Base Word
שָׂטָה
Short Definitionto deviate from duty
Long Definitionto turn aside, go aside, turn, decline
Derivationa primitive root
International Phonetic Alphabetɬɔːˈt̪’ɔː
IPA modsɑːˈtɑː
Syllableśāṭâ
Dictionsaw-TAW
Diction Modsa-TA
Usagedecline, go aside, turn
Part of speechv

Numbers 5:12
ତୁମ୍ଭେ ଇଶ୍ରାୟେଲ ଲୋକମାନଙ୍କୁ କୁହ, କୌଣସୀ ମନୁଷ୍ଯର ସ୍ତ୍ରୀ ଯବେେ ବିପଥଗାମିନୀ ହାଇେ ତାହା ବିରୁଦ୍ଧ ରେ ସତ୍ଯ ଲଘଂନ କରେ,

Numbers 5:19
ଆଉ ଯାଜକ ସହେି ସ୍ତ୍ରୀକୁ ଶପଥ କରାଇ କହିବ, 'ଯଦି କୌଣସି ପୁରୁଷ ତୁମ୍ଭ ସହିତ ଶଯନ କରି ଶରୀର ମିଳନ ନଥାଏ, ତୁମ୍ଭେ ଯେତବେେଳେ ତୁମ୍ଭ ସ୍ବାମୀକୁ ବିବାହ କରିଥିଲ, ତବେେ ଏହି ଶାପୟୁକ୍ତ ତିକ୍ତ ଜଳ ତୁମ୍ଭ ଉପରେ କୌଣସି ପ୍ରଭାବ ପକାଇବ ନାହିଁ।

Numbers 5:20
ମାତ୍ର ଯବେେ ତୁମ୍ଭେ ସ୍ବାମୀଙ୍କ ବିବାହ କରିବା ବେଳେ ବିପଥଗାମିନୀ ହାଇେଥାଅ ଓ ସ୍ବାମୀକୁ ଛାଡି ଅନ୍ୟ ପୁରୁଷ ସହିତ ଶଯନ କରିଥାଅ, ତବେେ ତୁମ୍ଭେ କଳୁଷିତ ହାଇେଛ।

Numbers 5:29
ଏହା ଇର୍ଷାଜନକ ବ୍ଯବସ୍ଥା, ଯଥା: ସ୍ତ୍ରୀ ସ୍ବାମୀର ଅଧୀନ ରେ ଥାଉ ଥାଉ ବିପଥଗାମୀ ହାଇେ ଅଶୁଚି ହେଲେ।

Proverbs 4:15
ସମାନଙ୍କେ ପଥରୁ ଦୂ ରଇେ ରୁହ, ତହିଁର ନିକଟକୁ ୟାଅ ନାହିଁ। ତହିଁରୁ ବିମୁଖ ହାଇେ ଚାଲିୟାଅ।

Proverbs 7:25
ତୁମ୍ଭର ହୃଦଯ ସହେି ବେଶ୍ଯାମାନଙ୍କର ପଛ ରେ ନ ରହୁ। ତୁମ୍ଭେ ତା'ର ପଥରେ ବିପଥଗାମୀ ହୁଅ ନାହିଁ।

Occurences : 6

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்