Base Word
שַׁבָּת
Short Definitionintermission, i.e (specifically) the Sabbath
Long DefinitionSabbath
Derivationintensive from H7673
International Phonetic Alphabetʃɑb̚ˈbɔːt̪
IPA modʃɑˈbɑːt
Syllablešabbāt
Dictionshahb-BAWT
Diction Modsha-BAHT
Usage(+ every) sabbath
Part of speechn

Exodus 16:23
ମାଶାେ ସମାନଙ୍କେୁ କହିଲେ, ଏପରି କରିବାକୁ ସଦାପ୍ରଭୁ କହିଅଛନ୍ତି, କାରଣ ଆସନ୍ତା କାଲି ମହାବିଶ୍ରାମ ଦିନ ଅର୍ଥାତ୍ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ପବିତ୍ର ବିଶ୍ରାମ ହବେ। ତୁମ୍ଭମାନେେ ଆଜି ଯେତିକି ଖାଦ୍ୟ ଦରକାର କରୁଛି ତାହା ଆଜି ରନ୍ଧନ କର। କିନ୍ତୁ ଯାହା ବଳିଲା, ତାହା ପ୍ରଭାତ ପର୍ୟ୍ଯନ୍ତ ସଂଚଯ କର।

Exodus 16:25
ସପ୍ତମ ଦିବସ, ମାଶାେ ଲୋକମାନଙ୍କୁ କହିଲେ, ଆଜି ହେଉଛି ମହାବିଶ୍ରାମର ଦିନ। ସଦାପ୍ରଭୁଙ୍କର ସମ୍ମାନାର୍ଥେ ଏହା ଏକ ମୁଖ୍ଯ ଦିବସ। ତେଣୁ ତୁମ୍ଭମାନେେ କ୍ଷତକେୁ ଆଜି କହେି ନୟାଇ ରଖାୟାଇଥିବା ଖାଦ୍ୟକୁ ଭକ୍ଷଣ କର।

Exodus 16:26
ତୁମ୍ଭମାନେେ ଛଅଦିନ ତାହା ସଂଗ୍ରହ କରିବ, ମାତ୍ର ଶନିବାର ଦିନ ବିଶ୍ରାମବାର ଅଟେ। ତହିଁରେ କିଛି ମିଳିବ ନାହିଁ।

Exodus 16:29
ଦେଖ, ସଦାପ୍ରଭୁ ତୁମ୍ଭମାନଙ୍କୁ ବିଶ୍ରାମ ଦିନ ଦବୋ ହତେୁ ଷଷ୍ଠ ଦିନ ରେ ଦୁଇ ଦିନର ଖାଦ୍ୟ ଦିଅନ୍ତି। ତୁମ୍ଭମାନେେ ପ୍ରେତ୍ୟକକ ବିଶ୍ରାମ ଦିନ ରେ ନିଜ ନିଜ ସ୍ଥାନରୁ ବାହାରକୁ ନୟାଇ ନିଜ ନିଜ ସ୍ଥାନ ରେ ଥାଅ।

Exodus 20:8
ବିଶ୍ରାମଦିନଟିକୁ ପବିତ୍ର ଦିବସ ରୂପେ ପାଳନ କରିବାକୁ ସ୍ମରଣ କର।

Exodus 20:10
ମାତ୍ର ସପ୍ତମ ଦିନ ସଦାପ୍ରଭୁ ତୁମ୍ଭ ପରମେଶ୍ବରଙ୍କର ବିଶ୍ରାମ ଦିନ ଅଟେ। ତହିଁରେ ତୁମ୍ଭେ କି ତୁମ୍ଭର ପୁତ୍ର କି ତୁମ୍ଭର କନ୍ଯା, ତୁମ୍ଭର ଦାସ କିମ୍ବା ଦାସୀ, ତୁମ୍ଭର ପଶୁ କି ତୁମ୍ଭର ନଗରର ଦ୍ବାରବର୍ତ୍ତୀ ବିଦେଶୀ କହେି କୌଣସି କାର୍ୟ୍ଯ କରିବ ନାହିଁ।

Exodus 20:11
ଯେ ହତେୁ ସଦାପ୍ରଭୁ ଆକାଶମଣ୍ଡଳ ଓ ପୃଥିବୀ ଓ ସମୁଦ୍ର ଓ ଦନ୍ମଧ୍ଯସ୍ଥିତ ସମସ୍ତ ବସ୍ତୁ ଛଅ ଦିନ୍ ରେ ନିର୍ମାଣ କରି ସପ୍ତମ ଦିନ ରେ ବିଶ୍ରାମ କଲେ। ଏହିପରି ଭାବରେ ସଦାପ୍ରଭୁ ବିଶ୍ରାମ ଦିନଟିକୁ ଆଶୀର୍ବାଦ କଲେ। ସଦାପ୍ରଭୁ ଏହି ଦିନଟକୁ ଏକ ସ୍ବତନ୍ତ୍ର ଦିନ କଲେ।

Exodus 31:13
ଏହିକଥା ଇଶ୍ରାୟେଲ ଲୋକମାନଙ୍କୁ କୁହ, 'ତୁମ୍ଭମାନେେ ମାରେ ବିଶ୍ରାମ ଦିନ ପାଳନ କରିବା ଉଚିତ୍। ଯେଉଁଥିପାଇଁ ତୁମ୍ଭମାନେେ ଜାଣି ପାରିବ ଯେ ମୁଁ ତୁମ୍ଭମାନଙ୍କର ସଦାପ୍ରଭୁ ୟିଏ ତୁମ୍ଭମାନଙ୍କୁ ପବିତ୍ର କରନ୍ତି। ଏହା ପୁରୁଷାନୁକ୍ରମେ ମୁଁ ଓ ତୁମ୍ଭମାନଙ୍କ ମଧିଅରେ ଏକ ଚିହ୍ନ ହବେ।

Exodus 31:14
ତୁମ୍ଭମାନେେ ମାରେ ବିଶ୍ରାମ ଦିନ ପାଳନ କରିବା ଉଚିତ୍। କାରଣ ତାହା ତୁମ୍ଭମାନଙ୍କ ପାଇଁ ପବିତ୍ର ଅଟେ। ଯଦି କହେି ଏହାକୁ ଅପବିତ୍ର କରେ ତବେେ ସେ ମୃତ୍ଯୁବରଣ କରିବା ଉଚିତ୍। ଯଦି କହେି ସଦେିନ କାର୍ୟ୍ଯ କରେ, ସେ ଆପଣା ଲୋକମାନଙ୍କଠାରୁ ଅଲଗା ହବୋ ଉଚିତ୍।

Exodus 31:15
ଏକ ସପ୍ତାହ ରେ ଛଅ ଦିନ କାର୍ୟ୍ଯ କରାୟିବ ଏବଂ ସପ୍ତମ ଦିନ ରେ ବିଶ୍ରାମ କରିବ। ଏହି ଦିନଟି ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ପବିତ୍ର ଦିନ ଅଟେ। ଏହି ପବିତ୍ର ବିଶ୍ରାମ ଦିନ ରେ ଯେ କହେି କାର୍ୟ୍ଯ କରେ ତାକୁ ମୃତ୍ଯୁଦଣ୍ଡ ଦିଆୟିବ।

Occurences : 111

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்