Base Word
רָצַץ
Short Definitionto crack in pieces, literally or figuratively
Long Definitionto crush, oppress
Derivationa primitive root
International Phonetic Alphabetrɔːˈt͡sˤɑt͡sˤ
IPA modʁɑːˈt͡sɑt͡s
Syllablerāṣaṣ
Dictionraw-TSAHTS
Diction Modra-TSAHTS
Usagebreak, bruise, crush, discourage, oppress, struggle together
Part of speechv

Genesis 25:22
ଯେ ଦବେଳେେ ରିବିକା ଗର୍ଭବତୀ ହେଲା, ନିଜ ନିଜ ଭିତ ରେ ଶିଶୁମାନେ ଛନ୍ଦାଛନ୍ଦି ହେଲେ। ରିବିକା ସଦାପ୍ରଭୁଙ୍କୁ ପ୍ରାର୍ଥନା କରି କହିଲା, ମାେ ପ୍ରତି ଏପରି କାହିଁକି ଘଟିଲା?

Deuteronomy 28:33
ତୁମ୍ଭେ ତୁମ୍ଭର କଠିନ ପରିଶ୍ରମ କରିଥିବା ଫଳ ଅନ୍ୟମାନେ ନଇେଯିବେ। ଏବଂ ତୁମ୍ଭେ ସର୍ବଦା କବଳେ ଉପଦ୍ରବ ଗ୍ରସ୍ତ ଓ ନିର୍ୟ୍ଯାତନା ଭୋଗ କରିବ।

Judges 9:53
ସେଥିରକ୍ସ୍ଟ ଜଣେ ସ୍ତ୍ରୀ ଚକିର ଉପର ପଟ ଅବୀମଲକଙ୍କେ ମକ୍ସ୍ଟଣ୍ତ ଉପରକକ୍ସ୍ଟ ପକାଇ ତାଙ୍କର ଖପକ୍ସ୍ଟରି ଭାଙ୍ଗି ପକାଇଲା।

Judges 10:8
ସହେିବର୍ଷ ସମାନେେ ଇଶ୍ରାୟେଲୀୟଙ୍କୁ ବିନାଶ ଓ ଅତ୍ଯାଗ୍ଭର କଲେ। ଅଠର ବର୍ଷ ପର୍ୟ୍ଯନ୍ତ, ଇଶ୍ରାୟେଲମାନେ ଯେଉଁମାନେ କି ୟର୍ଦ୍ଦନ ନଦୀର ଅନ୍ୟ ପାଶର୍‌ବ ରେ ଗିଲିଯଦର ଅଞ୍ଚଳ ରେ ବାସ କଲେ ଏବଂ ସମାନଙ୍କେ ସକାେଶ କଷ୍ଟ ଭୋଗ କଲେ। ସହେି ଦେଶ ଯେଉଁଠା ରେ ଅ ମାରେୀତ୍ ବାସ କରୁଥିଲେ।

1 Samuel 12:3
ମୁ ତୁମ୍ଭମାନଙ୍କ ସମ୍ମକ୍ସ୍ଟଖ ରେ ଉପସ୍ଥିତ ଅଛି। ଯଦି ମୁ କିଛି ଭକ୍ସ୍ଟଲ କରିଛି ତୁମ୍ଭମାନେେ ନିଶ୍ଚିତଭାବେ ସଦାପ୍ରଭୁ ଏବଂ ତାଙ୍କ ମନୋନୀତ ରାଜାକକ୍ସ୍ଟ କକ୍ସ୍ଟହ। ମୁ କାହାର ଗଧ କିମ୍ବା ଗାଈ ଚୋରୀ କରିଛି କି? ମୁ କାହାକକ୍ସ୍ଟ ଆଘାତ କିମ୍ବା ଧୋକା ଦଇେଛି କି? ମୁ ମାରେ ଚକ୍ଷକ୍ସ୍ଟକକ୍ସ୍ଟ ଅନ୍ଧ କରିବା ପାଇଁ କାହା ହସ୍ତରକ୍ସ୍ଟ ଲାଞ୍ଚ ନଇେ ନାହିଁ, ଯେପରିକି ମୁ ଅନ୍ୟ ଦ୍ବାରା ଅପରାଧ କରିଥିବା ଉପଦ୍ରବ୍ଯ ଦେଖି ନପା ରେ? ଯଦି ମୁ ଏଥିରକ୍ସ୍ଟ କୌଣସିଟି କରିଛି, ତବେେ ମୁ ତାହା ଭରଣା କରିବା ପାଇଁ ପ୍ରସ୍ତକ୍ସ୍ଟତ ଅଛି।

