Base Word
שֵׁכָר
Short Definitionan intoxicant, i.e., intensely alcoholic liquor
Long Definitionstrong drink, intoxicating drink, fermented or intoxicating liquor
Derivationfrom H7937
International Phonetic Alphabetʃeˈkɔːr
IPA modʃeˈχɑːʁ
Syllablešēkār
Dictionshay-KAWR
Diction Modshay-HAHR
Usagestrong drink, + drunkard, strong wine
Part of speechn-m

Leviticus 10:9
ତୁମ୍ଭେ କିମ୍ବା ତୁମ୍ଭର ପୁତ୍ରଗଣ ଯେତବେେଳେ ସମାଗମ ତମ୍ବୁ ରେ ପ୍ରବେଶ କରିବେ ତୁମ୍ଭମାନେେ ଦ୍ରାକ୍ଷାରସ କିମ୍ବା ମଦ୍ଯପାନ କରିବ ନାହିଁ। ଯଦି ତାହା ତୁମ୍ଭମାନେେ କର ତବେେ ତୁମ୍ଭମାନେେ ମରିବ। ଏହି ବ୍ଯବସ୍ଥା ପୁରୁଷାନୁକ୍ରମେ ଅନନ୍ତକାଳ ପର୍ୟ୍ଯନ୍ତ ପାଳିତ ହବେ।

Numbers 6:3
ତବେେ ସେ ଦ୍ରାକ୍ଷାରସ ଓ ସୁରା ପାନରୁ ନିଜକୁ ପୃଥକ ରଖିବ, ସେ ଦ୍ରାକ୍ଷାରସର ସିର୍କା ଓ ସୁରାର ସିର୍କା ପାନ କରିବ ନାହିଁ। କିମ୍ବା ସେ ଦ୍ରାକ୍ଷାଫଳ ଜାତ କୌଣସି ପଯେ ପାନ କରିବ ନାହିଁ ଓ କଞ୍ଚା କିମ୍ବା ଶୁଖିଲା ଦ୍ରାକ୍ଷାଫଳ ଖାଇବ ନାହିଁ।

Numbers 6:3
ତବେେ ସେ ଦ୍ରାକ୍ଷାରସ ଓ ସୁରା ପାନରୁ ନିଜକୁ ପୃଥକ ରଖିବ, ସେ ଦ୍ରାକ୍ଷାରସର ସିର୍କା ଓ ସୁରାର ସିର୍କା ପାନ କରିବ ନାହିଁ। କିମ୍ବା ସେ ଦ୍ରାକ୍ଷାଫଳ ଜାତ କୌଣସି ପଯେ ପାନ କରିବ ନାହିଁ ଓ କଞ୍ଚା କିମ୍ବା ଶୁଖିଲା ଦ୍ରାକ୍ଷାଫଳ ଖାଇବ ନାହିଁ।

Numbers 28:7
ପୁଣି ତହିଁର ଏକ ମଷେବତ୍ସ ନିମନ୍ତେ ଏକ ହିନର ଚତୁର୍ଥାଂଶ ପଯେ ନବୈେଦ୍ଯ ଦବେ। ତୁମ୍ଭେ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ପବିତ୍ର ପଯେ ନବୈେଦ୍ଯରୂପେ ଦ୍ରାକ୍ଷାରସ ଢାଳିବ।

Deuteronomy 14:26
ତୁମ୍ଭେ ଯାହା ଇଛା କର, ଗୋରୁ, ଛଳେି, ଦ୍ରାକ୍ଷାରସ, କି ଅବା ଯାହାକିଛି ତକ୍ସ୍ଟମ୍ଭ ପ୍ରାଣ ତକ୍ସ୍ଟମ୍ଭଠାରକ୍ସ୍ଟ ଚା ହେଁ ତହିଁ ପାଇଁ ତୁମ୍ଭେ ସହେି ଟଙ୍କା ଦବେ। ତୁମ୍ଭମାନେେ ସଠାେରେ ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବରଙ୍କ ସମ୍ମକ୍ସ୍ଟଖ ରେ ଭୋଜନ କରି ତୁମ୍ଭେ ଓ ତକ୍ସ୍ଟମ୍ଭ ପରିବାର ଆନନ୍ଦ କରିବ।

