Base Word
שְׂלָו
Short Definitionthe quail collectively (as slow in flight from its weight)
Long Definitionquail
Derivationor שְׂלָיו; by orthographical variation from H7951 through the idea of sluggishness
International Phonetic Alphabetɬɛ̆ˈlɔːw
IPA modsɛ̆ˈlɑːv
Syllableśĕlāw
Dictionseh-LAW
Diction Modseh-LAHV
Usagequails
Part of speechn-f

Exodus 16:13
ସହେି ରାତି ରେ ଭାଟୁଇ ପକ୍ଷୀଗଣ ଆସିଲେ ଏବଂ ଛାଉଣୀକୁ ଆଚ୍ଛାଦିତ କଲେ। ଏବଂ ପ୍ରଭାତ ରେ ଛାଉଣୀ ସ୍ଥାନ ରେ ଚାରିଆଡେ କାକରର ଏକ ସ୍ତର ଥିଲା।

Numbers 11:31
ଅନନ୍ତର ସଦାପ୍ରଭୁଙ୍କ ନିକଟରୁ ବାଯୁ ବହିଲା ଓ ତାହା ସମୁଦ୍ରରୁ ଭଟୋଇ ପକ୍ଷୀ ଆଣିଲା। ସମାନଙ୍କେର ସଂଖ୍ଯା ଏତେ ଅଧିକ ହେଲା ଯେ ସମାନେେ ଛାଉଣୀର ଚତୁର୍ବ୍ଦିଗ ରେ ଏପାଖେ ଦିନକର ପଥ ଓ ସେ ପାଖେ ଦିନକର ପଥ ପର୍ୟ୍ଯନ୍ତ ବ୍ଯାପି ରହିଲେ। ସମାନେେ ଭୂମିଠାରୁ ପ୍ରାଯ ଦୁଇ ପୁଟ ବହଳ ରେ ଗଦା ହଇେ ଗଲେ।

Numbers 11:32
ତହିଁରେ ଲୋକମାନେ ଛିଡା ହାଇେ ସହେି ସମସ୍ତ ଦିବାରାତ୍ର ଓ ପରଦିନ ସମସ୍ତ ଦିବସ ସହେି ଭାଟୋଇ ପକ୍ଷୀ ସଂଗ୍ରହ କଲେ। କହେି ଦଶ ବୁଶଲରେୁ ଊଣା ସଂଗ୍ରହ କଲାନାହିଁ। ଆଉ ସମାନେେ ନିଜପାଇଁ ଛାଉଣୀର ଚାରିଆଡେ ତାହା ବିଛାଇ ରଖିଲେ।

Psalm 105:40
ଯେତବେେଳେ ଲୋକମାନେ ଖାଦ୍ୟ ମାଗନ୍ତେ, ପରମେଶ୍ବର ଭାଟୋଇ ପକ୍ଷୀମାନଙ୍କୁ ଦେଲେ। ପରମେଶ୍ବର ସମାନଙ୍କେୁ ସ୍ବର୍ଗରୁ ପ୍ରଚୁର ମାନ୍ନା ପ୍ରଦାନ କଲେ।

Occurences : 4

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்