Base Word
שֵׁלָה
Short DefinitionShelah, the name of a postdiluvian patriarch and of an Israelite
Long Definitionthe youngest son of Judah slain by God for refusing to obey the law for levirate marriage with Tamar
Derivationthe same as H7596 (shortened); request
International Phonetic Alphabetʃeˈlɔː
IPA modʃeˈlɑː
Syllablešēlâ
Dictionshay-LAW
Diction Modshay-LA
UsageShelah
Part of speechn-pr-m

Genesis 38:5
ଏହାପରେ ସେ ଆଉ ଏକ ପୁତ୍ରକୁ ଜନ୍ମ ଦେଲେ ଏବଂ ତା'ର ନାମ ଦେଲେ ଶଲୋ। ଯିହୁଦାର ତୃତୀୟ ପୁତ୍ର ଜନ୍ମ ସମୟରେ ସେ କଷୀବ ରେ ଥିଲା।

Genesis 38:11
ଏହାପରେ ଯିହୁଦା ତା'ର ପୁତ୍ର ବଧୁ ତାମରକୁ କହିଲେ, ତୁମ୍ଭେ ତୁମ୍ଭର ପିତୃ ଗୃହକୁ ୟାଅ। ଏବଂ ମାରେ କନିଷ୍ଠ ପୁତ୍ରଶିଲା ୟୁବକ ନ ହବୋ ପର୍ୟ୍ଯନ୍ତ ବିବାହ କର ନାହିଁ। ଯିହୁଦା ଭୟ କଲେ ଯେ ଯଦି ତା'ର ଭାଇମାନଙ୍କ ପରି ଶଲୋ ହିଁ ମରିୟିବ। ଏଣୁ ତାମର ତା' ପିତୃ ଗୃହକୁ ୟାଇ ବାସକଲା।

Genesis 38:14
ତାମର ସର୍ବଦା ବିଧବା ବସ୍ତ୍ର ପିନ୍ଧୁଥିଲା। ତେଣୁ ସେ କିଛି ଅନ୍ୟ ପୋଷାକ ପିନ୍ଧି ତା'ର ମୁହଁକୁ ଲୁଚାଇ ତିମ୍ନାତାର ପଥ ପାଶର୍ବସ୍ଥିତ ଐନମର ପ୍ରବେଶ ସ୍ଥାନ ରେ ବସି ରହିଲା। କାରଣ ସେ ଦେଖିଲା ଶଲୋ ବଡ଼ ହେଲେ ହେଁ ତାକୁ ବିବାହ କଲାନାହିଁ।

Genesis 38:26
ଯିହୁଦା ସେ ସମସ୍ତ ବସ୍ତ୍ରକୁ ଦେଖିଲା ଏବଂ କହିଲା, ସେ ଠିକ ଅଛି। ମୁଁ ଭୁଲ କରିଥିଲା। ମୁଁ ପ୍ରତିଜ୍ଞା କରିଥିଲି ଶଲୋକୁ ଦବୋପାଇଁ କିନ୍ତୁ ତାହା କରି ନଥିଲି। ଏବଂ ଯିହୁଦା ଆଉ ତାଙ୍କ ସହିତ ଦୈହିକ ସଂପର୍କ ରଖିଲେ ନାହିଁ।

Genesis 46:12
ଯିହୁଦାର ପୁତ୍ର, ଏର, ଓନନ୍, ଶଲୋ, ପରେସ୍ ଓ ସରହେ। କିନ୍ତୁ ଏର, ଓନନ୍ କିଣାନ ଦେଶ ରେ ମରିଥିଲେ, ପରେସର ପୁତ୍ର ହିଷ୍ରୋଣ ଓ ହାମୂଲ ଥିଲେ।

Numbers 26:20
ସରହଠାରୁେ ସରହେୀଯ ଗୋଷ୍ଠୀ। ଯିହୁଦାର ଦୁଇପୁତ୍ର ଏର ଓ ଓନନ କିଣାନ ଦେଶ ରେ ହତ୍ଯା କରାୟାଇଥିଲେ।

1 Chronicles 2:3
ଯିହୁଦାଙ୍କର ପୁତ୍ରମାନେ ଥିଲେ ଏର୍, ଓନନ୍ ଓ ଶଲୋ, ବତ୍ଶୂଯା। ସମାନଙ୍କେର ମାତା ବତ୍ଶୂଯା କିଣାନ୍ ଦେଶରୁ ଆଗତା ଜଣେ ସ୍ତ୍ରୀ ଥିଲେ। ସଦାପ୍ରଭୁ ଦେଖିଲେ ଯେ, ଯିହୁଦାଙ୍କର ପ୍ରଥମ ପୁତ୍ର ଏଲ୍ ଅତ୍ଯନ୍ତ ମନ୍ଦ ଥିଲା। ତେଣୁ ସଦାପ୍ରଭୁ ତାହାକୁ ହତ୍ଯା କଲେ।

1 Chronicles 4:21
ଶଲୋ ଯିହୁଦାର ପୁତ୍ର ଥିଲେ। ତାଙ୍କର ପୁତ୍ରମାନେ ଥିଲେ, ଲକୋର ପିତା ଏର ଓ ମା ରଶାଙ୍କେର ପିତା ଲାଦା ଏବଂ ଏହି ପରିବାରବର୍ଗ ବେଥ-ଅସବଯେ ରେ ଥିବା କାର୍ପାସ କାର୍ୟ୍ଯର କର୍ତ୍ତା ଥିଲେ।

Occurences : 8

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்