Base Word
שָׁלוֹשׁ
Short Definitionthree; occasionally (ordinal) third, or (multiple) thrice
Long Definitionthree, triad
Derivationor שָׁלֹשׁ; masculine שְׁלוֹשָׁה; or שְׁלֹשָׁה; a primitive number
International Phonetic Alphabetʃɔːˈloʃ
IPA modʃɑːˈlo̞wʃ
Syllablešālôš
Dictionshaw-LOHSH
Diction Modsha-LOHSH
Usage+ fork, + often(-times), third, thir(-teen, -teenth), three, + thrice
Part of speechn

Genesis 5:22
ମଥୂଶଲହେ ଜନ୍ମ ନବୋ ପରେ ହନୋକ 300 ବର୍ଷ ପର୍ୟ୍ଯନ୍ତ ପରମେଶ୍ବରଙ୍କୁ ଅନୁସରଣ କଲେ। ଆହୁରି ମଧ୍ଯ ଅନ୍ୟ ପୁତ୍ର ଏବଂ କନ୍ଯାଗଣ ତାଙ୍କଠାରୁ ଜନ୍ମ ନେଲେ।

Genesis 5:23
ଏହିପରି ଭାବରେ ହନୋକ 365 ବର୍ଷ ବଞ୍ଚିଲେ।

Genesis 6:10
ନୋହଙ୍କର ତିନୋଟି ପୁତ୍ର ଥିଲେ। ସମାନେେ ହେଲେ ଶମେ, ହାମ ଓ ଯଫେତ୍।

Genesis 6:15
ସହେି ଜାରାଜଟିକୁ ଏହିପରି ନିର୍ମାଣ କର ଯେ, ଏହାର ଲମ୍ବ ଯେପରି 300 ହାତ, ପ୍ରସ୍ଥ ପଚ଼ାଶ ହାତ ଏବଂ ତାହାର ଉଚ୍ଚତା ତିରିଶ ହାତ ହବେ।

Genesis 7:13
ହାମ ଓ ଯଫେତ୍ ନୋହଙ୍କର ପୁତ୍ରମାନେ ଆଉ ସମାନଙ୍କେର ସ୍ତ୍ରୀ ଓ ନୋହର ସ୍ତ୍ରୀ ଜାହାଜ ରେ ପ୍ରବେଶ କଲେ।

Genesis 9:19
ସହେି ତିନିଜଣ ୟାକ ନୋହର ପୁତ୍ର ଥିଲେ। ଏବଂ ପୃଥିବୀର ସମସ୍ତ ଲୋକ ଏହି ତିନିଜଣଙ୍କଠାରୁ ଜନ୍ମ ନେଲେ।

Genesis 9:28
ବନ୍ଯାପରେ ନୋହ ତିନିଶହ ପଚ଼ାଶ ବର୍ଷ ବଞ୍ଚିଲେ।

Genesis 11:13
ଶଲହରେ ପିତା ହେଲାପରେ, ଆର୍ଫକ୍ଷଦ 403 ବର୍ଷ ବଞ୍ଚିଲେ ଏବଂ ପୁତ୍ର ଓ କନ୍ଯାଗଣ ଲାଭ କଲେ।

Genesis 11:15
ଏବର ଜନ୍ମ ହବୋପରେ ଶଲହେ 403 ବର୍ଷ ବଞ୍ଚିଲା। ସହେି ସମୟ ମଧିଅରେ ସେ ପୁତ୍ର କନ୍ଯାଙ୍କୁ ଜନ୍ମ ଦେଲେ।

Genesis 14:4
ଏହି ରାଜାମାନେ ବାରବର୍ଷ ପର୍ୟ୍ଯନ୍ତ କଦର୍ଲାଯୋମର ରାଜାଙ୍କର ବଶୀଭୂତ ରହି ତ୍ରଯୋଦଶ ବର୍ଷ ରେ ତାଙ୍କର ବିଦ୍ରୋହି ହାଇେଥିଲେ।

Occurences : 430

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்