେ ଲୋକର ଆନନ୍ଦ କ୍ଷଣସ୍ଥାଯୀ ଅଟେ।

Job 21:13
ଦୁଷ୍ଟ ବ୍ଯକ୍ତି ସାରାଜୀବନ ସୌଭାଗ୍ଯ ରେ ଦିନ କାଟନ୍ତି। ତା'ପରେ ସମାନେେ ମୃତ୍ଯୁ ମୁଖ ରେ ପଡ଼ନ୍ତି। କୌଣସି ୟନ୍ତ୍ରଣା ଭୋଗ ନ କରି ସମାନେେ କବରକୁ ୟାଆନ୍ତି।

Job 34:20
ଲୋକେ ହଠାତ୍ ମଧ୍ଯ ରାତ୍ରି ରେ ହୁଏତ ମରି ୟାଇପାରନ୍ତି। ଲୋକେ ହୁଏତ ବମାରେ ହାଇେ ମୃତ୍ଯୁମୁଖ ରେ ପଡ଼ିପାରନ୍ତି। ଏପରିକି କ୍ଷମତାଶାଳୀ ଲୋକ ବି କୌଣସି ସ୍ପଷ୍ଟ କାରଣ ନ ଥାଇ ମରିପାରନ୍ତି।

Psalm 6:10
ମାରେ ସମସ୍ତ ଶତ୍ରୁମାନେ ଲଜ୍ଜିତ ଓ ବ୍ଯାକୁଳ ହବେେ। ଓ ସମାନେେ ସମନ୍ତେ ଲଜ୍ଜିତ ହାଇେ ଏ ସ୍ଥାନ ପରିତ୍ଯାଗ କରିବେ।

Psalm 30:5
ପରମେଶ୍ବର କୋର୍ଧିତ ହୁଅନ୍ତି। ତଣେୁ ତାଙ୍କର ନିଷ୍ପତ୍ତି ହିଁ ମୃତ୍ଯୁ। କିନ୍ତୁ ସେ ମାେ ପ୍ରତି କରୁଣା ପ୍ରଦର୍ଶନ କରି ମାେତେ ଜୀବନଦାନ ଦଇେଛନ୍ତି। ସାରା ରାତି ମୁଁ କାନ୍ଦୁଥିଲି। ତା'ପରଦିନ ସକାଳୁ ଦେଖିଲି, ମୁଁ ଖୁସିରେ ଗୀତ ବୋଲୁଛି।

Occurences : 22

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்