Base Word
שָׁכַר
Short Definitionto become tipsy; in a qualified sense, to satiate with a stimulating drink or (figuratively) influence
Long Definitionto be or become drunk or drunken, be intoxicated
Derivationa primitive root
International Phonetic Alphabetʃɔːˈkɑr
IPA modʃɑːˈχɑʁ
Syllablešākar
Dictionshaw-KAHR
Diction Modsha-HAHR
Usage(be filled with) drink (abundantly), (be, make) drunk(-en), be merry
Part of speechv

Genesis 9:21
ନୋହ ତହିଁରୁ ଦ୍ରାକ୍ଷାରସ ପ୍ରସ୍ତୁତି କରି ପାନ କଲେ। ସେ ଦ୍ରାକ୍ଷାରସ ପାନ କରି ମତ୍ତ ହାଇେ ତାଙ୍କର ଲୁଗାପଟା ଖାଲିଦେଇେ ତାଙ୍କର ତମ୍ବୁ ରେ ପଡ଼ି ରହିଲେ। ସେ କୌଣସି ବସ୍ତ୍ର ପରିଧାନ କରି ନଥିଲେ।

Genesis 43:34
ଦାସମାନେ ଯୋଷଫଙ୍କେ ଟବେୁଲରୁ ଖାଦ୍ୟ ଆଣି ଅନ୍ୟ ଭାଇମାନଙ୍କୁ ପରଷୁଥାନ୍ତି। କିନ୍ତୁ ଦାସମାନେ ଅନ୍ୟ ଭାଇ ଅପେକ୍ଷା ବିନ୍ଯାମୀନକୁ ଅଧିକ ପାଞ୍ଚଥର ପରଷୁଥାନ୍ତି। ସମାନେେ ସମସ୍ତେ ଖାଇ ପିଇ ଆନନ୍ଦ କଲେ।

Deuteronomy 32:42
ମାରେ ବାଣମାନ ତାଙ୍କ ରକ୍ତ ରେ ମାତାଲ ହବେ ଏବଂ ମାେ ଖଡ୍ଗ ମାରେ ଶତୃମାନଙ୍କର ମାଂସକକ୍ସ୍ଟ ଗ୍ରାସ କରିବ, ସମାନଙ୍କେର ରକ୍ତ ରଂଜିତ ଶରୀରରକ୍ସ୍ଟ କେଶପୂର୍ଣ ମକ୍ସ୍ଟଣ୍ତ ପର୍ୟ୍ଯନ୍ତ।'

1 Samuel 1:14
ଏଲି ହାନ୍ନାଙ୍କକ୍ସ୍ଟ କହିଲେ, ତୁମ୍ଭେ ଆଉ କେତକୋଳ ମାତାଲ ହେଉଥିବ? ଦ୍ରାକ୍ଷାରସରକ୍ସ୍ଟ ଦକ୍ସ୍ଟ ରଇେ ରକ୍ସ୍ଟହ।

2 Samuel 11:13
ତା'ପରେ ଦାଉଦ ଊରିଯକକ୍ସ୍ଟ ଡାକି କହିଲେ ଏବଂ ଊରିଯ ଦାଉଦଙ୍କ ସଙ୍ଗେ ଖିଆପିଆ କଲେ। ଦାଉଦ ଊରିଯକକ୍ସ୍ଟ ମଦ୍ଯପାନ କରାଇଲେ, ତା'ପରେ ମଧ୍ଯ ଊରିଯ ଗୃହକକ୍ସ୍ଟ ନ ୟାଇ ରାଜାଙ୍କର ଦାସମାନଙ୍କ ସହିତ ରାଜାଗୃହର ଦ୍ବାର ଦେଶ ରେ ଶଯନ କଲେ।

Song of Solomon 5:1
ହେ ମାରେ ଭଗିନୀ, ମାହେର ପ୍ରିୟେ, ମୁଁ ଆପଣା ଉଦ୍ୟାନକୁ ଆସିଅଛି। ମୁଁ ଆପଣା ଗନ୍ଧରସ ଓ ସୁଗନ୍ଧି ଦ୍ରବ୍ଯ ସଂଗ୍ରହ କରିଅଛି। ମୁଁ ମହୁ ଫଣୋରୁ ମାରେ ମହୁ ଭୋଜନ କରିଅଛି। ମୁଁ ଆପଣା ଦ୍ରାକ୍ଷାରସ ଓ ଦୁଗ୍ଧପାନ କରିଅଛି। ଆସ ପରସ୍ପର ସହିତ ଆମାଦେ କରିବା। ଆସ ପ୍ ରମେ ରେ ମତ୍ତ ହାଇଯେିବା।

Isaiah 29:9
ତୁମ୍ଭମାନେେ ଅଜ୍ଞାତ ଓ ଚମତ୍କୃତ ହୁଅ। ତୁମ୍ଭକୁ ଦୃଷ୍ଟିହୀନ କର ଏବଂ ଅନ୍ଧ ହୁଅ। ଟଳଟଳ ହୁଅ, କିନ୍ତୁ ସୁରାପାନ ରେ ନୁହେଁ।

Isaiah 49:26
ପୁଣି ଆମ୍ଭେ ତୁମ୍ଭର ଉପଦ୍ରବକାରୀମାନଙ୍କୁ ସମାନଙ୍କେର ନିଜ ମାଂସ ଭୋଜନ କରାଇବା ; ସୁମିଷ୍ଟ ଦ୍ରାକ୍ଷାରସ ରେ ସମାନେେ ମତ୍ତ ହେଲାପରି ସମାନେେ ନିଜ ରକ୍ତ ରେ ମତ୍ତ ହବେେ ; ତାହା ହେଲେ ଆମ୍ଭେ ଯେ ତୁମ୍ଭର ସଦାପ୍ରଭୁ, ତୁମ୍ଭର ତ୍ରାଣକର୍ତ୍ତା ଓ ତୁମ୍ଭର ମୁକ୍ତିଦାତା, ଯାକୁବର ବଳଦାତା, ଏହା ସମସ୍ତ ପ୍ରାଣୀ ଜାଣିବେ।

Isaiah 51:21
ଏଣୁକରି ଦୟାକରି ଏହା ଶୁଣ, ହେ ୟିରୁଶାଲମ, ତୁମ୍ଭେ ଦ୍ରାକ୍ଷାରସର କୁହୁକରେ ମତ୍ତ ନୁହଁ, କିନ୍ତୁ ତୁମ୍ଭେ ମତ୍ତୁଆଲା ଅଟ।

Isaiah 63:6
ପୁଣି ଆମ୍ଭେ ନିଜର କୋର୍ଧ ରେ ଲୋକମାନଙ୍କୁ ଦଳି ପକାଇଲୁ ଓ ଆମ୍ଭ କୋପ ରେ ସମାନଙ୍କେୁ ମତ୍ତ କରାଇଲୁ ; ପୁଣି ଭୂମିରେ ସମାନଙ୍କେର ପ୍ରାଣର ରକ୍ତ ଢ଼ାଳି ଦଲେୁ।

Occurences : 19

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்