Deuteronomy 29:6
ତୁମ୍ଭେ ଆସିବା ସମୟରେ ସାଥି ରେ ଖାଦ୍ୟ ଆଣି ନଥିଲ, ତୁମ୍ଭେ ତୁମ୍ଭମାନଙ୍କ ସହିତ ପିଇବା ପାଇଁ କୌଣସି ମଦ ଆଣି ନଥିଲ। କିନ୍ତୁ ସଦାପ୍ରଭୁ ତୁମ୍ଭମାନଙ୍କର ଯତ୍ନ ନଇେଥିଲେ। ସେ ଏପରି କରିଥିଲେ, କାରଣ ତୁମ୍ଭମାନେେ ବକ୍ସ୍ଟଝିପାରିବ ସେ ହେଉଛନ୍ତି ସଦାପ୍ରଭୁ ତୁମ୍ଭର ପରମେଶ୍ବର।

Judges 13:4
ତୁମ୍ଭେ କଦାପି ଦ୍ରାକ୍ଷାରସ କି ଅନ୍ଯାନ୍ଯ ମାଦକ ଦ୍ରବ୍ଯ ସ୍ପର୍ଶ କରିବ ନାହିଁ। ତୁମ୍ଭମାନେେ କୌଣସି ଅଶକ୍ସ୍ଟଚି ସାମଗ୍ରୀ ଖାଇବ ନାହିଁ। ସାବଧାନ ହକ୍ସ୍ଟଅ।

Judges 13:7
କିନ୍ତୁ ସେ ମାେତେ କହିଲେ, 'ତକ୍ସ୍ଟମେ ଗର୍ଭବତୀ ହବେ ଏବଂ ଏକ ପକ୍ସ୍ଟତ୍ର ସନ୍ତାନ ଜନ୍ମ ଦବେ। ତେଣୁ ତକ୍ସ୍ଟମେ ଦ୍ରାକ୍ଷାରସ କିମ୍ବା ମାଦକ ଦ୍ରବ୍ଯ ସବେନ କରିବା ଉଚିତ୍ ନକ୍ସ୍ଟହଁ କିମ୍ବା ଅଶକ୍ସ୍ଟଚି ଖାଦ୍ୟ ଖାଇବା ଉଚିତ୍ ନକ୍ସ୍ଟହଁ। କାରଣ ଶିଶକ୍ସ୍ଟଟିକକ୍ସ୍ଟ ପରମେଶଓରଙ୍କୁ ସମର୍ପଣ କରାୟିବ। ସେ ଜନ୍ମରକ୍ସ୍ଟ ମରଣ ପର୍ୟ୍ଯନ୍ତ ପରମେଶ୍ବରଙ୍କର ନାସନୀଯ ହବେ।'

Judges 13:14
ସେ ଦ୍ରାକ୍ଷାରସ କିମ୍ବା କୌଣସି ମାଦକ ଦ୍ରବ୍ଯ ପାନ କରିବା ଉଚିତ୍ ନକ୍ସ୍ଟହଁ। ସେ କୌଣସି ଅଶକ୍ସ୍ଟଚି ଖାଦ୍ୟ ଭୋଜନ କରିବା ଉଚିତ୍ ନକ୍ସ୍ଟହଁ। ମୁ ତାଙ୍କୁ ଯେଉଁ ଆଜ୍ଞା ଦଇେଅଛି ସଗେୁଡିକୁ ସେ ପାଳନ କରନ୍ତକ୍ସ୍ଟ।

1 Samuel 1:15
ହାନ୍ନା ଉତ୍ତର ଦଲୋ, ନା, ମାରେ ମହାଶୟ, ମୁ ଜଣେ ଦକ୍ସ୍ଟଃଖିନୀ ସ୍ତ୍ରୀ, ମୁ ଦ୍ରାକ୍ଷାରସ କି ମଦ୍ଯପାନ କରିନାହିଁ। ମାତ୍ର ମୁ ସଦାପ୍ରଭୁଙ୍କଠା ରେ ମାରେ ଆପଣାର ପ୍ରାଣ ବଦନୋ ଢାଳକ୍ସ୍ଟଥିଲି।

Occurences : 23

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்