1 Samuel 12:4
ଇଶ୍ରାୟେଲୀୟମାନେ ଉତ୍ତର ଦେଲେ, ନା! ତୁମ୍ଭେ ଏପରି ଖରାପ କାମ କବେେ ବି କରି ନାହିଁ। ତୁମ୍ଭେ ଆମକକ୍ସ୍ଟ ଠକି ନାହିଁ କିମ୍ବା ଆମ୍ଭଠାରକ୍ସ୍ଟ କିଛି ନଇେ ନାହିଁ।

2 Kings 18:21
ଏଠାକୁ ଦେଖ, ତୁମ୍ଭେ ଭଙ୍ଗା ହାଇେଥିବା ଆଶାବାଡି ଉପରେ ନିର୍ଭର କରୁଅଛ। ଏହି ଆଶାବାଡି ମିଶରର ଅଟେ। କିନ୍ତୁ ଯଦି କହେି ତା' ଉପରେ ଆଉଜେ ଏହା ଭାଙ୍ଗି ୟିବ ଏବଂ ହାତ ରେ ପଶି ଫୋଡି ହାଇଯେିବ ଓ ଏହାକୁ ଘାଆ କରିଦବେ। ଯେଉଁମାନେ ମିଶରର ରାଜା ଫାରୋ ଉପରେ ନିର୍ଭର କରୁଛନ୍ତି, ସମାନେେ ଏହି ଭାଗ୍ଯର ଅଂଶିଦାର ହବେ।

2 Chronicles 16:10
ହନାନି ଏହିପରି କଥା କହିବାରୁ ଆସା ତାଙ୍କ ଉପରେ କୋର୍ଧ କଲେ। ଆସା ଏତେ ରାଗିଗଲେ ଯେ, ସେ ହାନାନିଙ୍କୁ ବନ୍ଦୀଶାଳା ରେ ନିକ୍ଷପେ କଲେ। ସହେି ସମୟରେ ଆସା ଆଉ କେତଜେଣ ବ୍ଯକ୍ତିଙ୍କ ପ୍ରତି ମଧ୍ଯ ନିଷ୍ଠୁର ଥିଲେ।

Job 20:19
କାହିଁକି ? କାରଣ ସେ ଗରିବକୁ ଲୁଣ୍ଠନ କରିଛି ଏବଂ ସମାନଙ୍କେୁ ପରିତ୍ଯାଗ କରିଛି। ସେ ସମାନଙ୍କେ ସମ୍ପତ୍ତିକୁ ନଇୟୋଇଛି। ସେ ନିଜେ ନିର୍ମାଣ କରି ନ ଥିବା ଗୃହକୁ ମାଡ଼ିବସିଲା।

Psalm 74:14
ତୁମ୍ଭେ ସମୁଦ୍ରରେ ଥିବା ମହାନ୍ ରାକ୍ଷସକୁ ବଧ କଲ। ତୁମ୍ଭେ ଲିବିଯାଥନର ମସ୍ତକ ଖଣ୍ଡଖଣ୍ଡ କରି କାଟି ପକାଇଲ। ତୁମ୍ଭେ ମରୁଭୂମିର ପଶୁମାନଙ୍କ ଖାଦ୍ୟ ନିମନ୍ତେ ତାହାକୁ ଦଲେ।

Occurences : 19

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்