Base Word
שִׁילוֹנִי
Short Definitiona Shilonite or inhabitant of Shiloh
Long Definitionan inhabitant of Shiloh
Derivationor שִׁילֹנִי; or שִׁלֹנִי; from H7887
International Phonetic Alphabetʃɪi̯.loˈn̪ɪi̯
IPA modʃiː.lo̞wˈniː
Syllablešîlônî
Dictionshee-loh-NEE
Diction Modshee-loh-NEE
UsageShilonite
Part of speecha

1 Kings 11:29
ଥରେ ୟାରବିଯାମ ୟିରୁଶାଲମ ବାହାରକୁ ଯାଉଥିଲା ବେଳେ ଶୀଲୋର ଭବିଷ୍ଯଦ୍ବକ୍ତା ଅହିଯଙ୍କ ସହିତ ତାଙ୍କର ବାଟରେ ଦଖାେ ହେଲା। ଅହିଯ ଏକ ନୂତନ କୋଟ ପରିଧାନ କରିଥିଲେ ଓ କ୍ଷେତ୍ର ରେ କବଳେ ସେ ଦୁ ହେଁ ଥିଲେ।

1 Kings 12:15
ରାଜା ଲୋକମାନଙ୍କ ଅନୁରୋଧ ପୁରଣ କରିବାକୁ ମନା କରି ଦେଲେ। ସଦାପ୍ରଭୁ ଏହିସବୁ ଘଟାଇବାର କାରଣ ହେଲ, ସେ ଚାହିଁଲେ ତାଙ୍କର ପ୍ରତିଜ୍ଞା ପୂରଣ କରିବା ପାଇଁ। ନବାଟର ପୁତ୍ର ୟାରବିଯାମ୍ ଯାହା ଅହିଯ ଶୀଲୋନୀଯଙ୍କ ଦ୍ବାରା କୁହା ହାଇେଥିଲା।

1 Kings 15:29
ବାଶା ରାଜା ହବୋ ମାତ୍ ରେ ୟାରବିଯାମଙ୍କ ପରିବାରକୁ ଧ୍ବଂସ କଲେ। ସଦାପ୍ରଭୁ ଆପଣା ଦାସ ଶୀଲୋନୀଯ ଅହିଯ ମାଧ୍ଯମ ରେ ଯେଉଁ କଥା କହିଥିଲେ ତଦନୁସା ରେ ବାଶା ୟାରବିଯାମଙ୍କ ବଂଶରୁ ଜଣଙ୍କୁ ଛାଡିଲେ ନାହିଁ। ସେ ସମସ୍ତଙ୍କୁ ସଂହାର କଲେ।

1 Chronicles 9:5
ୟିରୁଶାଲମ ରେ ବାସ କରୁଥିବା ଶୀଲୋନୀଯ ଲୋକମାନେ ଥିଲେ, ଅସାଯ ଜେଷ୍ଠ ପୁତ୍ର ଥିଲେ ଓ ଅସାଯଙ୍କର ପୁତ୍ରମାନେ ଥିଲେ।

2 Chronicles 9:29
ଶଲୋମନ କରିଥିବା ଅନ୍ଯାନ୍ଯ କାର୍ୟ୍ଯସକଳ ଭବଷ୍ଯଦ୍ବକ୍ତା ନାଥନଙ୍କ ଲଖାେସବୁ, ଶୀଲୋନୀଯ ଭବିଷ୍ଯଦ୍ବକ୍ତା, ଅହିଯଙ୍କର ଭବିଷ୍ଯଦ୍ବାଣୀ ଓ ଭବିଷ୍ଯଦ୍ବକ୍ତା ଇଦୋଙ୍କର ଦର୍ଶନ ପୁସ୍ତକରେ ଆରମ୍ଭରୁ ଶଷେ ପର୍ୟ୍ଯନ୍ତ ଲଖାୟୋଇ ଅଛି। ଇଦ୍ଦୋ ୟିଏ ନବାଟଙ୍କ ପୁତ୍ର ୟାରବିଯାମ୍ଙ୍କ ବିଷଯ ରେ ଲେଖିଛନ୍ତି।

2 Chronicles 10:15
ତେଣୁ ରାଜା ରିହବିଯାମ୍ ବୃଦ୍ଧ ଲୋକମାନଙ୍କର କଥା ଶୁଣିଲେ ନାହିଁ। ପରମେଶ୍ବର ଏହି ପ୍ରକା ରେ ଏହିସବୁ ଘଟାଇଲେ। ସଦାପ୍ରଭୁ ଅହିଯଙ୍କ ମାଧ୍ଯମ ରେ ୟାରବିଯାମ୍ଙ୍କୁ ଯେଉଁ କଥା କହିଥିଲେ, ତାହା ଯେପରି ସଫଳ ହୁଏ, ଏହା ସପରେି ଘଟିଲା ଅହିଯ ଶିଲୋନୀଯ ଲୋକ ଥିଲେ, ଏବଂ ୟାରବିଯାମ୍ ନବାଟଙ୍କ ପୁତ୍ର ଥିଲେ।

Occurences : 6

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்