Base Word
שָׁלֵו
Short Definitiontranquil; (in a bad sense) careless; abstractly, security
Long Definitionquiet, at ease, prosperous
Derivationor שָׁלֵיו; feminine שְׁלֵוָה; from H7951
International Phonetic Alphabetʃɔːˈlew
IPA modʃɑːˈlev
Syllablešālēw
Dictionshaw-LAY
Diction Modsha-LAVE
Usage(being) at ease, peaceable, (in) prosper(-ity), quiet(-ness), wealthy
Part of speecha

1 Chronicles 4:40
ସମାନେେ ସଠାେରେ ପ୍ରଚୁର ଘାସ ରେ ଭରା ଅତ୍ଯୁତ୍ତମ ଚାରଣଭୂମି ପାଇଲେ। ସଠାେରେ ସମାନେେ ଅନକେ ଉତ୍ତମସ୍ଥାନ ମଧ୍ଯ ପାଇଲେ। ସହେି ସ୍ଥାନ ଅତ୍ଯନ୍ତ ଶାନ୍ତିପୂର୍ଣ୍ଣ ଓ ସୁଖପ୍ରଦ ଥିଲା। ଅତୀତ ରେ ହାମ୍ଙ୍କ ବଂଶଧରମାନେ ସଠାେରେ ବାସ କରୁଥିଲେ।

Job 16:12
ମାରେ ଗୋଟିଏ ଆରାମଦାୟକ ଜୀବନ ଥିଲା। ତା'ପରେ ସେ ମାେତେ ଚୂର୍ଣ୍ଣବିଚୂର୍ଣ୍ଣ କଲେ। ସେ ମାରେ ବକେକୁ ଧରି ମାେତେ େଛାଟ େଛାଟ ଖଣ୍ଡ କରି ଭାଙ୍ଗି ଦେଲେ। ସେ ଲକ୍ଷ୍ଯ ଅଭ୍ଯାସ ପାଇଁ ମାେତେ ବ୍ଯବହାର କଲେ।

Job 20:20
ଦୁଷ୍ଟଲୋକ କବେେ ବି ଅନ୍ତର ରେ ବିଶ୍ରାମ ନଇେପା ରେ ନାହିଁ। ସେ ତା'ର ପ୍ରିଯ ଧନ ତାକୁ ରକ୍ଷା କରିପାରିବ ନାହିଁ।

Job 21:23
କହେି ହୁଏତ ସମ୍ପୂର୍ଣ୍ଣ ଜୀବନ ସହିତ ସୌଭାଗ୍ଯ ଲାଭକରି ମୃତ୍ଯୁବରଣ କରେ। ସେ ଏକ ନିରାପଦ ଓ ଆରାମଦାୟକ ଜୀବନ ୟାପନ କରେ।

Psalm 73:12
ତାହା ହେଉଛି, ୟାହାକି ଦୁଷ୍ଟମାନେ ଚାହାଁନ୍ତି। ସମାନଙ୍କେ ପାଖରେ ଚିନ୍ତା ନାହିଁ, ଏବଂ ସମାନେେ ଧନୀରୁ ଅଧିକ ଧନୀ ହେଉଛନ୍ତି।

Jeremiah 49:31
ସଦାପ୍ରଭୁ କହନ୍ତି, ଯେଉଁ ଦେଶ କବାଟ ବିହୀନ ଓ ହୁଡ଼ୁକା ନ ଥିବା ସ୍ଥାନ ରେ ରହି ନିଜକୁ ନିରାପଦ ମନେ କରୁଛନ୍ତି, ' ସହେିମାନଙ୍କୁ ଆକ୍ରମଣ କର।'

Ezekiel 23:42
ଗୋଟିଏ ଶବ୍ଦ ୟିରୁଶାଲମ ରେ ଶୁଣା ହେଲା। ସହେି ଶବ୍ଦ ଲୋକମାନଙ୍କର ଭୋଜିପରି ଶବ୍ଦ ଥିଲା। ବହୁତ ଲୋକମାନେ ଆସିଲେ, ମଦ୍ଯପ ଲୋକମାନେ ମରୁଭୂମିରୁ ପହଞ୍ିଲେ। ଏବଂ ସମାନେେ ସ୍ତ୍ରୀ ଲୋକଙ୍କ ହସ୍ତ ରେ କଙ୍କଣ ଓ ମସ୍ତକରେ ସୁନ୍ଦର ମୁକୁଟ ପିନ୍ଧାଇଲେ।

Zechariah 7:7
ଏହିଗୁଡିକ କ'ଣ ସହେି ବାକ୍ଯଗୁଡିକ ନୁହେଁ? ଯାହା ସଦାପ୍ରଭୁ ପୂର୍ବ ଭବିଷ୍ଯତ୍ବକ୍ତାମାନଙ୍କ ମାଧ୍ଯମ ରେ କହିଥିଲେ? ସେ ଏକଥା କହିଥିଲେ ଯେତବେେଳେ ୟିରୁଶାଲମ ବସତି ବହୁଳ ଓ ସମୃଦ୍ଧିଶାଳୀ ଥିଲା। ଏବଂ ତା'ର ଚତୁର୍ଦ୍ଦିଗର ନଗରଗୁଡିକ ନଗେଭେ ଏବଂ ସିଫଲୋ ବସତି ବହୁଳ ଥିଲା।

Occurences : 8

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்